ଗୋଟିଏ ଆମ୍ବର ଦାମ୍ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…
ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା ଚାଷୀ ଦମ୍ପତି ସଂକଳ୍ପ ପରିହାର ଏବଂ ରାନୀ ପରିହାରଙ୍କ ବଗିଚାରେ ଏହି ଆମ୍ବ ଫଳିଛି।…
ଏଠି ମାରିବି ଶ୍ମଶାନରେ ପଡ଼ିବ
କୋଲକାତା,୧୬।୬: ଭାଜପା ନେତା ତଥା ବଲିଉଡ୍ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ବୁଧବାର ମିଥୁନ ଦା’ଙ୍କ ଜନ୍ମଦିନ ଥିବା ବେଳେ ମାନିକତଲା ପୋଲିସ ଭର୍ଚୁଆଲରେ ତାଙ୍କୁ ପଚରାଉଚରା କରୁଛି। ସକାଳ ୧୦ଟା୦୫ରୁ ଏଯାଏ ପୋଲିସ ତାଙ୍କୁ ଭାଜପା…
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍ର ଡୋଜ୍ ନେବା ପରେ ମୁମ୍ବାଇର ୩୯୦ ଲୋକଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ…
ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…
ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍ ପସନ୍ଦ କରିଥାନ୍ତି। ବର୍ତ୍ତମାନ ଦେଶରେ କରୋନା ସଙ୍କଟ ଜାରି ରହିଛି। ଏହାର ଅଧିକ ପଭାବ ବିବାହ…
ଟୁଇଟର୍କୁ ଆଉ ମିଳିବନି ଆଇନଗତ ସୁରକ୍ଷା…
ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା ନ ଦେବାକୁ ଘୋଷଣା କରିଛନ୍ତି। ମେ’ ୨୫ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଆଇନ…
କୋଭିଶିଲ୍ଡ ଡୋଜ୍ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ ଟିକାଦାନ…
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି। ଏହାସହ ଦୁଇ ମୃତକଙ୍କ ପରିବାରକୁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ ସୁନିଶ୍ଚିତ…
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏହି ପରିଣାମକୁ ସେମିଫାଇନାଲ କୁହାଯାଉଛି। ସେହିପରି ଆଗାମୀ ବିଧାନସଭା ନିର୍ବାଚନ…
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…
୫ ଏମ୍ପିଙ୍କୁ ଦଳରୁ ବିଦା କଲେ ଚିରାଗ
ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଏଲ୍ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ ପାଶ୍ୱାନଙ୍କ…
‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ
ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ। ଗାଜିଆବାଦର ଲୋନି ଅଞ୍ଚଳରେ ଗତ…
‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’
ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ଏଥିନେଇ ଭାଜପା ପ୍ରତିବଦ୍ଧ। ମଙ୍ଗଳବାର ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ…

