ଜାତୀୟ

ହିଂସା ମାମଲାକୁ ନେଇ କୃଷକ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀରେ ୨୬ ଜାନୁୟାରୀରେ ହୋଇଥିବା ହିଂସା ମାମଲାକୁ ନେଇ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପ୍ରାୟ ୧୨ ଜଣ କୃଷକ ନେତାଙ୍କୁ ନୋଟିସ ଜାରି କରି ଶୁକ୍ରବାର କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟ ଡାକିଥିବା ଜଣାପଡିଛି । ତେବେ ଦିଲ୍ଲୀ…

ସିନ୍ଧୁ ସୀମାରେ କୃଷକ-ସାଧାରଣ ଜନତା ମୁହାଁମୁହିଁ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସୀମାରେ କୃଷି ଆଇନକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । କୃଷକ ନେତା ରାକେଶ ଟିକୈତଙ୍କ କାନ୍ଦ ପରେ ଏହି ଆନ୍ଦୋଳନ ଆହୁରି ତିବ୍ର ରୂପ ନେଇଛି । ଗାଜିପୁର ସୀମାରେ ପଶ୍ଚିମ ଉତ୍ତର…

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କଲେ ବିରୋଧୀ: ଭାଜପା କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୨୯ ।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ୧ ଫେବୃୟାରୀରେ ସଂସଦରେ ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରାଯିବ । ଦୁଇ ଭାଗରେ ହେବାକୁ ଥିବା ଏହି ଅଧିବେଶନ ୮ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ…

ଲାଲୁଙ୍କୁ ଝଟ୍‌କା: ଅସୁସ୍ଥତା ପରେ ବି ମିଳିଲାନି ଜାମିନ

ରାଞ୍ଚି,୨୯ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟ ପୁଣିଥରେ ଲାଲୁଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି ।…

ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍ ଅବଧି: ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୯ ।୧: ଗୋଟିଏ ପଟେ କରୋନା ମହାମାରୀ ସାରା ଦେଶରେ ଏକ ପ୍ରକାର କମ୍ ହାଇଯାଇଥିବା ବେଳେ ଅନ୍ୟପଟେ କିନ୍ତୁ ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସ୍ଥିତି ସୁଧୁରି ନାହିଁ କହିଲେ ଚଳେ । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ପୁଣିଥରେ ଫେବୃୟାରୀ…

କୃଷକ ଆନ୍ଦୋଳନ: ଗାଜିପୁର ସୀମାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୨ ମାସରୁୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏମାନଙ୍କର ଦାବି ନୂଆ କୃଷି ଆଇନକୁ ସରକାର…

ବଜେଟ୍‌ ପୂର୍ବରୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯।୧: ବଜେଟ ଅଧିବେଶନର ପ୍ରଥମ ଦିନରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜର ଅଭିଭାଷଣ ରଖିଛନ୍ତି। କରୋନା ମହାମାରୀ ସମୟରେ ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ରାଷ୍ଟ୍ରପତି କହିଛନ୍ତି। ସେ କହିଛନ୍ତି, ନୂତନ ଦଶନ୍ଧି ଏବଂ ନୂତନ ବର୍ଷ ହେଉଛି ପ୍ରଥମ…

ତ୍ରିରଙ୍ଗାର ଅପମାନ ଦୁର୍ଭାଗ୍ୟଜନକ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯ ।୧: କରୋନା ମହାମାରୀର କଡା କଟକଣା ଭିତରେ ଶୁକ୍ରବାର ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ । ପ୍ରଥମେ ରାଷ୍ଟପତି ରାମନାଥ କୋବିନ୍ଦ ଅଧିବେଶନକୁ ସାମ୍ବାଧିତ କରିଛନ୍ତି । ଆସନ୍ତା ଆର୍ଥିକ ବର୍ଷରେ ସରକାରଙ୍କ ଯୋଜନାକୁ ନେଇ ରାଷ୍ଟ୍ରପତି ଦୃଷ୍ଟି…

ବଜେଟ ପୂର୍ବରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ନୂଆଦିଲ୍ଲୀ,୨୯।୧: ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଭାରତର ଉଜ୍ଜ୍ୱଳ ଭବିଷ୍ୟତ ଲାଗି ଚଳିତ ଦଶନ୍ଧି ଗୁରୁତ୍ୱପୂର୍ଣ୍ଣ ବୋଲି ମୋଦି କହିଛନ୍ତି। ଦଶନ୍ଧିର ଭରପୂର ଉପଯୋଗ ନେଇ ଚଳିତ ଅଧିବେଶନରେ ସମସ୍ତ ଚର୍ଚ୍ଚା ହେଉ…

ଆଜି ଦେଶରେ ୧୮,୮୫୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୧: ଦେଶରେ ଆଜି ଦିନକରେ ଆଉ ୧୮ ହଜାର ୮୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ…

ଆଜିଠୁ ବଜେଟ୍‌ ଅଧିବେଶନ

ନୂଆଦିଲ୍ଲୀ,୨୯।୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେଉଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଥମ ଦିନରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନରତ ଚାଷୀଙ୍କ ସମର୍ଥନରେ ୧୮ଟି ବିରୋଧୀ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ…

ମୁନାଓ୍ବରଙ୍କୁ ମିଳିଲାନି ଜାମିନ

ଭୋପାଳ,୨୯।୧: ହିନ୍ଦୁ ଦେବଦେବୀଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହୋଇଥିବା ଷ୍ଟାଣ୍ଡଅପ୍‌ କମେଡିଆନ ମୁନାଓ୍ବର ଫାରୁକିଙ୍କୁ ଜାମିନ ଦେବାକୁ ମନା କରିଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ସେ ଏଭଳି କରି ନ ଥିବାର କୌଣସି ପ୍ରମାଣ ନ ଥିବାରୁ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri