ଆସନ୍ତା ସପ୍ତାହରୁ ମିଳିବ ସ୍ପୁଟନିକ-ଭି
ନୂଆଦିଲ୍ଲୀ,୧୩।୫: ରୁଷିଆର ସ୍ପୁଟନିକ-ଭି କୋଭିଡ୍ ଟିକା ଆସନ୍ତା ସପ୍ତାହରୁ ଭାରତ ବଜାରରେ ଉପଲବ୍ଧ ହେବ। ଏନେଇ ଗୁରୁବାର ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପଲ୍ ଏହି ସୂଚନା ଦେଇଛନ୍ତି। ସ୍ପୁଟନିକ-ଭିର ପ୍ରଥମ ବ୍ୟାଚ୍ ଭାରତରେ ପହଞ୍ଚି ଥିବା ବେଳେ ଆଗାମୀ…
ୟୁପିରେ ଏଣେତେଣେ ପୋତା ଯାଉଛି କୋଭିଡ୍ ଆକ୍ରାନ୍ତଙ୍କ ମୃତଦେହ
ଉନ୍ନାଓ,୧୩।୫: ଉତ୍ତର ପ୍ରଦେଶରେ ଭୟଙ୍କର ହେଲାଣି କୋଭିଡ୍-୧୯ ସ୍ଥିତି। ଭାଇରସ ଜନିତ ମୃତକଙ୍କ ଶବଦାହ ପାଇଁ ଯାଗା ନାହିଁ ଶବଦାହ କେନ୍ଦ୍ରରେ। ଗଙ୍ଗା ନଦୀରେ ମୃତଦେହ ଭସା ଯିବା ଘଟଣା ପରେ ଉନ୍ନାଓ ଜିଲାର ଅତିକମ୍ରେ ଦୁଇଟି ସ୍ଥାନରୁ ଉଦ୍ଧାର କରାଯାଇଛି…
କରୋନା ସଙ୍କଟ ମଧ୍ୟରେ ସାହାଭରସା ଭାସମାନ ଆମ୍ବୁଲାନ୍ସ
ଶ୍ରୀନଗର,୧୩।୫: ଦେଶରେ କରୋନା ଭାଇରସ୍ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀ ଅନେକ ପରିବାରଠାରୁ ନିଜ ଆତ୍ମୀୟଙ୍କୁ ଛଡ଼ାଇ ନେଉଥିବା ବେଳେ ଏହି ସମୟରେ ଲୋକଙ୍କ ଅମାନବିକତା ମଧ୍ୟ ପରିଲକ୍ଷିତ ହେଉଛି। କରୋନା କାଳରେ ସଂଘର୍ଷ କରୁଥିବା ଲୋକଙ୍କ…
ଏହି ଯୁବତୀ କରୋନା ଅକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କୁ ମାଗଣାରେ ଯୋଗାଉଛନ୍ତି ଭୋଜନ: ସୋସିଆଲ ମିଡିଆରେ ଭାଇରାଲ
ମୁମ୍ବାଇ,୧୩।୫: କରୋନା ଭାଇରସ୍ର ବର୍ଦ୍ଧିତ ମାମଲା ମଧ୍ୟରେ ମହାରାଷ୍ଟ୍ରରୁ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରୁ ଜଣାପଡ଼ୁଛି ଏବେ ବି ସମାଜରେ ମାନବିକତା ବଞ୍ଚିରହିଛି। ମହାରାଷ୍ଟ୍ରର ଏକ ଗାଁର ଜଣେ ଯୁବତୀ କରୋନା ଆକ୍ରାନ୍ତ ରୋଗୀ ଓ ତାଙ୍କ ପରିବାରବର୍ଗଙ୍କୁ ସହାୟତାର…
ଏହି ରାଜ୍ୟରେ ମେ’୨୫ ଯାଏ ବଢ଼ିଲା ଲକ୍ଡାଉନ
ପାଟନା,୧୩।୫: ବିହାରରେ ବର୍ଦ୍ଧିତ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଲକ୍ଡାଉନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମେ’ ୨୫ ପର୍ଯ୍ୟନ୍ତ ଲକ୍ଡାଉନ ବୃଦ୍ଧି କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି। ଗୁରୁବାର…
କରୋନା ସଙ୍କଟ ମଧ୍ୟରେ ସାମୁହିକ ଇସ୍ତଫା ଦେଲେ ୧୬ ଡାକ୍ତର
ଉନ୍ନାଓ,୧୩।୫: କରୋନା ସଙ୍କଟ ମଧ୍ୟରେ ଉତ୍ତରପ୍ରଦେଶ ଉନ୍ନାଓର ୧୬ଜଣ ସରକାରୀ ଡାକ୍ତର ସାମୁହିକ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା ଡାକ୍ତରମାନେ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚ୍ସି) ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର(ପିଏଚ୍ସି)ର ଦାୟିତ୍ୱରେ ରହିଥିଲେ। ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନେ…
ସଂସଦୀୟ କମିଟି ରିପୋର୍ଟକୁ ଅଣଦେଖା: ଦେଶରେ କରୋନା ସଙ୍କଟ ସୃଷ୍ଟି କରିଛନ୍ତି ମୋଦି ସରକାର…
ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ତେବେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ସଂସଦୀୟ କମିଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଚେତାବନୀ ଦିଆଯାଇଥିଲା। ୨୦୨୧ ମାର୍ଚ୍ଚରେ କମିଟି ପକ୍ଷରୁ ରିପୋର୍ଟ ଉପସ୍ଥାପନା କରାଯାଇଥିଲା।…
ପାଣିରୁ ବ୍ୟାପେ ନାହିଁ କରୋନା ସଂକ୍ରମଣ: ବିଶେଷଜ୍ଞ
ଲକ୍ଷ୍ନୌ/ପାଟନା,୧୩।୫: କରୋନା ମହାମାରୀ ଦେଶରେ ତାଣ୍ଡବ ରଚିବାରେ ଲାଗିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ବି କମ୍ ପଡ଼ିଯାଉଛି। ଫଳରେ ଉତ୍ତରପ୍ରଦେଶ ଓ ବିହାରର ସୀମାରେ ଥିବା…
ଦେଶରେ ଅକ୍ସିଜେନ ଅଭାବରୁ ୧୫୦ ଲୋକଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ଭାଇରସ୍ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। କରୋନାର ଏହି ନୂଆ ଷ୍ଟ୍ରେନ୍ ସାଂଘାତିକ ହୋଇଥିବା ବେଳେ ଇତିମଧ୍ୟରେ ଦେଶରେ ଅକ୍ସିଜେନର ଅଭାବ ଦେଖାଦେଇଛି। ଏଥିଯୋଗୁ ଏପର୍ଯ୍ୟନ୍ତ ଦେଶରେ ଶତାଧିକ ଲୋକଙ୍କ ଜୀବନ ଗଲାଣି। ତେବେ ରୋଗୀଙ୍କ…
ଜୁନ୍ ୧ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍ …
ମୁମ୍ବାଇ,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ…
ଏବେ ଆସ୍ଥା-ବିଶ୍ୱାସ ଉପରେ ଭରସା: କରୋନାରୁ ମୁକ୍ତିଲାଗି ଝୁଣା ଧୂଆଁ…
ସାହାରାନପୁର,୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ହସ୍ପିଟାଲରେ ଭର୍ତ୍ତି ବି ସଂକ୍ରମଣରୁ ମୁକ୍ତି ମିଳୁନି। ଫଳରେ ଲୋକେ ଏବେ ଆସ୍ଥା ଏବଂ ବିଶ୍ୱାସ ଉପରେ ଭରସା…
ବ୍ଲାକ୍ ଫଙ୍ଗସ୍: ହରିଆଣାରେ ୪୦ରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୧୩।୫: ଦେଶରେ କରୋନା ଭାଇରସ୍ ସଂକ୍ରମଣ ତାଣ୍ଡବ ରଚୁଥିବା ବେଳେ ଏବେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ସମସ୍ତଙ୍କ ନିଦ ହଜାଇ ଦେଇଛି। ଦେଶର ଅନ୍ୟ ରାଜ୍ୟ ଭଳି ହରିଆଣାରେ ମଧ୍ୟ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ବ୍ୟାପୁଥିବା ନଜରକୁ ଆସିଛି। ରାଜ୍ୟରେ ଏପର୍ଯ୍ୟନ୍ତ…
Archives


