ଅଭିବ୍ୟକ୍ତି ସ୍ବାଧୀନତା ନିରଙ୍କୁଶ ନୁହେଁ
ନୂଆଦିଲ୍ଲୀ,୨୮।୧: ଆମାଜନ ପ୍ରାଇମ୍ ଓ୍ବେବ୍ ସିରିଜ୍ ‘ତାଣ୍ଡବ’ର ନିର୍ମାତା ଓ ଜଣେ ଅଭିନେତା ଗିରଫଦାରିରୁ ସୁରକ୍ଷା ଲାଗି କରିଥିବା ଆବେଦନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ଧର୍ମକୁ ଅପମାନିତ କରିବା ସହ ଲୋକଙ୍କ ଧର୍ମୀୟ ଭାବାବେଗକୁ ଆଘାତ ଦେଇଥିବାରୁ ଭାରତୀୟ ଦଣ୍ଡସଂହିତାର…
ବମ୍ବେ ହାଇକୋର୍ଟ ରାୟ ସ୍ଥଗିତ
ନୂଆଦିଲ୍ଲୀ,୨୮।୧(ପି.ଟି.): ପୋକ୍ସୋ (ଯୌନ ଅପରାଧରୁ ଶିଶୁଙ୍କ ସୁରକ୍ଷା) ଆଇନ ଅନୁଯାୟୀ ଚର୍ମକୁ ସ୍ପର୍ଶ ନ କରି ନାବାଳିକାଙ୍କ ବକ୍ଷସ୍ଥଳ ଛୁଇଁବା ଯୌନ ଅପରାଧ ନୁହେଁ ବୋଲି ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍ କହିବା ସହ ଜଣେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେଇଥିଲେ। ଏଭଳି…
ଟିକା ନେଲେ ଡାକ୍ତର, ରାଗିଲେ ପତ୍ନୀ: ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୮ ।୧: ରାଜଧାନୀ ଦିଲ୍ଲୀର ଜଣେ ବରିଷ୍ଠ ତଥା ନାଁକରା ଡାକ୍ତର ଏକେଲା କରୋନା ଟିକା ନେଇଯିବା ପରେ ତାଙ୍କ ପତ୍ନୀ ଫୋନ୍ରେ ହିଁ ତାଙ୍କୁ ଟୁଇସନ କରିଥିବା ଜଣାପଡିଛି । ସବୁଠାରୁ ମଜାକଥା ହେଲା ଯେତେବେଳେ ତାଙ୍କପତ୍ନୀ ତାଙ୍କୁ ଗାଳି…
ଦୀପ ସିଦ୍ଧୁ କିଏ
ନୂଆଦିଲ୍ଲୀ,୨୮।୧: ଦିଲ୍ଲୀରେ କୃଷକ ଆନ୍ଦୋଳନ ହିଂସାମତ୍କ ରୂପ ନେବା ପରେ ଗୋଟିଏ ନାମ ଆଗକୁ ଆସୁଛି। ବିଭ୍ରାଟ ପାଇଁ ଦାୟୀ କରାଯାଉଥିବା ବ୍ୟକ୍ତି ଜଣକ ହେଲେ ଦୀପ ସିଦ୍ଧୁ। ତାଙ୍କୁ ସୋସିଆଲ ମିଡିଆଠୁ ନେଇ କୃଷକ ସଙ୍ଗଠନଗୁଡ଼ିକ ମଧ୍ୟରେ ନାନା ପ୍ରଶ୍ନ…
ଦିଲ୍ଲୀ ହିଂସା: ୨୦୦ ଅଟକ
ନୂଆଦିଲ୍ଲୀ,୨୮।୧: ଟ୍ରାକ୍ଟର ରାଲି ହିଂସା ଘଟଣାରେ ଦିଲ୍ଲୀ ପୋଲିସ ୨୦୦ ଲୋକଙ୍କୁ ଅଟକ ରଖିଛି। ଏପର୍ଯ୍ୟନ୍ତ ୨୫ ଏତଲା ଦାଏର ହୋଇଥିବାବେଳେ ସେଥିରେ ୧୩ କୃଷକ ନେତାଙ୍କ ନାଁ ରହିଛି। ସେମାନେ ହେଲେ ଭାରତୀୟ କିଷାନ ସଂଘ (ବିକେୟୁ) ମୁଖପାତ୍ର ରାକେଶ…
ଆନ୍ଦୋଳନରେ ଫାଟ
ନୂଆଦିଲ୍ଲୀ,୨୮।୧: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଲିଥିବା କୃଷକ ଆନ୍ଦୋଳନରେ ଏବେ ଫାଟ ସୃଷ୍ଟି ହୋଇଛି। ସାଧାରଣତନ୍ତ୍ର ଦିବସରେ କୃଷକ ସଙ୍ଗଠନଗୁଡ଼ିକ ପକ୍ଷରୁ ଦିଲ୍ଲୀ ସୀମାରୁ ଜାତୀୟ ରାଜଧାନୀର ରାଜପଥକୁ ଯାଇଥିବା…
ଲାଲା ଲଜପତ ରାୟଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୮ ।୧: ସ୍ୱାଧିନତା ସଂଗ୍ରାମୀ ଲାଲା ଲଜପତ ରାୟଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୋଦି ଟୁଇଟ୍ କରି ଲେଖିଛନ୍ତି ସ୍ୱାଧିନତା ପାଇଁ ଲାଲା ଲଜପତ ରାୟଙ୍କ ବଳିଦାନ ଅତୁଳନୀୟ ଏବଂ ଏହା ପର ପିଢିକୁ…
ଭୟର ବାତାବରଣ ମଧ୍ୟରେ ରାତି ସାରା ଉଜାଗର ରହିଲେ ଆନ୍ଦୋଳନରତ କୃଷକ
ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଗାଜିପୁର ସୀମାରେ ଆନ୍ଦୋଳନରେ ବସିଥିବା କୃଷକ ଓ ପୋଲିସ ମଧ୍ୟରେ ତୁତୁ ମେମେ ଆରମ୍ଭ ହୋଇଛି ।…
ଟେକ୍ସାସ ମେଡିକାଲ ଅଫିସରେ ବନ୍ଧକ: ଦୁଇ ମୃତ
ଅଷ୍ଟିନ,୨୭ା୧- ଟେକ୍ସାସର ଜଣେ ଡାକ୍ତରଙ୍କ ଅଫିସରେ ଦୁଇ ଜଣ ଦୁର୍ବୁତ୍ତ କିଛି ବ୍ୟକ୍ତିଙ୍କୁ ବନ୍ଧକ ରଖିଥିଲେ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସ୍ବାଟର ଏକ ଦଳକୁ ମଙ୍ଗଳବାର ରାତିରେ ଦୁଇ ଜଣଙ୍କ ମୃତ ଦେହ…
ଫେବୃୟାରୀ ପାଇଁ ଗାଇଡ୍ ଲାଇନ୍ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି
ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ ନେଇ ଗୃହ ମନ୍ତ୍ରଣାଳୟ ବୁଧବାର ବିଜ୍ଞପ୍ତି ଜାରି କରିଛି। କରୋନା ସଂକ୍ରମଣ ରୋକିବାରେ ଦେଶ…
ଦଳର ଏକମାତ୍ର ବିଧାୟକଙ୍କ ଇସ୍ତଫା
ଚଣ୍ଡିଗଡ଼,୨୭।୧: ନୂତନ କୃଷି ଆଇନ ବିରୋଧରେ ଦିଲ୍ଲୀରେ ଆନ୍ଦୋଳନ କରୁଥିବା କୃଷକମାନଙ୍କୁ ସମର୍ଥନକରି ଭାରତୀୟ ଜାତୀୟ ଲୋକଦଳ(ଆଇଏନ୍ଏଲ୍ଡି) ନେତା ଅଭୟ ସିଂ ଚୌଟାଲ ବୁଧବାର ହରିୟାଣା ବିଧାନସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ନୂଆଦିଲ୍ଲୀରେ ମଙ୍ଗଳବାର ହୋଇଥିବା ହିଂସାର ଗୋଟିଏ ଦିନ…
ଚାଷୀ ଆନ୍ଦୋଳନରୁ ଅଲଗା ହେଲେ ଦୁଇ ପ୍ରମୁଖ ସଂଗଠନ
ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ ଓ ଭାରତୀୟ କିଷାନ ୟୁନିୟନ (ବିକେୟୁ) ବୁଧବାର ଚାଷୀ ଆନ୍ଦୋଳନରୁ ଓହରି ଯାଇଥିବା ଘୋଷଣା…
Archives


