ଜାତୀୟ

ଶକ୍ତି ପ୍ରଦର୍ଶନ କଲେ ତିନି ସେନା: ପରେଡରେ ବ୍ରହ୍ମୋସ୍ କ୍ଷେପଣାସ୍ତ୍ର ସାମିଲ

ନୂଅ।ଦିଲ୍ଳୀ,୨୬୧: ମଙ୍ଗଳବାର ୭୨ ତମ ଗଣତନ୍ତ୍ର ଦିବସ ପାଳନ ଅବସରରେ ଦିଲ୍ଲୀର ରାଜପଥରେ ତିନି ସେନା ପରେଡ଼ କରିଛନ୍ତି। ଏହି ଅବସରରେ ବିଭିନ୍ନ ସାମରିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି । ପରେଡ଼ରେ ବ୍ରହ୍ମୋସ୍ ଏବଂ ତେଜସ୍ କ୍ଷେପଣାସ୍ତ୍ରକୁ ସାମିଲ କରାଯାଇଛି ।…

ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ ନାହାନ୍ତି । ସାରା ବିଶ୍ୱରେ ବ୍ୟାପିଥିବା ମହାମାରୀ କାରଣରୁ ଏପରି ହୋଇଛି ।…

ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା

ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ ପାର୍ଲାମେଣ୍ଟ ଭବନ ଅଭିମୁଖେ ପଦଯାତ୍ରାରେ ବାହାରିବେ ବୋଲି ସୋମବାର ଘୋଷଣା କରିଛନ୍ତି। ୩…

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ।…

ସୈନ୍ୟ ପ୍ରତ୍ୟାହାର ଲାଗି ସହମତି

ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଥତ୍ବାବେଳେ ଅଚଳାବସ୍ଥା ଦୂର ପାଇଁ ଉଭୟ ପକ୍ଷର ସେନା…

ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ

ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା ଅଭିଯୋଗ ହୋଇଛି । ସେଠାରେ ସେ ଅ।ଦୌ ଯୋଗ ଦେଇ ନ ଥତ୍ଲେ।…

ରାଷ୍ଟ୍ରପତି ଉନ୍ମୋଚିତ କରିଥିବା ଛବିଟି ନେତାଜୀଙ୍କ ନୁହେଁ

ନୂଆଦିଲ୍ଲୀ,୨୫ା୧- ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋସଙ୍କ ଛବିକୁ ନେଇ ଦେଖାଦେଇଛି ବିବାଦ। ଫଟୋଟି ନେତାଜୀ ସୁଭାଷଙ୍କର ନୁହେଁ, ବରଂ ବେଙ୍ଗଲ ଆକ୍ଟର ପ୍ରସନଜିତ୍‌ ଚାଟାର୍ଜୀଙ୍କ ଛବି ବୋଲି ପଶ୍ଚିମବଙ୍ଗର ସରକାର…

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର ଏହି ଉଦ୍ୟମକୁ ଆମ ବୀର ଯବାନମାନେ ପଣ୍ଡ କରିଦେଇଛନ୍ତି। ଗତବର୍ଷ ଲଦାଖରେ ଚାଇନାର ବିସ୍ତାରବାଦୀ…

ଘରେ ମଦ ରଖିବା ପାଇଁ ଦରକାର ଲାଇସେନ୍ସ

ଲକ୍ଷ୍ନୌ,୨୫ା୧- ଘରେ ଧାର୍ଯ୍ୟ ପରିିମାଣ ଠାରୁ ଆଉ ଅଧିକ ମଦ ରଖିପାରିବେ ନାହିଁ। ନିଜ ବାସଭବନରେ ଅଧିକ ମଦ ଷ୍ଟୋର କରିବା ପାଇଁ ଏବେ ଲାଇସେନ୍ସ ରଖିବା ବାଧ୍ୟତାମୂଳକ। ଏ ନେଇ ସୋମବାର ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱାଧୀନ ସରକାର ଘୋଷଣା କରିଛନ୍ତି।…

‘କଙ୍ଗନାଙ୍କୁ ଭେଟିବାକୁ ଗଭର୍ନରଙ୍କ ପାଖରେ ସମୟ ଅଛି, କୃଷକଙ୍କ ପାଇଁ ନାହିଁ’

ମୁମ୍ବାଇ,୨୫।୧: ଆମେ ଗଭର୍ନରଙ୍କ ନିକଟକୁ ଯାଉଛେ। କିନ୍ତୁ ମହାରାଷ୍ଟ୍ର ଏଭଳି ଗଭର୍ନର ପୂର୍ବରୁ କେବେ ଦେଖିନାହାନ୍ତି। କଙ୍ଗନା ରାଣାଓ୍ବତ୍‌ଙ୍କୁ ଭେଟିବା ପାଇଁ ତାଙ୍କ ପାଖରେ ସମୟ ଅଛି। କିନ୍ତୁ କୃଷକଙ୍କ ଲାଗି ସମୟ ନାହିଁ ବୋଲି ଆଜାଦ ହିନ୍ଦ ମଇଦାନଠାରେ ସୋମବାର…

ଓଡ଼ିଶାର ନବମ ଶ୍ରେଣୀ ଛାତ୍ରଙ୍କୁ ପୁରସ୍କୃତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧: ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଛନ୍ତି ଓଡ଼ିଶାର ନବମ ଶ୍ରେଣୀ ଛାତ୍ର ଅନ୍ବେଷ ଶୁଭମ ପ୍ରଧାନ। ମେଧାବୀ ଛାତ୍ର ଭାବେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଅନ୍ବେଷଙ୍କ ଘର ଢେଙ୍କାନାଳ ଜିଲାରେ। କିଛି ବର୍ଷ ହେଲା…

ମମତାଙ୍କ ନୂଆ ସ୍ଲୋଗାନ: ହରେ କୃଷ୍ଣ ହରେ ରାମ,ବିଦା ହୁଅନ୍ତୁ ଭାଜପା-ବାମ

କୋଲକାତା, ୨୫।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ନୂଆ ସ୍ଲୋଗାନ ଆରମ୍ଭ କରିଛନ୍ତି। ଭାଜପା ପକ୍ଷରୁ ଜୟ ଶ୍ରୀରାମ ସ୍ଲୋଗାନ ଦିଆ ଯାଉଥିବାବେଳେ ମମତା ସୋମବାର ହୁବଲିର ଏକ ସଭାରେ ଯୋଗଦେଇ ନୂଆ ସ୍ଲୋଗାନ ଦେଇଛନ୍ତି। ସେ କହିଛନ୍ତି ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri