ଜାତୀୟ

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯୨,୭୦୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୦୩ ଜଣଙ୍କର…

ବେଆଇନ ଟେଲିଫୋନ୍‌ ଏକ୍ସଚେଞ୍ଜକୁ କଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍‌ କଲ୍‌ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍‌ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା ଚାଲିଥିଲା…

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର…

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ ଅଧିକ ମୃତ୍ୟୁ ମଧ୍ୟ କୌଣସି ଦିନ ଘଟିଥାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ…

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ ଡୋର୍‌ ଭାଙ୍ଗି ଥିଲେ। ଏହାକୁ ବିରୋଧ କରିଥିଲେ ସୁରକ୍ଷା କର୍ମଚାରୀ। ଫଳରେ ସୁରକ୍ଷା କର୍ମଚାରୀ…

ସୁଶାନ୍ତଙ୍କ ବାପାଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୧୦ା୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଉପରେ ଅଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍‌’, ‘ସୁଇସାଇଡ୍‌ ଅର୍‌ ମର୍ଡର: ଏ ଷ୍ଟାର ଓ୍ବାଜ୍‌ ଲଷ୍ଟ’, ‘ଶଶାଙ୍କ’ ଆଦି ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ।…

‘ମୃତଦେହ ଫିଙ୍ଗିବା ପାଇଁ ମୁମ୍ବାଇରେ ନଦୀ ନାହିଁ’

ମୁମ୍ବାଇ, ୧୦।୬: ସରକାରୀ ସ୍ତରରେ ରିପୋର୍ଟ ହେଉଥିବା କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟାଠାରୁ ମହାରାଷ୍ଟ୍ରର ରାଜଧାନୀରେ ଢେର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ବିରୋଧୀ ଭାଜାପା ପକ୍ଷରୁ ଏଭଳି ଅଭିଯୋଗ କରାଯାଇଥିଲା। ଏହାର ଉତ୍ତରରେ ବିରୋଧୀଙ୍କୁ ତାଚ୍ଛଲ୍ୟ କରି ମୁମ୍ବାଇ ମେୟର…

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ ଏହି ନିଷ୍ପତ୍ତି ପରେ ଜି -୨୩ ଗୋଷ୍ଠୀ ସଦସ୍ୟଙ୍କ ବୟାନବାଜି ଆରମ୍ଭ ହୋଇଯାଇଛି।…

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଅଭିଯୋଗ ଶୁଣିବାବେଳେ ଗଣମାଧ୍ୟମ ଆଗରେ ଝିଅମାନଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍‌) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ ପାଇଥିବା…

କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର ମନା…

ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…

ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?