ଜାତୀୟ

ମୃତ୍ୟୁକୁ ହରାଇ ହସି ହସି ଘରକୁ ଫେରିଲେ ୧୦୩ ବର୍ଷୀୟ ବୃଦ୍ଧ

ପାଲଘର, ୯ା୫ : ମହାରାଷ୍ଟ୍ରର ପାଲଘରରୁ ଆସିଛି ଏକ ଭଲ ଖବର। ଦ୍ୱିତୀୟ ଲହରରେ ସ୍ବଳ୍ପ ବୟସ୍କଙ୍କ ମୃତ୍ୟୁ ହେଉଥିବାବେଳେ କୋଭିଡ୍‌-୧୯କୁ ହରାଇ ହସି ହସି ଘରକୁ ଫେରିଛନ୍ତି ୧୦୩ ବର୍ଷୀୟ ବୃଦ୍ଧ। ଜିଲା ମେଡିକାଲ ଅଧିକାରୀ ରବିବାର ସୂଚନା ଦେଇଛନ୍ତି।…

ରାତାରାତି ରାଜସ୍ଥାନରେ ଛିଡ଼ା ହେଲା କୋଭିଡ୍‌ କେୟାର ସେଣ୍ଟର

ଜୟପୁର, ୯ା୫ : ଦେଶରେ କରୋନା ଯୋଗୁ ହା ହା କାର ସ୍ଥିତି ସୃଷ୍ଟି ହୋଇଥିବାବେଳେ ରାଜସ୍ଥାନରୁ ଆସିଛି ଏକ ଭଲ ଖବର। ରାଜ୍ୟର ବାରମେର ଜିଲାର ଗ୍ରାମ୍ୟଞ୍ଚଳରେ ୪୮ ଘଣ୍ଟାରେ ନିର୍ମିତ ହୋଇଛି ଦୁଇଟି କୋଭିଡ୍‌ କେୟାର ସେଣ୍ଟର। ଉଭୟ…

ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ଓଡ଼ିଶାକୁ ୩୩୩.୮ କୋଟି ଅନୁଦାନ

ନୂଆଦିଲ୍ଲୀ, ୯।୫: ଗ୍ରାମାଞ୍ଚଳରେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ସରକାର ୨୫ଟି ରାଜ୍ୟ ନିମନ୍ତେ ୮,୯୨୩.୮ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଓଡ଼ିଶାକୁ ୩୩୩. ୮ କୋଟି ଟଙ୍କା ପ୍ରଦାନ କରାଯାଇଛି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥା ଯଥା ଗ୍ରାମ…

ଝିଅର ମୃତଦେହକୁ ୩୫ କି.ମି ବୋହିନେଲେ ବାପା

ଭୋପାଳ, ୯ା୫ : ବାପା ଝିଅର ମୃତଦେହକୁ କାନ୍ଧେଇ ୩୫ କିମି ଚାଲି ଚାଲି ପହଞ୍ଚିଛି ଶବ ବ୍ୟବଚ୍ଛେଦ ଗୃହରେ। ମଧ୍ୟପ୍ରଦେଶର ସିଙ୍ଗରାଉଲି ଜିଲାରୁ ଆସିଛି ଏହି ହୃଦୟ ବିଦାରକ ଦୃଶ୍ୟ। ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଭିଡ଼ିଓରେ କିଛି ଗ୍ରାମବାସୀଙ୍କ…

ମମତାଙ୍କ ଚିଠିର ଉତ୍ତର ଦେଲେ ସୀତାରମନ

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅକ୍ସିଜେନ ଏବଂ କୋଭିଡ୍‌ ଔଷଧ ଉପରୁ ଜିଏସ୍‌ଟି ଛାଡ଼ କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ରବିବାର ଚିଠିର ଜବାବ ଟୁଇଟ କରି ଦେଇଛନ୍ତି। ସେ ଟୁଇଟରେ ଉଲ୍ଳେଖ କରିଛନ୍ତି,…

ଶବଦାହ ଗୃହରୁ ଚୋରି କରୁଥିଲେ ମୃତଦେହର ପୋଷାକ

ବାଘପଟ, ୯ା୫ : ଉତ୍ତର ପ୍ରଦେଶର ପୂର୍ବାଞ୍ଚଳ ବାଘପଟର ଶବଦାହ ଗୃହରୁ ମୃତଦେହର ପୋଷାକ ଚୋରି କରୁଥିବା ୭ ଜଣ ଗିରଫ ହୋଇଛନ୍ତି। ଏ ନେଇ ରବିବାର ପୋଲିସ ପକ୍ଷରୁ କୁହାଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି…

ଜେଲ୍‌ରୁ ୧୩ କଏଦୀ ମାରିଲେ ଚମ୍ପଟ୍‌: ସମସ୍ତେ ଥିଲେ କରୋନା ଆକ୍ରାନ୍ତ

ରେୱାରୀ,୯।୫: ହରିୟାଣାର ରେୱାରୀ ଜିଲାରେ ଏକ ଜେଲ୍‌ରୁ ୧୩ କଏଦୀ ଚମ୍ପଟ ମାରିଛନ୍ତି। ଏହି ସମସ୍ତ କଏଦୀ କରୋନା ଆକ୍ରାନ୍ତ ଥିଲେ। ଏବେ ସମସ୍ତଙ୍କ ଖୋଜା ଚାଲିଛି। ରାଜ୍ୟରେ ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ରେୱାରୀର ଫିଡେରୀ ଗାଁରେ ଥିବା…

ପରାଜୟ ହଜମ କରିପାରିଲେ ନାହିଁ ପୂର୍ବତନ ସରପଞ୍ଚ : ଗାଁ ରୋଡ୍‌ ଖୋଳିଦେଲେ

କାନପୁର, ୯ା୫ : ଉତ୍ତର ପ୍ରଦେଶ ପଞ୍ଚାୟତ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସମ୍ନାକୁ ଆସିଛି ଏକ କୌତୁହଳପୂର୍ଣ୍ଣ ଘଟଣା। ଜଣେ ପୂର୍ବତନ ସରପଞ୍ଚ ନିର୍ବାଚନରେ ପରାଜିତ ହେବାରୁ ନିଜ ସମୟରେ ନିର୍ମିତ ରାସ୍ତାକୁ ଜେସିବି ଲଗାଇ ପୂରା ନଷ୍ଟ…

ଉଭୟ ଡୋଜ ନେବା ପରେ ମଧ୍ୟ ସୁରକ୍ଷାର ଗ୍ୟାରେଣ୍ଟି ନାହିଁ

ନୂଆଦିଲ୍ଲୀ, ୯ା୫ : ଉଭୟ ଟିକା ନେଲା ପରେ ମଧ୍ୟ ଯଦି କୋଭିଡ୍‌-୧୯ରେ ଆକ୍ରାନ୍ତ ହୁଅନ୍ତି, ତେବେ ଜୀବନ ଯୁଦ୍ଧରେ ଜିତିବାର କୌଣସି ଗ୍ୟାରେଣ୍ଟି ନାହିଁ। ଦିଲ୍ଲୀ ସରୋଜ ହସ୍ପିଟାଲରେ ଘଟିଥିବା ଡ. ଅନିଲ କୁମାର ରାଓ୍ବାତଙ୍କ ମୃତ୍ୟୁ ପରେ ଏହା…

ଆସାମର ନୂଆ ମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ

ଗୁଆହାଟି,୯।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ନାମ ରବିବାର ଘୋଷଣା କରାଯାଇଛି। ଶନିବାରଠାରୁ ଭାଜପାର ଏକ ବୈଠକ ପରେ ଆଜି ହିମନ୍ତ ବିଶ୍ବଙ୍କ ନାମ ଶେଷରେ ମୋହର ବାଜିଛି। ଆସାମ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ…

ଦୁଃଖ ବଖାଣିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୯।୫: ଏବେ ସାରା ଦେଶରେ କରୋନା କାୟା ବିସ୍ତାର କରିଛନ୍ତି। ପ୍ରତିଦିନ ଏହାଦ୍ୱାରା ଲକ୍ଷ ଲକ୍ଷ ଲୋକ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକ ମୃତ୍ୟୁ ବରଣ କରୁଛନ୍ତି। ଉତ୍ତର ପ୍ରଦେଶରେ କରୋନା ସ୍ଥିତି ସଙ୍ଗିନ ରହିଛି। ଫିରୋଜାବାଦର ଜନପଦର ଜସରାନା…

ଡ୍ୟାନ୍ସ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କଲା ଚେନ୍ନାଇ ରେଲଓ୍ବେ ପୋଲିସ

ଚେନାଇ,୯।୫: କେରଳ ପରେ ବର୍ତ୍ତମାନ ଚେନ୍ନାଇ ରେଲଓ୍ବେ ପୋଲିସ ଦେଶର ନାଗରିକ ତଥା ଷ୍ଟେଶନକୁ ଆସୁଥିବା ଯାତ୍ରୀମାନଙ୍କୁ ସଚେତନତା ସଷ୍ଟି କରିବା ପାଇଁ ଡ୍ୟାନ୍ସର ଆୟୋଜନ କରିଛି। ଏହି ଡ୍ୟାନ୍ସ ମାଧ୍ୟମରେ ଚେନ୍ନାଇ ରେଲଓ୍ବେ ପୋଲିସ ସାମାଜିକ ଦୂରତା ଏବଂ ମାସ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri