ଭାଜପାର ଚିନ୍ତା ବଢ଼ାଇଲେ ମୁକୁଲ
କୋଲକାତା, ୯।୬: ପଶ୍ଚିମବଙ୍ଗ ନିର୍ବାଚନରେ ପରାଜୟ ପରେ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି। ଟିଏମ୍ସିର ବହୁ ପୂର୍ବତନ ନେତାଙ୍କ ଭଳି ବରିଷ୍ଠ ନେତା ମୁକୁଲ ରୟ ମଧ୍ୟ ମମତା ବାନାର୍ଜୀଙ୍କ ପାଖକୁ ଫେରିପାରନ୍ତି। କୋଲକାତା ଠାରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଥିଲେ…
ଟପ୍ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ…
ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା
ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ ବୋଲି ଜଣାପଡ଼ିଛି। ନାବାଳିକାଙ୍କୁ ହତ୍ୟା ପୂର୍ବରୁ ତାଙ୍କ ଡାହାଣ ଆଖି ତାଡ଼ି ଦିଆଯାଇଥିବା ପୋଲିସ…
ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର ବ୍ୟବସ୍ଥାପିକା…
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍ ନେଇଥିବା ଲୋକଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ଦିଲ୍ଲୀ ଏମ୍ସ ଏବଂ ନ୍ୟାଶନାଲ ସେଣ୍ଟର ଫର ଡିଜିଜ୍…
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍ ଦେଲେ ଦୋକାନୀ
କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା ପରେ…
କୃଷକଙ୍କ ସହ ଛିଡ଼ା ହେବ ଟିଏମ୍ସି
କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଦେବା ଲାଗି ଆଶ୍ୱାସନା ଦେଇଛନ୍ତି ତୃଣମୂଳ…
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଂଶ ଛୁଇଁଛି । ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ପ୍ରବଳ…
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ ଜିଲାରୁ…
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ, କୋଭିଡ-୧୯…
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ ଇନଷ୍ଟାଗ୍ରାମ୍ରେ ଭାଇରାଲ ହେବାରେ ଲାଗିଛି। ଇଣ୍ଡିଆନ୍ ଆଇଡଲ୍-୧୨ର ଶୁଟିଂ ସାରି ମୁମ୍ବାଇ ଫେରି ପୁଣି…
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…
ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ ସାମିଲ…

