ମେୟର ନିର୍ବାଚନ: ବସୁନ୍ଧରାଙ୍କ ସମର୍ଥକ କଲେ ବିଦ୍ରୋହ
ଜୟପୁର,୮।୧୧: ରାଜସ୍ଥାନ ଜୟପୁରରେ ମେୟର ନିର୍ବାଚନ ନେଇ ଭାଜପାର ଘର କଳି ଏବେ ପଦାରେ ପଡ଼ିଛି। ବସୁନ୍ଧରା ରାଜେଙ୍କ ସମର୍ଥକ ବୋଲାଉଥିବା ବିଧାୟକ ନରପତ ସିଂ ରାଜସ୍ବୀ ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ପ୍ରକାଶ କରି ବିଦ୍ରୋହ କରିଛନ୍ତି। ଗ୍ରେଟର ନଗମ...
ରୋ-ପାକ୍ସ୍ ଫେରି ସେବା ଲୋକାର୍ପଣ କଲେ ମୋଦି: ପର୍ଯ୍ୟଟନ ଶିଳ୍ପର ହେବ ବିକାଶ
ଅହମଦାବାଦ,୮।୧୧: ଗୁଜରାଟର ହଜିରା ଏବଂ ଘୋଘା ମଧ୍ୟରେ ରୋ-ପାକ୍ସ୍ ଫେରି ସେବାର ଲୋକାର୍ପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ସମ୍ପନ୍ନ ହୋଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ମୋଦି କହିଛନ୍ତି ସେ ସୁରଟ ଏବଂ ସୌରାଷ୍ଟ୍ରର ବିକାଶ ପାଇଁ...
୯୩ ବର୍ଷରେ ଆଡଭାନୀ: ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୮ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ଲାଲ କୃଷ୍ଣ ଆଡଭାନୀ ୯୩ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଓ...
କମ୍ପୁଟର ବାବାଙ୍କ ଆଶ୍ରମରେ ଚାଲିଲା ବୁଲ୍ଡୋଜର
ଇନ୍ଦୋର,୮।୧୧: ମଧ୍ୟପ୍ରଦେଶର ଇନ୍ଦୋରଠାରେ ଥିବା କମ୍ପୁଟର ବାବାଙ୍କ ଆଶ୍ରମରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରବିବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବାବାଙ୍କର ଅବୈଧ ନିର୍ମାଣ ଉପରେ ବୁଲଡୋଜର ଚଲାଯାଇଛି। ବାବାଙ୍କ ଦ୍ୱାରା କରାଯାଇଥିବା ଅତିକ୍ରମଣ ହଟାଯାଇଛି। ଏହା ସହିତ ବାବା...
ଚାଇନାର ଷଡ଼ଯନ୍ତ୍ର: ଉତ୍ତର-ପୂର୍ବରେ ଉଗ୍ରବାଦୀ ସଂଗଠନକୁ ସହାୟତା
ନୂଆଦିଲ୍ଲୀ,୮।୧୧: ଭାରତ ଉତ୍ତର-ପୂର୍ବ ଅଞ୍ଚଳରେ ଉଗ୍ରବାଦ ବୃଦ୍ଧି ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଦାଖରେ ଉତ୍ତେଜନା ସୃଷ୍ଟି ପରେ ଏବେ ଚାଇନା ଭାରତରେ ଅଶାନ୍ତି ବଢ଼ାଇବା ପାଇଁ...
୫୦% ଛାତ୍ରଙ୍କୁ କଲେଜରେ ମିଳିବ ଅନୁମତି: ୟୁଜିସି
ଜାତିସଂଘ,୮।୧୧: ଭାରତୀୟ କୂଟନୀତଜ୍ଞ ବିଦିଶା ମୈତ୍ର ଜାତିସଂଘ ଉପଦେଷ୍ଟା (ପ୍ରଶାସନିକ ଓ ବଜେଟାରି) କମିିଟିକୁ ମନୋନୀତ ହୋଇଛନ୍ତି। ତାଙ୍କୁ ୧୨୬ ଖଣ୍ଡ ଭୋଟ ମିଳିଛି। ୧୯୩ ସଦସ୍ୟଯୁକ୍ତ ସାଧାରଣ ସଭାରେ ଯୋଗ୍ୟତା, ଅଭିଜ୍ଞତା ଓ ଭୌଗୋଳିକ ଜ୍ଞାନକୁ ନେଇ ସଦସ୍ୟକୁ...
ଶପଥ ନେଲେ ନୂଆ ସିଆଇସି
ନୂଆଦିଲ୍ଲୀ,୮।୧୧: ନୂଆ ମୁଖ୍ୟ ସୂଚନା କମିଶନର(ସିଆଇସି) ଭାବେ ୟଶ୍ବର୍ଦ୍ଧନ ସିହ୍ନା ଶନିବାର ଶପଥଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଥିଲେ। ଆଗାମୀ ୩ ବର୍ଷ ଲାଗି ସିହ୍ନା...
ପ୍ରଥମେ ୩୦କୋଟିଙ୍କୁ ଦିଆଯିବ ଟିକା
ନୂଆଦିଲ୍ଲୀ,୮।୧୧: ଭାରତରେ ଆସନ୍ତା ଫେବୃୟାରୀରେ କରୋନା ଟିକା ଉପଲବ୍ଧ ହେବ। ଭାରତ ବାୟୋଟେକ୍ ପକ୍ଷରୁ ଏହାର ଟିକା କୋଭାକ୍ସିନ୍ ପ୍ରଥମ ଥର ଲାଗି ଭାରତରେ ମିଳିବ। ଏହି ଟିକାର ବିତରଣ ପ୍ରକ୍ରିୟା ନେଇ କେନ୍ଦ୍ର ସରକାର ଚୂଡ଼ାନ୍ତ ପଦକ୍ଷେପ ଗ୍ରହଣ...
ଅର୍ଣ୍ଣବଙ୍କ ଜାମିନ ଆବେଦନ ରାୟ ସଂରକ୍ଷିତ
ମୁମ୍ବାଇ, ୮।୧୧: ରିପବ୍ଲିକାନ ଟିଭିର ଏଡିଟର-ଇନ୍-ଚିଫ୍ ଅର୍ଣ୍ଣବ ଗୋସ୍ବାମୀ ଅନ୍ତରୀଣ ଜାମିନ ପାଇଁ କରିଥିବା ଆବେଦନ ଉପରେ ବମ୍ବେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ଫଳରେ ଶନିବାର ତାଙ୍କର ହାଜତରୁ ବାହାରିବା ସମ୍ଭବ ହୋଇନାହିଁ। ୨୦୧୮ରେ ସେ ଇଣ୍ଟେରିୟର ଡିଜାଇନର...
ଏକ୍ଜିଟ୍ ପୋଲ୍ରେ ମହାମେଣ୍ଟ
ନୂଆଦିଲ୍ଲୀ,୮ା୧୧: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ଶାସନ କରୁଥିବା ବିହାରରେ ଏଥର କ୍ଷମତା ପରିବର୍ତ୍ତନର ଆଭାସ ମିଳିଛି। ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି) ନେତୃତ୍ୱାଧୀନ ବିରୋଧୀ ମହାମେଣ୍ଟ ହାତକୁ ଶାସନର ଡୋରି ଯାଇପାରେ। ହିନ୍ଦୀ ଭାଷୀ ଏହି ରାଜ୍ୟରେ ତେଜସ୍ବୀ...
ବିହାର ବିଧାନସଭା ନିର୍ବାଚନ : ଚୂଡ଼ାନ୍ତ ପର୍ଯ୍ୟାୟରେ ୫୫.୨୨% ମତଦାନ
ପାଟନା,୭।୧୧-ବିହାର ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ଶନିବାର ଶେଷ ହୋଇଛି। ୨୪୩ ଆସନ ଲାଗି ୩ଟି ପର୍ଯ୍ୟାୟରେ ମତଦାନ କରାଯାଇଥିବାବେଳେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ୭୮ ଆସନ ଲାଗି ସନ୍ଧ୍ୟା ୫ଟା ସୁଦ୍ଧା ୫୫.୨୨% ମତଦାନ କରାଯାଇଛି। ଏହି...
ଭୋଟ ଦେବା ପାଇଁ ଖଟିଆରେ ବୁହା ହୋଇ ଆସିଲେ ଶତାୟୁ: ଭିଡିଓ ଭାଇରାଲ
କାଟିହାର,୭।୧୧-ବିହାର ବିଧାନସଭା ନିର୍ବାଚନ ପାଇଁ ଶନିବାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏପରିସ୍ଥିତିରେ ନିଜର ମତଦାନ ସାବ୍ୟସ୍ତ କରିବା ପାଇଁ କାଟିହର ଜିଲାର ସୁଖଦେବ ମଣ୍ଡଳ(୧୦୦) ଖଟିଆରେ ମତଦାନ କେନ୍ଦ୍ରକୁ ବୁହା ହୋଇ ଆସିବା ଭିଡିଓ ବର୍ତ୍ତମାନ ସୋସିଆଲ...
Archives


