ଜାତୀୟ

ଶେଷକୃତ୍ୟରେ ଯୋଗଦେଇ ୨୧ ଜଣଙ୍କ ଜୀବନ ଗଲା

ଜୟପୁର, ୯ା୫: ରାଜସ୍ଥାନର ସିକର ଜିଲାରେ ଜଣେ କରୋନା ମୃତକଙ୍କ ସତ୍କାର କାର୍ଯ୍ୟରେ ଯୋଗଦେଇଥିବା ୧୫୦ ଜଣଙ୍କ ମଧ୍ୟରୁ ୨୧ ଜଣଙ୍କ ମୃତ୍ୟୁ ଘଟିଛି। କେବଳ ଏପ୍ରିଲ ୧୫ରୁ ମେ ୫ ତାରିଖ ମଧ୍ୟରେ ସେମାନଙ୍କ ମଧ୍ୟରୁ କରୋନାରେ ସଂକ୍ରମିତ ହୋଇ…

ଆସାମ ମୁଖ୍ୟମନ୍ତ୍ରୀ ଦୌଡ଼ରେ ହିମନ୍ତ ଆଗରେ

ନୂଆଦିଲ୍ଲୀ, ୯।୫(ପି.ଟି.): ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଶନିବାର ଦୁଇ ମୁଖ୍ୟ ଦାବିଦାର ସର୍ବାନନ୍ଦ ସୋନୋଓ୍ବାଲ୍‌ ଏବଂ ହିମନ୍ତ ବିଶ୍ୱ ଶର୍ମା ନୂଆଦିଲ୍ଲୀରେ ଭାଜପା କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିଛନ୍ତି। ସେମାନେ ଭାଜପା ରାଷ୍ଟ୍ରୀୟ…

ହସ୍ପିଟାଲରେ ଭର୍ତ୍ତି ପାଇଁ ପଜିଟିଭ୍‌ ରିପୋର୍ଟ ଜରୁରୀ ନୁହେଁ

ନୂଆଦିଲ୍ଲୀ, ୯।୫: ଦେଶରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ କରୋନାରେ ସଂକ୍ରମିତ ହେଉଥିବାବେଳେ ସେମାନଙ୍କୁ ଚିକିତ୍ସା ଯୋଗାଇବାରେ ଦେଶର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ପର୍ଯ୍ୟାପ୍ତ ହେଉନାହିଁ। କୋଭିଡ୍‌ କେୟାର ସେଣ୍ଟରରେ କରୋନା ରୋଗୀଙ୍କୁ ଭର୍ତ୍ତି କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର…

ଚୂନ ଖଣିରେ ବିସ୍ଫୋରଣ: ୧୦ ମୃତ

କଡ଼ାପା, ୯।୫: ଆନ୍ଧ୍ରପ୍ରଦେଶର କଡାପାରେ ଥିବା ଏକ ଚୂନପଥର ଖଣିରେ ଶନିବାର ସକାଳେ ବିସ୍ଫୋରଣ ଘଟି ୧୦ ଶ୍ରମିକ ପ୍ରାଣ ହରାଇଛନ୍ତି। କଳସପାଡୁ ବ୍ଲକ୍‌ର ମାମିଲାପାଲେ ଗ୍ରାମରେ ଥିବା ଉକ୍ତ ଖଣିରେ ବିସ୍ଫୋରଣ ସମୟରେ ୪୦ ଶ୍ରମିକ କାର୍ଯ୍ୟରତ ଥିଲେ। ଶ୍ରମିକମାନଙ୍କ…

କୁମ୍ଭମେଳା ପାଇଁ ବଳିପଡ଼ିଥିଲେ ରାଓ୍ବତ

ଡେରାଡୁନ୍‌, ୯ା୫: ଭାରତରେ କରୋନା ବିସ୍ଫୋରଣର ଅନ୍ୟତମ ପ୍ରମୁଖ କାରଣ ପାଲଟିଥିବା କୁମ୍ଭମେଳା ନେଇଥିଲା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତଙ୍କ ପଦ। କୋଭିଡ୍‌ କଟକଣା ମଧ୍ୟରେ ହରିଦ୍ୱାରଠାରେ ପ୍ରତୀକାତ୍ମକ ଭାବେ କୁମ୍ଭମେଳା ଆୟୋଜନ କରିବା ନିଷ୍ପତ୍ତି ଭାଜପା ନେତା…

୮୬୦ କୋଟି ଟଙ୍କାର ହେରୋଇନ୍‌ ଜବତ

ନୂଆଦିଲ୍ଲୀ, ୯।୫: ଦିଲ୍ଲୀ ପୋଲିସ ଶନିବାର ଆଫଗାନ ଦମ୍ପତିଙ୍କଠାରୁ ୧୨୫ କିଲୋଗ୍ରାମ ହେରୋଇନ୍‌ ଜବତ କରିଛି, ଯାହାର ଆନୁମାନିକ ମୂଲ୍ୟ ୮୬୦ କୋଟି ଟଙ୍କା ହେବ। ଏହି ଦମ୍ପତି ଓ୍ବାଜିରାବାଦର ଏକ ଭଡ଼ାଘରେ ରହୁଥିଲେ। ସେମାନଙ୍କୁ ଗିରଫ କରାଯାଇଛି। ଏତେ ପରିମାଣରେ…

ଘନଉଛି ଶିଶୁ ଅପପୁଷ୍ଟି ସଙ୍କଟ

ନୂଆଦିଲ୍ଲୀ, ୯ା୫(ଆଇଏଏନ୍‌ଏସ୍‌) : କରୋନାର ଘାତକ ଦ୍ୱିତୀୟ ଲହର ଆଗକୁ ଭାରତ ପାଇଁ ଆହୁରି ମାରାତ୍ମକ ସ୍ଥିତି ସୃଷ୍ଟି କରିବ। ବିଶେଷକରି ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପାଇଁ ଗମ୍ଭୀର ସ୍ବାସ୍ଥ୍ୟ ସଙ୍କଟ ଦେଖାଦେବ। ସମ୍ପ୍ରତି ଭାରତରେ ଉକ୍ତ ବୟସ…

ନିଦରୁ ଉଠ, ସତ କୁହ

ନୂଆଦିଲ୍ଲୀ,୯ା୫: ଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହୋଇ ପ୍ରାଣ ହରାଉଥିବା କରୋନା ରୋଗୀଙ୍କ ସଂଖ୍ୟା ଲୁଚାଯାଉଛି। ବିଶେଷକରି ଭାଜପା ଶାସିତ ରାଜ୍ୟଗୁଡ଼ିକରେ କୋଭିଡ୍‌-୧୯ ଆକ୍ରାନ୍ତ ଆଖି ବୁଜିଲେ ସେମାନଙ୍କ ପ୍ରକୃତ ସଂଖ୍ୟା ସରକାର ସାମ୍ନାକୁ ଆଣିବାକୁ କୁଣ୍ଠାବୋଧ କରୁଥିବା ନଜରକୁ ଆସିଛି।…

ମୁଖ୍ୟମନ୍ତ୍ରୀ ଷ୍ଟାଲିନ ନେଲେ ବଡ଼ ନିଷ୍ପତ୍ତି

ଚେନ୍ନାଇ, ୮।୫: ତାମିଲନାଡୁରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ୧୪ ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ମେ’ ୧୦ରୁ ୨୪ ପର୍ଯ୍ୟନ୍ତ ତାଲାବନ୍ଦ ଜାରି ରହିବ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଡିଏମ୍‌କେ ନେତା ଏମ୍‌.କେ. ଷ୍ଟାଲିନଙ୍କ…

ଅକ୍ସିଜେନ୍‌, ଜରୁରୀ ଔଷଧ ଯୋଗାଣ ଲାଗି ସୁପ୍ରିମକୋର୍ଟ ଗଠନ କଲେ ଟାସ୍କଫୋର୍ସ

ନୂଆଦିଲ୍ଲୀ, ୮।୫: ଦେଶରେ କେତେ ପରିମାଣରେ ମେଡିକାଲ ଅକ୍ସିଜେନ ଉପଲବ୍ଧ ଅଛି ଓ ଯୋଗାଣ ହୋଇଛି, ତାହା ଆକଳନ କରିବା ଲାଗି ସୁପ୍ରିମକୋର୍ଟ ଶନିବାର ଏକ ଜାତୀୟ ଟାସ୍କଫୋର୍ସ ଗଠନ କରିଛନ୍ତି। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମେଡିକାଲ ଅକ୍ସିଜେନ୍‌…

କୋଭିଡ୍‌ ସନ୍ଦିଗ୍ଧ ହସ୍ପିଟାଲରେ ହୋଇପାରିବେ ଭର୍ତ୍ତି

ନୂଆଦିଲ୍ଲୀ,୮।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏକ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ ପଜିଟିଭ୍‌ ରିପୋର୍ଟର କୌଣସି ଆବଶ୍ୟକତା ନ ଥିବା ଗାଇଡ୍‌ଲାଇରେ ଉଲ୍ଳେଖ ରହିଛି। କୋଭିଡ ସନ୍ଦିଗ୍ଧ କୋଭିଡ୍‌ କେୟାର୍‌ ସେଣ୍ଟର…

କଏଦୀଙ୍କୁ ୯୦ ଦିନିଆ ପାରୋଲ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ଜେଲ୍‌ରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ବହୁ କଏଦୀ ଆକ୍ରାନ୍ତ ହେବା ସହିତ କେତେକଙ୍କର ଜୀବନ ମଧ୍ୟ କରୋନାରେ ଗଲାଣି। ଏହାକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟ ଗତବର୍ଷ ନିୟମ ପାଳନ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri