ଖୋଲା ବଜାରରେ ମିଳିବନି କରୋନା ଟିକା
ନୂଆଦିଲ୍ଲୀ, ୨୩।୧: ଭାରତରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କରୋନା ଟିକା ଖୋଲା ବଜାରରେ ମିଳିବ କି ନାହିଁ, ସେନେଇ ଲୋକଙ୍କ ମଧ୍ୟରେୀ ନାନା କଳ୍ପନା ଜଳ୍ପନା ବୃଦ୍ଧି ପାଉଛି। ତେବେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ…
କଂଗ୍ରେସକର୍ମୀଙ୍କୁ ଗୋଡ଼େଇ ପିଟିଲେ ପୋଲିସ
ଭୋପାଳ, ୨୩।୧: କୃଷି ଆଇନ ନେଇ ଦେଶରେ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଶନିବାର ମଧ୍ୟାହ୍ନରେ କୃଷି ଆଇନକୁ ବିରୋଧ କରି କଂଗ୍ରେସକର୍ମୀମାନେ ଜବାହର ଛକରୁ ରାଜଭବନ ଆଡ଼କୁ ଯାଉଥିବା ସମୟରେ ପୋଲିସ ସହିତ ମୁହାଁମୁହିଁ ହୋଇଛନ୍ତି। ପୋଲିସ କଂଗ୍ରେସକର୍ମୀଙ୍କୁ ଅଧାବାଟରେ…
ବିବାହ ପୂର୍ବରୁ ଜିଲାପାଳଙ୍କ ନିକଟରେ ଏମିତି ଗୁହାରି କଲେ ଯୁବତୀ, ଛୁଟୁଛି ପ୍ରଶଂସାର ସୁଅ
ଲକ୍ଷ୍ନୌ,୨୩।୧: ଉତ୍ତରପ୍ରଦେଶର ଅଲୀଗଡ଼ରୁ ହୃଦୟକୁ ଛୁଇଁଗଲା ପରି ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ଯୁବତୀ ନିଜ ବାହାଘରରେ ବରଯାତ୍ରୀ ଆସିବା ପାଇଁ ଗାଁକୁ ରାସ୍ତା ନ ଥିବାରୁ ସିଧା ଜିଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି। ଯୁବତୀ ଜଣକ ଜିଲାପାଳଙ୍କୁ କହିଛନ୍ତି,…
ଏମ୍ସରେ ଭର୍ତ୍ତି ହେବେ ଲାଲୁ: ଫୁସ୍ଫୁସ୍ରେ ଜମିଛି ପାଣି!
ରାଞ୍ଚି,୨୩ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସ୍ୱାସ୍ଥ୍ୟରେ ବେଳକୁ ବେଳ ଅବନତି ଦେଖାଯାଇଛି । ଏବେ ସେ ରାଞ୍ଚିରେ ଚିକିତ୍ସିତ ହେଉଛନ୍ତି । ହେଲେ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉ୍ନ୍ନତି ଦେଖାଯାଉ…
ନେତାଜୀ ଜୟନ୍ତୀରେ ପଶ୍ଚିମବଙ୍ଗରେ ଟିଏମ୍ସି-ଭାଜପା ମୁହାଁମୁହିଁ
କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ପଶ୍ଚିମବଙ୍ଗରେ ଭାଜପା ଏବଂ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ମୁହଁାମୁହିଁ ହୋଇଛନ୍ତି। ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ନେତାଜୀଙ୍କ ଜୟନ୍ତୀକୁ…
୫ ମାସରେ ୩୧ ଥର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହି ମହିଳା
ଜୟପୁର,୨୩।୧: ରାଜସ୍ଥାନର ଭରତପୁରର ଜଣେ ୩୫ ବର୍ଷୀୟା ମହିଳା ୫ ମାସ ଭିତରେ ୩୧ ଥର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ଡାକ୍ତରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ମହିଳା ଜଣଙ୍କ ରହୁଥିବା ଆଶ୍ରମର ଅଧିକାରୀ କୁହନ୍ତି,…
ଅର୍ଣ୍ଣବ ଉପାଖ୍ୟାନ
ମୁମ୍ବାଇ/ନୂଆଦିଲ୍ଲୀ,୨୩ା୧: ବ୍ୟକ୍ତିଗତ ସ୍ବାର୍ଥ ସାଧନ ପାଇଁ ଦେଶର ସର୍ବୋଚ୍ଚ କ୍ଷମତା କେନ୍ଦ୍ର ସହିତ ଟିଭି ଚ୍ୟାନେଲର ଜଣେ ମାଲିକଙ୍କ ସମ୍ପର୍କ କେତେ ନିବିଡ଼ ହୋଇପାରେ ତାହା ମୁମ୍ବାଇ ପୋଲିସ ଦାଖଲ କରିଥିବା ଚାର୍ଜଶିଟ୍ର ପୁଞ୍ଜା ପୁଞ୍ଜା ହ୍ବାଟ୍ସଆପ୍ ଚାଟ୍ରୁ ଜଣାପଡ଼ୁଛି ।…
ପରେଡ୍ରେ ସ୍ଥାନ ପାଇବ କୋଭିଡ୍ ଟିକା
ନୂଆଦିଲ୍ଲୀ, ୨୩।୧(ଆଇଏଏନ୍ଏସ୍): ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ଅନୁଷ୍ଠିତ ହେବାକୁ ଥିବା ପରେଡ୍ରେ କୋଭିଡ୍ ଟିକାର ବିକାଶ ପ୍ରକ୍ରିୟା ପ୍ରଦର୍ଶନ ହେବ। କରୋନା ମହାମାରୀରେ ଦେଶରେ ୧,୦୬,୨୫,୪୨୮ ଲୋକ ସଂକ୍ରମିତ ହୋଇଥିବାବେଳେ ୧,୫୩,୦୩୨ ଜଣଙ୍କ ଜୀବନ ଯାଇଛି।…
ଲାଲୁ ଗୁରୁତର
ରାଞ୍ଚତ୍, ୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ରାଞ୍ଚତ୍ର ଆର୍ଆଇଏମ୍ଏସ୍ରେ ଭର୍ତ୍ତି କରାଯାଇଥିବାବେଳେ ଝିଅ ମିସା ଭାରତୀ ସେଠାରେ ପହଞ୍ଚତ୍ଛନ୍ତି।…
ପୁଣି ତେଜିଲା ସିଏଏ ନିଆଁ
ନୂଆଦିଲ୍ଲୀ/ଗୁଆହାଟୀ,୨୩ା୧: ୨୦୧୯ ଡିସେମ୍ବର ୧୧ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିଲା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଶତାଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ଆଗକୁ ପଶ୍ଚିମବଙ୍ଗ ଓ ଆସାମରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି…
କାମକୁ ନୁହେଁ ବୈଠକ
ନୂଆଦିଲ୍ଲୀ, ୨୩।୧: ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଚାଷୀଙ୍କ ଆୟ ବୃଦ୍ଧିର ପ୍ରତିଶ୍ରୁତି ଦେଇ ୩ କୃଷି ଆଇନ ଆଣିଥିଲେ। ଏହାକୁ ବିରୋଧ କରି କୃଷକମାନେ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି। ଅକ୍ଟୋବର ୧୪ରେ…
ତିନି ଦିନିଆ ତାମିଲନାଡୁ ଗସ୍ତରେ ରାହୁଲ ଗାନ୍ଧୀ: ମୋଦି ସରକାରଙ୍କ ବିରୋଧରେ ମିଶିକି ଲଢିବାକୁ ଆହ୍ୱାନ
ଚେନ୍ନାଇ,୨୩ ।୧: ତାମିଲନାଡୁରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହେଲାଣି ସରଗରମ । ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି । ଏହାକୁ ଦେଖି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ୩ ଦିନିଆ ତାମିଲନାଡୁ ଗସ୍ତରେ ଯାଇଛନ୍ତି…
Archives


