ଜାତୀୟ

ହଜ ଯାତ୍ରା ଉପରେ ଲାଗିଥିବା ପ୍ରତିବନ୍ଧକ ହଟିଲା: ନଭେମ୍ବର ୭ରୁ ୧୦ଯାଏଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୬।୧୧: ହଜ ଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଥିବା ଯାତ୍ରୀଙ୍କ ପାଇଁ ଖୁସି ଖବର। ହଜ କମିଟି ଅଫ୍‌ ଇଣ୍ଡିଆ ପକ୍ଷରୁ ହଜ ଯାତ୍ରା ୨୦୨୧ ପାଇଁ ଆକ୍ସନ ପ୍ଲାନ ଜାରି କରାଯାଇଛି। କିନ୍ତୁ କରୋନା କାଳ ପାଇଁ ଚଳିତ ଥର...

ଦିଲ୍ଲୀ, ପଶ୍ଚିମବଙ୍ଗ ପରେ ଏବେ କର୍ନାଟକରେ ବି ବିନା ବାଣରେ ପାଳନ ହେବ ଦୀପାବଳି: ମୁଖ୍ୟମନ୍ତ୍ରୀ ଲଗାଇଲେ ପ୍ରତିବନ୍ଧକ

ବେଙ୍ଗାଲୁରୁ,୬।୧୧: ଦେଶରେ ବଢ଼ୁଥିବା ପ୍ରଦୂଷଣ ଓ କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚଳିତ ଥର ଦୀପାବଳିରେ ବାଣ ନ ଫୁଟାଇବା ପାଇଁ ବିଭିନ୍ନ ରାଜ୍ୟର ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ଓଡ଼ିଶା ପରେ ଏବେ...

ମତୁଆ ସମ୍ପ୍ରଦାୟର ମନ୍ଦିର ଦର୍ଶନ ପରେ ଭୋଜନ କଲେ ଶାହା

କୋଲକାତା, ୬।୧୧: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ମିଶନ ପଶ୍ଚିମବଙ୍ଗରେ। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରୀ କାଳୀଙ୍କୁ ଦର୍ଶନ କରିଥିଲେ। ଦ୍ୱିପ୍ରହରରେ ଶାହା କୋଲକାତାର ନ୍ୟୁଟାଉନ ସ୍ଥିତ ମତୁଆ ସମ୍ପ୍ରଦାୟର ମନ୍ଦିର...

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ କେନ୍ଦ୍ର ସରକାରଙ୍କୁ ଉପାୟ ଚିନ୍ତା କରିବାକୁ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ଏନ୍‌ସିଆର୍‌ର ବାୟୁ ବେଳକୁ ବେଳ ପ୍ରଦୂଷିତ ହେବାରେ ଲାଗିଛି । ଏହାକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ କୌଣସିଟା ଫଳପ୍ରଦ ହୋଇନାହିଁ । ଚଳିତ ବର୍ଷ ଦୀପାବଳି ପୂର୍ବରୁ ଏଠାରେ ଲୋକେ ନିଶ୍ୱାସ ନେବା...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା ଏମ୍‌ପି ଗୌତମ ଗମ୍ଭୀର ମଧ୍ୟ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅକ୍ଟୋବର...

ଗ୍ରୀନ କ୍ରାକର ବିକ୍ରି ଅନୁମିତି ପାଇଁ ସରକାରଙ୍କୁ ଅନୁରୋଧ କଲେ ବାଣ ବ୍ୟବସାୟୀ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ସରକାର ଗୋଟିଏ ପଟେ ଲୋକଙ୍କ ସ୍ୱାସ୍ଥ୍ର‌୍ୟକୁ ଦୃଷ୍ଟିରେ ରଖି ଆସନ୍ତା ଦୀପାବଳିରେ ବାଣ ନ ଫୁଟାଇବାକୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ଶୁକ୍ରବାର ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ବାଣ ଫୁଟାଇବା ଦ୍ୱାରା ପରିବେଶ ଦୂଷିତ ହେଉଥିବାରୁ...

ଏଲ୍‌ଏସିରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ: ସିଡିଏସ୍‌

ନୂଆଦିଲ୍ଲୀ,୬ ।୧୧: ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନରାଲ ବିପିନ ରାୱତ ଶୁକ୍ରବାର କହିଛନ୍ତି ପୂର୍ବ ଲଦ୍ଦାଖରେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ନିକଟରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସେ ଆହୁରି ମଧ୍ୟ କହିଛନ୍ତି ଜମ୍ମୁ-କଶ୍ମୀରରେ ପାକିସ୍ତାନ ଲଗାତାର...

ନଭେମ୍ବର ୭ରୁ ୩୦ ମଧ୍ୟରେ ରାଜଧାନୀରେ ଫୁଟିବନି କୌଣସି ପ୍ରକାର ବାଣ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬ ।୧୧: ଗୋଟିଏ ପଟେ କରୋନା ମହାମାରୀ ଅନ୍ୟପଟେ ବାୟୁ ପ୍ରଦୂଷଣ ଦିଲ୍ଲୀବାସୀଙ୍କୁ ଅସ୍ତବ୍ୟସ୍ତ କରି ସାରିଲାଣି । ଏହାକୁ ଦୃଷ୍ଟିରେ ରଖି ଆଗାମୀ ଦୀପାବଳିରେ ବାଣ ନ ଫୁଟାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅନୁରୋଧ କରିଥିବା ବେଳେ ଏବେ...

ମହାରାଷ୍ଟ୍ରରେ ଖୋଲିଲା ସିନେମା ହଲ୍‌: ଦର୍ଶକେ ଦେଖିବେ ଡିଡିଏଲ୍‌

ମୁମ୍ବାଇ,୬ ।୧୧: କରୋନା ମହାମାରୀ କାରଣରୁ ପ୍ରାୟ ସାରା ଦେଶରେ ସିନେମା ହଲ୍ ବନ୍ଦ ଥିବା ବେଳେ ଏବେ କିଛି କିଛି ରାଜ୍ୟରେ ଏହା ଖୋଲୁଥିବା ଦେଖାଯାଇଛି । ତେବେ ମହାରାଷ୍ଟ୍ରରେ ଶୁକ୍ରବାରଠାରୁ ସିନେମା ହଲ୍ ଖୋଲିଛି । ପ୍ରଥମେ...

ହସ୍ପିଟାଲରେ ମିଳିଲାନି ଶଯ୍ୟା: ହାତରେ ସାଲାଇନ୍‌ ବୋତଲ ଧରି ଆହତ ପିତାଙ୍କ ସହ ବୁଲିଲେ ନାବାଳକ

ଆରା,୬।୧୧: ଲୋକଙ୍କୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ତାହା କେତେଦୂର ସତ? ଦେଶରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହାର ଏକ ନଗ୍ନ ଉଦାହରଣ ଦେଖିବାକୁ ମିଳିଛି ବିହାରର ଏକ ହସ୍ପିଟାଲରେ। ଏହି...

ଟିଭି ବନ୍ଦ କରିବାକୁ କହିବାରୁ ବୃଦ୍ଧ ପିତାଙ୍କୁ ଗୁଳିକଲେ ସେନା କର୍ମଚାରୀ

ଲକ୍ଷ୍ନୌ,୬ା୧୧: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ତାଙ୍କର ୮୦ ବର୍ଷୀୟ ପିତାଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ପିତା ତାଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଟିଭି ଦେଖିବାକୁ ମନା କରିବାରୁ ସେ...

ବିନା ବାଣରେ ଗୁରୁଗ୍ରାମରେ ପାଳନ ହେବ ଦୀପାବଳି

ଗୁରୁଗ୍ରାମ,୬।୧୧: ଦିଲ୍ଲୀ ନିକଟସ୍ଥ ଗୁରୁଗ୍ରାମରେ ବିନା ବାଣରେ ପାଳନ ହେବ ଦୀପାବଳି। କରୋନା ଓ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି କିଛି ଏଭଳି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ନଭେମ୍ବର ୧୪ ଅର୍ଥାତ୍‌ ଦୀପାବଳି ପୂର୍ବରୁ ବା ପରେ ଜିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri