ଜାତୀୟ

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬ ହଜାର ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ସେଠାରେ ସେ ଏକ ଜନସଭାକୁ…

ସୁଶାନ୍ତଙ୍କ ନାମରେ ନାମିତ ହେବ ଦକ୍ଷିଣ ଦିଲ୍ଲୀର ରୋଡ୍‌

ନୂଆଦିଲ୍ଲୀ,୨୨।୧: ଦକ୍ଷିଣ ଦିଲ୍ଲୀର ଆଣ୍ଡ୍ରିୟୁ ଗଞ୍ଜର ଏକ ରୋଡ୍‌ର ନାମ ଦିବ୍ୟଙ୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ରଖାଯିବ। ଏ ନେଇ ଦିଆଯାଇଥିବା ପ୍ରସ୍ତାବକୁ ସୁଶାନ୍ତଙ୍କ ଜୟନ୍ତୀ ଅବସରରେ ଗୁରୁବାର ମଞ୍ଜୁରୀ ମିଳିଛି। ଗତବର୍ଷ ଜୁନ ୧୪ ତାରିଖରେ…

ଭାକ୍ସିନ ଉପରେ ଅଧିକ ଭରସା କରୁଛନ୍ତି ଭାରତୀୟ

ନୂଆଦିଲ୍ଲୀ,୨୨।୧: ପୂରା ଦେଶରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାର ଏକ ସପ୍ତାହ ମଧ୍ୟରେ ୧ ନିୟୁତରୁ ଅଧିକ ଭାରତୀୟ କରୋନା ଭାକ୍ସିନ ନେଇସାରିଛନ୍ତି। ପ୍ରଥମ ଦିନ ଦେଶରେ ୨ ଲକ୍ଷ ସ୍ବାସ୍ଥ୍ୟକର୍ମୀଙ୍କ ଭ୍ୟାକସିନେଟ କରାଯାଇଥିଲା। ଯେ କୌଣସି ଦେଶରେ ଟିକାକରଣ ଆରମ୍ଭ…

ଚାଷୀଙ୍କ ଆନ୍ଦୋଳନକୁ ଶରଦ ପାୱାରଙ୍କ ସମର୍ଥନ

ମୁମ୍ବାଇ,୨୨।୧: ଚାଷୀଙ୍କ ଆନ୍ଦୋଳନ ସମର୍ଥରେ ମୁମ୍ବାଇରେ ହେବାକୁ ଥିବା ବିକ୍ଷୋଭରେ ଭାଗ ନେବେ ଏନ୍‌ସିପି ସଭାପତି ଶରଦ ପାୱାର। ଏନେଇ ଶୁକ୍ରବାର କୋଲହାପୁରରେ ଖବରଦାତାଙ୍କ ସହ ଆଲୋଚନା ବେଳେ ସେ ପ୍ରକାଶ କରିଛନ୍ତି। କୃଷକମାନେ ତାଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା…

ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଜିଓ ନାମରେ ଅଟା ବିକ୍ରି କରି ଫସିଲେ ବ୍ୟବସାୟୀ, ଅଭିଯୋଗ ପରେ ୪ ଗିରଫ

ସୁରଟ,୨୨।୧: ଗୁଜରାଟର ସୁରଟ ପୋଲିସ ରିଲାଏନ୍ସ ଜିଓର ଲୋଗୋ ଥିବା ଅଖାରେ ଅଟା ବିକ୍ରି କରିବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କମ୍ପାନୀ ମାଲିକ ଭାରତ ଗଜେରା ଥିବା ବେଳେ ୩ଜଣ ସହଯୋଗୀ ଅଛନ୍ତି। ରାଧାକୃଷ୍ଣ ଟ୍ରେଡିଂ…

କୃଷି ଆନ୍ଦୋଳନ: ବାହାରିଲା ନାହିଁ କୌଣସି ସମାଧାନ

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ରର କୃଷି ଆଇନକୁ ନେଇ କୃଷକମାନଙ୍କ ଆନ୍ଦୋଳନ ୫୮ ଦିନରେ ପହଞ୍ଚିଛି । ଶୁକ୍ରବାର ପୁଣିଥରେ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ବୈଠକ ବସିଛି । ହେଲେ ଏଥିରେ କୌଣସି ସମାଧାନ ବାହାରି ନ ଥିବା ଜଣାପଡିଛି…

ଗୋଟିଏ ଦିନ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ସୃଷ୍ଟି ଗୋସ୍ୱାମୀ!

ହରିଦ୍ୱାର,୨୨ ।୧: ଉତ୍ତରଖଣ୍ଡ ହରିଦ୍ୱାରର ସୃଷ୍ଟି ଗୋସ୍ୱାମୀ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି । ୨୪ ଜାନୁୟାରୀରେ ସୃଷ୍ଟି ଏହି ଦାୟିତ୍ୱ ନେବେ । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କ ମଞ୍ଜୁରୀ ପରେ ସୃଷ୍ଟିଙ୍କୁ ଗୋଟିଏ…

ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କୁ ଜେଡ୍ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ର ସରକାର ଦେଶର ପୂର୍ବତନ ସିଜେଆଇ ବା ଚିଫ୍ ଜଷ୍ଟିଶ ଅଫ୍ ଇଣ୍ଡିଆ ଅର୍ଥାତ୍ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ତଥା ବର୍ତ୍ତମାନର ରାଜ୍ୟ ସଭା ଏମ୍‌ପି ରଞ୍ଜନ ଗୋଗୋଇଙ୍କୁ ଜେଡ୍ ପ୍ଲସ ସୁରକ୍ଷା ପ୍ରଦାନ କରିଛନ୍ତି । ଦେଶ…

ପାକିସ୍ତାନୀଙ୍କୁ ପସନ୍ଦ ଭାରିତୀୟ ଥାଳି!

ନୂଆଦିଲ୍ଲୀ,୨୨ ।୧: ସ୍ୱାଦିଷ୍ଟ ଭୋଜନ ସମସ୍ତଙ୍କର ପସନ୍ଦ । ତେବେ କରୋନା ମହାମାରୀକୁ ନେଇ ଚାଲିଥିବା ଲକ୍‌ଡାଉନ ସମୟରେ ଲୋକେ ଖାଦ୍ୟକୁ ନେଇ ୟୁଟ୍ୟୁବରେ ବହୁତ ଭିଡିଓ ଦେଖିଛନ୍ତି, ଶିଖିଛନ୍ତି ଗୁଗଲରେ ସର୍ଚ୍ଚ ବି କରିଛନ୍ତି । ଏବେ ଏହାକୁ ନେଇ…

ଭିଡିଓ କନଫରେନସିଂ ଜରିଆରେ କରୋନା ୱାରିୟର୍ସଙ୍କୁ ସମ୍ବୋଧିତ କଲେ ମୋଦି

ବାରାଣସୀ,୨୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବାରାଣସୀର କରୋନା ଯୋଦ୍ଧାଙ୍କୁ ସମ୍ବୋଧିତ କରିଛନ୍ତି । ମୋଦି କହିଥିଲେ ୨୦୨୧ର ଆରମ୍ଭ ଶୁଭ ରହିଛି । ଦେଶରେ ଏବେ ବିଶ୍ୱର ସବୁଠାରୁ ବଡ ଟିକାକରଣ କାର୍ଯ୍ୟକ୍ରମ ଚାଲୁ ରହିଛି । ଦେଶରେ…

ମମତାଙ୍କୁ ଆଉ ଏକ ଧକ୍କା

କୋଲକାତା,୨୨ ।୧: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୀତି ବେଳକୁ ବେଳ ହେଉଛି ସରଗରମ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅର୍ଥାତ୍ ଶାସକ ତ୍ରୁଣମୂଳ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ବି ଲାଗୁଛି । ଶୁକ୍ରବାର…

ୟୁପିରେ ଅପରାଧୀ କରୁଛନ୍ତି ତାଣ୍ଡବ, ମୁଖ୍ୟମନ୍ତ୍ରୀ ରାମ ନାମ ସତ୍ୟ ଜପୁଛନ୍ତି: ଅଖିଳେଶ

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶରେ ଆଇନ୍‌ ଶୃଙ୍ଖଳା ପରିସ୍ଥିତ ଭୁଶୁଡି ପଡିଛି। ଏଠାରେ ଅପରାଧୀ ତାଣ୍ଡବ କରୁଥିବାବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାମ ନାମ ସତ୍ୟ ଜପୁଥିବା କହିଛନ୍ତି ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ। ଅପରାଧୀଙ୍କୁ ଧରିବାରେ ପୋଲିସ ବିଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri