ଆମ୍ବୁଲାନ୍ସକୁ ରାସ୍ତା ଦେବା ପାଇଁ ୨ କିଲୋମିଟର ଦୌଡ଼ିଲେ ଟ୍ରାଫିକ ପୋଲିସ, ଛୁଟୁଛି ପ୍ରଶଂସାର ସୁଅ
ହାଇଦ୍ରାବାଦ,୬ା୧୧: ହାଇଦ୍ରାବାଦର ଜଣେ ଟ୍ରାଫିକ କନଷ୍ଟେବଳ ଏକ ଆମ୍ବୁଲାନ୍ସ ପାଇଁ ରାସ୍ତା ଦେବାକୁ ବ୍ୟସ୍ତବହୁଳ ସହରରେ ଦୁଇ କିଲୋମିଟର ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ଜଣେ...
ଏବେ ବି ଜେଲ୍ରେ ରହିବେ ଲାଲୁ, ଶୁଣାଣି ଘୁଞ୍ଚିଲା
ରାଞ୍ଚି,୬।୧୧: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି ନଭେମ୍ବର ୨୭ ପର୍ଯ୍ୟନ୍ତ ଘୁଞ୍ଚିଛି। ଫଳରେ ଚାରା ଘୋଟାଲା ମାମଲାରେ ଜେଲ୍ ଦଣ୍ଡ ଭୋଗୁଥିବା ଲାଲୁ ଙ୍କୁ ପୁଣି ଝଟ୍କା ଲାଗିଛି। ସୂଚନାଯୋଗ୍ୟ, ଡୁମ୍କା ଟ୍ରେଜେରୀ ମାମଲାରେ...
ଇମୋଶନାଲ କାର୍ଡ ଖେଳିଲେ ନୀତୀଶ: ବିରୋଧି କହିଲେ ଅବସର ସ୍ୱୀକାର କଲେ ମୁଖ୍ୟମନ୍ତ୍ରୀ
ପାଟନା,୬ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ କାଉଣ୍ଟଡାଉନ ଆରମ୍ଭ ହୋଇ ଗଲାଣି । ଆଉ ଏହାରି ଭିତରେ ପୁଣିଥରେ ରାଜନୀତି ହୋଇଛି ସରଗରମ । ବିହାର ମୁଖ୍ୟମନ୍ତୀ ନୀତୀଶ କୁମାର ଶେଷ ଦିନରେ ଇମୋଶନାଲ...
ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଆତ୍ମସମର୍ପଣ କଲେ ଜଣେ ଆତଙ୍କବାଦୀ
ପୁଲଓ୍ବାମା,୬।୧୧: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ପାମ୍ପପୋରେରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିବା ବେଳେ ଏହି ଏନ୍କାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟଜଣଙ୍କ ସୁରକ୍ଷାକର୍ମୀଙ୍କ ଆଗରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ସେହିପରି...
ପଶ୍ଚିମବଙ୍ଗ ଗସ୍ତରେ ଶାହା: ରାଜ୍ୟର ଉନ୍ନତି ପାଇଁ ଦକ୍ଷିଣେଶ୍ୱରକାଳୀଙ୍କୁ କଲେ ପ୍ରାର୍ଥନା
କୋଲକାତା,୬।୧୧: ପଶ୍ଚିମବଙ୍ଗ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରକାଳୀଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ପହଞ୍ଚିଥିଲେ। ଦକ୍ଷିଣେଶ୍ୱରକାଳୀଙ୍କୁ ଦର୍ଶନ କରିବା ପରେ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...
ପ୍ରଚାର ସାରି ଫେରୁଥିବାବେଳେ ପ୍ରାର୍ଥୀଙ୍କୁ ଗୁଳିମାଡ
ପାଟନା,୬।୧୧: ବିହାର ବିଧାନସଭା ନିବାର୍ଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ନଭେମ୍ବର ୭ରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହାୟାଘାଟ ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥୀ ରବୀନ୍ଦ୍ର ନାଥ ସିଂହଙ୍କ ଉପରକୁ ଗୁଳିମାଡ କରାଯାଇଛି। ଗୁରୁବାର ରାତିରେ...
ଦିନକରେ ୪୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୬୭୦ ମୃତ୍ୟୁ
ନୂଆଦିଲ୍ଲୀ,୬।୧୧: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୬୩୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ...
ସ୍କୁଲ ଖୋଲିବା ପରେ ୨୬୨ଶିକ୍ଷାର୍ଥୀ, ୧୬୦ ଶିକ୍ଷକ ହେଲେ କରୋନା ସଂକ୍ରମିତ
ଅମରାବତୀ,୬ ।୧୧: ଆନ୍ଧ୍ରପ୍ରଦେଶରେ ନଭେମ୍ବର ୨ରୁ ନବମ ଓ ଦାମ ଶ୍ରେଶୀ ପିଲାମାନଙ୍କ ପାଇଁ ସ୍କୁଲ ଖୋଲି ଦିଆଯାଇଛି । ଆଉ ସ୍କୁଲ ଖୋଲିବା ପରେ ମାତ୍ର ୨ ଦିନ ମଧ୍ୟରେ ୧୬୨ ଛାତ୍ର ଓ ୧୬୦ ଶିକ୍ଷକ କରୋନାରେ...
କମଲା ହାରିସ୍ଙ୍କ ଅଜାଙ୍କ ଗ୍ରାମ ଉତ୍ସବମୁଖର
ଜୋ ବାଇଡେନ୍ ଆମେରିକା ରାଷ୍ଟ୍ରପତି ନିର୍ବାଚିତ ହେବାକୁ ଯାଉଥିବାବେଳେ ତାଙ୍କ ରନିଂ ମେଟ୍ ତଥା ଡେମୋକ୍ରାଟିକ୍ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍ଙ୍କ ମାଆଙ୍କର ଭାରତରେ ଥିବା ଗାଁ ଉତ୍ସବମୁଖର ହୋଇଉଠିଛି। ଗ୍ରାମବାସୀ ସ୍ଲୋଗାନ ଦେବା ସହ ହାରିସ୍ଙ୍କ ବିଜୟ...
୧୦ରୁ ଖୋଲିବ ମ୍ୟୁଜିୟମ: ସଂସ୍କୃତି ମନ୍ତ୍ରଣାଳୟର ଏସ୍ଓପି ଜାରି
ନୂଆଦିଲ୍ଲୀ, ୬ା୧୧(ପିଆଇବି):ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନ୍ଲକ୍ ୫.୦ ଗାଇଡ୍ଲାଇନ ଆଧାରରେ ୧୦ ତାରିଖରୁ ଦେଶରେ ମ୍ୟୁଜିୟମ୍, ଆର୍ଟ ଗ୍ୟାଲେରି ଏବଂ ପ୍ରଦର୍ଶନୀ ଖୋଲିବାକୁ ଯାଉଛି। ଏଥିପାଇଁ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଓର) ଜାରି ହୋଇଛି। କରୋନା...
ଫେବୃୟାରୀରେ ଆସିବ କୋଭାକ୍ସିନ୍ ଟିକା
ନୂଆଦିଲ୍ଲୀ, ୬ା୧୧:ଭାରତ ଦ୍ୱାରା ପ୍ରସ୍ତୁତ କୋଭିଡ୍ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ ପରୀକ୍ଷା ଚଳିତ ମାସରେ ଆରମ୍ଭ ହୋଇଛି। ଏହି ଟିକା ସମ୍ପୂର୍ଣ୍ଣ ନିରାପଦ ଓ ପ୍ରଭାବଶାଳୀ ବୋଲି ବର୍ତ୍ତମାନ ସୁଦ୍ଧା ହୋଇଥିବା ଅଧ୍ୟୟନରୁ ସ୍ପଷ୍ଟ ହୋଇଛି। ତେଣୁ ଫେବୃୟାରୀରେ ଟିକା...
ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ଗାଇଡ୍ଲାଇନ
ନୂଆଦିଲ୍ଲୀ, ୫।୧୧: ସାରା ଦେଶରେ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଗୁରୁବାର ଗାଇଡ୍ଲାଇନ ଜାରି କରିଛନ୍ତି। ନୂଆ ଗାଇଡ୍ଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନ୍ (ଆବଦ୍ଧାଞ୍ଚଳ) ବାହାରେ ରହିଥିବା କଲେଜ ଓ ୟୁନିଭର୍ସିଟିଗୁଡ଼ିକ ସମ୍ପୃକ୍ତ...
Archives


