ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍ ତଲବ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍ ତଲବ କରିଛନ୍ତି। ଆଗକୁ ଆସିବାକୁ ଥିବା କରୋନାରେ ତୃତୀୟ ଲହରରେ ଶିଶୁ ଏବଂ କିଶୋର ଅଧିକ…
ଦିଲ୍ଲୀକୁ ଯୋଗାଇ ଦିଆଯାଇଛି ୭୩୦ ମେଟ୍ରିକ୍ ଟନ୍ ଅକ୍ସିଜେନ୍: କେନ୍ଦ୍ର
ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍ ଅଭାବ ମାମଲାରେ କେନ୍ଦ୍ର ସରକାର ସୁପ୍ରିମ୍କୋର୍ଟରେ ନିଜର ଉତ୍ତର ରଖିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ଆବଶ୍ୟକତାଠାରୁ ଅଧିକ ପରିମାଣର ଅକ୍ସିଜେନ୍ ଦିଲ୍ଲୀକୁ ଯୋଗାଇ ଦିଆଯାଇଛି।…
ଗଛରେ ସାଲାଇନ୍ ଟାଙ୍ଗି କରୋନା ଆକ୍ରାନ୍ତଙ୍କ ଚିକିତ୍ସା: ଭିଡ଼ିଓ ଭାଇରାଲ…
ଭୋପାଳ,୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଗ୍ରାମୀଣ ଅଞ୍ଚଳରେ କେତେକ ଆକ୍ରାନ୍ତ ଚିକିତ୍ସା ଲାଗି ହସ୍ପିଟାଲକୁ ଯିବାକୁ ଅମଙ୍ଗ ହେଉଛନ୍ତି। ଏଭଳି ଲୋକଙ୍କୁ ଚିକିତ୍ସା ଆଳରେ ବହୁ ଠକାମୀର ଶିକାର ହେବାକୁ ପଡୁଛି। କିଛି କରୋନା…
ମା’ଙ୍କୁ ମିଳିଲାନି ଅକ୍ସିଜେନ, ସାନିଟାଇଜର ପିଇ ଜୀବନ ହାରିଲେ ଝିଅ
ବେଙ୍ଗାଲୁରୁ,୬।୫: ଦେଶରେ ବର୍ତ୍ତମାନ କରୋନା ମହାମାରୀର ଦ୍ୱିତୀୟ ଲହର ଚାଲିଛି। ଫଳରେ ପୂରା ଦେଶରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। ଏହା ମଧ୍ୟରେ ମହାରାଷ୍ଟ୍ରର ନାସିକରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ କରୋନା ସଂକ୍ରମିତ ମହିଳାଙ୍କୁ ଅକ୍ସିଜେନ…
ହୋମ୍ ଆଇସୋଲେଶନ୍ ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ୍…
ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଅକ୍ସିଜେନ୍ ଅଭାବ ନେଇ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ସଙ୍କଟରେ ସୁଧାର ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି ଯେ,…
ଏମ୍ସ୍ର ବିଦେଶୀ ଡାକ୍ତର ବର୍ଷେ ହେଲା ବିନା ଦରମାରେ…
ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀସ୍ଥିତ ଏମ୍ସ୍ରେ କାର୍ଯ୍ୟ କରୁଥିବା ୬୫ ଜର ବିଦେଶୀ ଡାକ୍ତରଙ୍କୁ ବର୍ଷେ ହେଲା ଦରମା ମିଳି ନାହିଁ। ସେମାନେ ବିନା ଦରମାରେ କାମ କରୁଥିବା ରେସିଡେଣ୍ଟ୍ ଡକ୍ଟରର୍ସ ଆସୋସିଏଶନ୍ ପକ୍ଷରୁ ସୂଚନା…
ଶବାଗାରରେ ମହିଳାଙ୍କ ମୃତଦେହ ମୂଷା ଖାଇଗଲେ
ଆଜମଗଡ଼, ୬।୫: ଉତ୍ତରପ୍ରଦେଶର ଆଜମଗଡ଼ ଜିଲାର ଏକ ହସ୍ପିଟାଲ ଶବାଗାରରେ ଜଣେ ମହିଳାଙ୍କ ମୃତଦେହ ୪ ଦିନ ପଡ଼ିରହିବା ଫଳରେ ଏହାକୁ ମୂଷା ଓ ପିମ୍ପୁଡ଼ି ଖାଇଯାଇଛନ୍ତି। ଦୁର୍ଘଟଣାରେ ଆହତ ଅପରିଚିତ ମହିଳାଙ୍କୁ ଗତ ମାସ ୨୯ରେ ବଳରାମପୁର ମଣ୍ଡଲ୍ୟ ହସ୍ପିଟାଲରେ…
ଖୁବ୍ଶୀଘ୍ର ଦ୍ୱିଗୁଣିତ ହେବ ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ, ୬ା୫: ଭାରତରେ ଦୈନିକ କରୋନା ମୃତ୍ୟୁସଂଖ୍ୟା ରେକର୍ଡ ଭାଙ୍ଗି ଚାଲିଛି। ଯଦି ଏହି କ୍ରମାଗତ ଜାରି ରୁହେ ତେବେ ଆଗାମୀ କିଛି ସପ୍ତାହ ମଧ୍ୟରେ ଦେଶରେ ମୃତ୍ୟୁ ସଂଖ୍ୟା ଦ୍ୱିଗୁଣ ହୋଇପାରେ ବୋଲି ବାଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନ୍ଷ୍ଟିଚ୍ୟୁଟ ଅଫ୍ ସାଇନ୍ସର…
ପୁଣି କରୋନା ଭାଙ୍ଗିଲା ସବୁ ରେକର୍ଡ: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଲା…
ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା…
କରୋନାରେ ଅଜିତ୍ ସିଂଙ୍କ ପରଲୋକ…
ନୂଆଦିଲ୍ଲୀ,୬।୫: ରାଷ୍ଟ୍ରୀୟ ଲୋକଦଳ ମୁଖ୍ୟ ତଥା ପୂର୍ବ କେନ୍ଦ୍ରୀୟ ମନ୍ତ୍ରୀ ଚୌଧୁରୀ ଅଜିତ୍ ସିଂଙ୍କର ଗୁରୁବାର ସକାଳ ୬ଟାରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଗତ ମଙ୍ଗଳବାର ରାତ୍ରରେ…
ଅକ୍ସିଜେନ୍ ପ୍ଲାଣ୍ଟରେ ବିସ୍ଫୋରଣ: ୩ ମୃତ
ଲକ୍ଷ୍ନୌ, ୬।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଚିନହାଟ ଅଞ୍ଚଳରେ ଥିବା ଏକ ଅକ୍ସିଜେନ୍ ରିଫିଲିଂ ପ୍ଲାଣ୍ଟରେ ବୁଧବାର ଅପରାହ୍ନରେ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। କର୍ମଚାରୀମାନେ ଗୋଟିଏ ସିଲିଣ୍ଡର ରିଫିଲିଂ…
ମରାଠା କୋଟା ଆଇନ ଖାରଜ
ନୂଆଦିଲ୍ଲୀ, ୬।୫: ମରାଠାମାନଙ୍କ ପାଇଁ ସରକାରୀ ଚାକିରି ଏବଂ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ନିମନ୍ତେ ମହାରାଷ୍ଟ୍ର ସରକାର ଆଣିଥିବା ଆଇନକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସଂରକ୍ଷଣକୁ ୫୦ ପ୍ରତିଶତରୁ ଅଧିକ କରାଯାଇପାରିବ ନାହିଁ ବୋଲି ୧୯୯୨ରେ ସୁପ୍ରିମକୋର୍ଟ ରାୟ ଦେଇଥିଲେ। ଏହି…
Archives


