ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶୁକ୍ରବାର ଏକ ୧୩ ଜଣିଆ କମିଟି ଗଠନ କରିଛି। ଉକ୍ତ କମିଟି…
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍ଫୁଟ୍ରେ ଛିଡ଼ାହୋଇଛି…
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍ଫର୍ମେଶନ ପୋର୍ଟାଲରେ ସୂଚନା…
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି ବୃଦ୍ଧି…
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ ୧୭.୨ କୋଟି ଲୋକ ପ୍ରଥମ ଡୋଜ୍ ନେଇଥିବା ସରକାର ସୂଚନା ଦେଇଛନ୍ତି। ଆଓ୍ବାର ଓ୍ବାଲର୍ଡ…
ଅଙ୍କୁର ଭାଟିଆଙ୍କ ପରଲୋକ
ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା। କିଛି ସପ୍ତାହ ତଳେ ସେ କୋଭିଡ୍ରୁ ଆରୋଗ୍ୟ ଲାଭ କରିଥିଲେ। ଶୁକ୍ରବାର…
ମୋଦିଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା ସଲମାନ ନାମକ ଏହି ଯୁବକ ଜେଲ୍ ଫେରିବାକୁ ଚାହୁଁଥିଲେ। ସେଥିପାଇଁ ସେ ଗୁରୁବାର ରାତିରେ…
ଭାଜପା ଏମ୍ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ
ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। କେନ୍ଦ୍ର ସରକାର କୃଷି ଅଧ୍ୟାଦେଶ ଆଣିବାର ଏକ ବର୍ଷ ପୂର୍ତ୍ତି ଅବସରରେ ଏଭଳି…
ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା
ଗୁଆହାଟୀ,୪।୬: ଆସାମରେ କୋଭିଡ୍ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ ଫର୍ମା କମ୍ପାନୀଠାରୁ ଯଥେଷ୍ଟ ପରିମାଣର ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକଲଗୁଡ଼ିକୁ ବିନା ସୁଧରେ…
ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା
ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ…
‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’
ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ ଖାରଜ କରିବା ସହ ଅଭିନେତ୍ରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। କେବଳ…
ଚୋକ୍ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ
ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ ଡୋମିନିକା ଯାଇଥିବା ଭାରତୀୟ ପ୍ରତିନିଧି ଦଳକୁ ନିରାଶ ହେବାକୁ ପଡ଼ିଛି। ଚୋକ୍ସିଙ୍କ ପ୍ରତ୍ୟର୍ପଣ ଶୁଣାଣିକୁ…

