କରୋନା ସମୟରେ ୪୬ ପ୍ରତିଶତ ଭାରତୀୟ ପରିବାର ଉଧାର ନେଇ ଚଳୁଛନ୍ତି!
ନୂଆଦିଲ୍ଲୀ,୩ ।୧୧: କରୋନା ଭାଇରସ ସଂକ୍ରମଣ କାରଣରୁ ବିଶ୍ୱ ଏକ ପ୍ରକାର ସଂଘର୍ଷ କରି ଚାଲିଛି । ଅନେକ ଲୋକ ଏକ ପ୍ରକାର ଏହି ସମୟରେ ରୋଜଗାର ହରାଇ ବସିଛନ୍ତି । ପରିବାର ପୋଷଣ ପାଇଁ ଏବେ ୪୬ ପ୍ରତିଶତ...
ଦେଶରେ ହ୍ରାସ ପାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ଗତ ୨୪ଘଣ୍ଟାରେ ୩୮ହଜାର ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ,୩।୧୧: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ଯେ ପର୍ଯ୍ୟନ୍ତ କରୋନା ମୁକାବିଲା ପାଇଁ କୌଣସି ଔଷଧ ବା ଟିକା ଆସିନାହିଁ ସେଯାଏଁ ଅବହେଳାର ପ୍ରଶ୍ନ ଉଠୁନାହିଁ। ଯାହା ଏହି ଯୁଦ୍ଧର ଏବେ ମୂଳ ଲକ୍ଷ୍ୟ ପାଲଟିଛିି।...
ଲୋକ ସଭା-ରାଜ୍ୟ ସଭା ମିଶିଲେ ବି କଂଗ୍ରେସର ନାହାନ୍ତି ଶହେ ଏମ୍ପି: ମୋଦି
ଅରରିୟା,୩ ।୧୧: ବିହାରରେ ଗୋଟିଏ ପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି ଅନ୍ୟପଟେ ତୃ୍ତୀୟ ପର୍ଯ୍ୟାୟ ଭୋଟ ଗ୍ରହଣକୁ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ଲାଲୁ ଯାଦବଙ୍କୁ ‘ପାରିବାରିକ ବନ୍ଧୁ’ କହିଲେ ଶତ୍ରୁଘ୍ନ ସିହ୍ନା
ପାଟନା,୩।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ୧୭ ଜିଲାରେ ୯୪ ଆସନ ପାଇଁ ଭୋଟ ଗ୍ରହଣ ପ୍ରକ୍ରିୟା ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ୯୪ଟି ଆସନ ପାଇଁ ମୋଟ ୧୪୬୩ ପ୍ରାର୍ଥୀ ମୈଦାନକୁ ଓହ୍ଲାଇଛନ୍ତି। ଏହି ପର୍ଯ୍ୟାୟ ନିର୍ବାଚନରେ ଅଭିନେତା-ରାଜନେତା...
ବଢିଲା ଚାଇନାର ଚିନ୍ତା
ବିଶାଖାପଟନମ୩ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ମଙ୍ଗଳବାର ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ମାଲାବାର ନୌସେନା ଅଭ୍ୟାସର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ବଙ୍ଗୋପସାଗର ଉପକୂଳ ବିଶାଖାପଟନମରେ ଏହା ଆରମ୍ଭ...
ଚାଇନା ବାଣ ରଖିବା-ବିକିବା ଅପରାଧ: ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଚଣ୍ଡିଗଡ଼,୩।୧୧: ହରିୟାଣାରେ ଚାଇନା ବାଣ ରଖିବା ଏବଂ ବିକିବା ଉପରେ ରାଜ୍ୟ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଦୀପାବଳି, ଗୁରୁପର୍ବ...
ସୁଶୀଲ ମୋଦିଙ୍କ ନାଁରେ ସାଧାରଣ ଜନତାଙ୍କ ଅଭିଯୋଗ
ପାଟନା,୩ ।୧୧: ମଙ୍ଗଳବାର ସକାଳେ ଆରମ୍ଭ ହୋଇଛି ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ପାଟନାରେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଭୋଟ ଦେଇଥିବା ଦେଖାଯାଇଛି । ହେଲେ ତାଙ୍କ ଭୋଟ ଦାନକୁ ନେଇ ଏବେ ବିବାହ...
ପରଲୋକରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩।୧୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ସତୀଶ ପ୍ରସାଦ ସିଂହଙ୍କ ନୂଆଦିଲ୍ଲୀରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଗତ କିଛି ଦିନ ତଳେ ସତୀଶ ପ୍ରସାଦ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ମ୍ୟାକ୍ସ...
ଭୂକମ୍ପ ଜୋନ୍ରେ ରାଜଧାନୀ: ୨ ବର୍ଷରେ ୬୪ ଥର ଥରିଛି
ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀ ଭୂକମ୍ପ ଜୋନ୍ରେ ରହିଛି। ଏଠାରେ ଗତ ୨ ବର୍ଷ ମଧ୍ୟରେ ୬୪ ଥର ଭୂକମ୍ପ ହୋଇଛି। ସେଥିମଧ୍ୟରୁ ୫୬ଥର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪ରୁ ୪.୯ ମଧ୍ୟରେ ରହିଛି। ୮ଥର ୫ରୁ ଅଧିକ...
ଆର୍ଆର୍ ନଗରରେ ୪୨ ହଜାର ନକଲି ଭୋଟର: ଭାଜପାକୁ ଦୋଷ ଦେଲା କଂଗ୍ରେସ
ବେଙ୍ଗାଲୁରୁ,୩।୧୧: କର୍ନାଟକରେ ମଙ୍ଗଳବାର ଆର୍ଆର୍ ନଗର(ରାଜରାଜେଶ୍ୱରୀ ନଗର) ଏବଂ ତୁମକୁରର ସିରା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ଡି.କେ. ଶିବ କୁମାର ଶାସକ ଭାଜପା ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆର୍ଆର୍ ନଗରରେ...
ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ
ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।...
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଅଣ୍ଟା ଭିଡିଲେଣି ଷ୍ଟାର ପ୍ରଚାରକ
ପାଟନା,୩ ।୧୧: ବିହାର ବିଧାନସଭା ନିର୍ବାଚନ ଉପରେ ସାରା ଦେଶର ନଜର । ଗୋଟିଏ ପଟେ ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ ନରେନ୍ଦ୍ର ମୋଦି ଓ...
Archives


