ଜାତୀୟ

ନୀତୀଶ-ତେଜସ୍ୱୀଙ୍କୁ ଟାର୍ଗେଟ କଲେ ଚିରାଗ

ପାଟନା,୨ ।୧୧: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଗଲାଣି । ମଙ୍ଗଳବାର ଏଠାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ଏହା ପୂର୍ବରୁ ଲୋକ ଜନଶକ୍ତି ପାର୍ଟିର ଅଧ୍ୟକ୍ଷ...

ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରୁଛନ୍ତି ଅଧିକ ନିସନ୍ତାନ ଦମ୍ପତି

ନୂଆଦିଲ୍ଲୀ,୨।୧୧: ନିସନ୍ତାନ ଦମ୍ପତିମାନେ ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଏନେଇ ଏକ ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୯ ଏପ୍ରିଲ୍‌ ୧ଠାରୁ ୨୦୨୦ ମାର୍ଚ୍ଚ ୩୧ ମଧ୍ୟରେ ୩ ହଜାର ୫୩୧ ଜଣ ଶିଶୁଙ୍କୁ...

ଦୀପାବଳିରେ ଫୁଟିବ ନାହିଁ ବାଣ: ଗେହଲଟ

ଜୟପୁର,୨ ।୧୧: ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦେଖି ଏବେ ଲୋକଙ୍କ ଜୀବନ ବଞ୍ଚାଇବା ଏକ ଚ୍ୟାଲେଞ୍ଜ ହୋଇପଡିଛି ବୋଲି କହିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବଜାରରେ ବାଣ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୦ରୁ ଅଧିକ ଆହତ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ବହରାଇଚରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି...

ଚାଇନାର ଦାଦାଗିରି: ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ନିର୍ମାଣ କରୁଛି ରେଳ ଲାଇନ୍‌

ନୂଆଦିଲ୍ଲୀ,୨।୧୧: ଏଲ୍‌ଏସିରେ ଜାଣିଶୁଣି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଦାଦାଗିରି ଆରମ୍ଭ କରିଛି। ଭାରତର ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ ଚାଇନା ସିଚୁଆନ୍‌-ତିବ୍ବତ ରେଳ ଲାଇନ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଏହାର ଲମ୍ବ ୧୦୧୧ କିଲୋମିଟର ହେବ। ଏହାର ନିର୍ମାଣ...

ବିହାରକୁୁ ସମ୍ଭାଳିବାରେ ନୀତିଶ ଅକ୍ଷମ: ତେଜସ୍ବୀ

ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ସୋମବାର ସେ କହିଛନ୍ତି ଯେ, ବିହାରକୁ ସମ୍ଭାଳିବାରେ ନୀତିଶ...

ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ପାଟନା,୨ା୧୧(ଆଇଏଏନ୍‌ଏସ୍‌): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ ଦଳ ପକ୍ଷରୁ ପ୍ରଚାରକୁ ଜୋର୍‌ଦାର କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶେଷ...

ଅକ୍ଟୋବରରେ ୩୦% କମିଛି ସଂକ୍ରମଣ

ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି ୩୦ ପ୍ରତିଶତ ହ୍ରାସ ପାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୭୪.୯୧ ଲକ୍ଷ...

‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବ ହରିୟାଣା

ଚଣ୍ଡିଗଡ଼,୨ା୧୧(ପି.ଟି.): ‘ଲଭ୍‌ ଜିହାଦ’ ବିରୋଧରେ ଆଇନ ଆଣିବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘୋଷଣା କରିବାର ଦିନକ ପରେ ହରିୟାଣା ମଧ୍ୟ ଅନୁରୂପ ଆଇନ ଆଣିବା ଲାଗି ବିଚାର କରୁଛି। ଅପରାଧୀ ଯେପରି ଖସି ନ ପାରିବେ, ସେଥିପାଇଁ...

ହାତ ଚିହ୍ନରେ ଭୋଟ ଦେବାକୁ କହିଲେ ଜ୍ୟୋତିରାଦିତ୍ୟ

ଭୋପାଳ,୨ା୧୧(ପି.ଟି.): ମଧ୍ୟପ୍ରଦେଶରେ ୩ ତାରିଖରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଭାଜପା ରାଜ୍ୟ ସଭା ସଦସ୍ୟ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଚାର କରୁଥିବାବେଳେ ଭୁଲ୍‌ବଶତଃ ତାଙ୍କର ପୂର୍ବ ଦଳ କଂଗ୍ରେସକୁ ଭୋଟ ଦେବା ପାଇଁ କହି ଚର୍ଚ୍ଚାକୁ ଆସିଛନ୍ତି। ଗ୍ବାଲିୟରର ଡାବ୍ରା...

ଗଣତନ୍ତ୍ର ଦୁର୍ବଳ ହେଉଛି

ନୂଆଦିଲ୍ଲୀ,୨ା୧୧: ବର୍ତ୍ତମାନ ଯାଏ ଗଣତନ୍ତ୍ର ସୂଚକାଙ୍କରେ ଭାରତର ସ୍ଥାନ ତଳକୁ ଖସୁଥବା ନେଇ ରିପୋର୍ଟ ଆସୁଥିଲା। କିନ୍ତୁ ଏବେ ଭାରତ ଏକ ଗଣତନ୍ତ୍ର ଭାବେ ନିଜ ସ୍ଥିତି ହରାଇବା ଅବସ୍ଥାକୁ ଖସିଥିବା ନେଇ ଏକ ସଦ୍ୟ ସର୍ବେକ୍ଷଣରେ ଦର୍ଶାଯାଇଛି। ଭାରତରେ...

ଏ ଦୁନିଆରେ ଦୁଇଟି ବ୍ୟକ୍ତିଙ୍କୁ ଖୋଜିବା କଷ୍ଟକର

ନୂଆଦିଲ୍ଲୀ,୧।୧୧: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ଦୁଇଟି କ୍ଲିପ ଶେୟାର କରି ସେ କହିଛନ୍ତି, ଏ ଦୁନିଆରେ ଦୁଇଜଣ ବ୍ୟକ୍ତିଙ୍କୁ ଖୋଜିବା ଅସମ୍ଭବ। ଜଣେ ହେଲେ ମୋଦିଙ୍କ କ୍ଲାସମେଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri