ଜାତୀୟ

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ ବୋଲି…

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର ସନ୍ଧ୍ୟାରେ…

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍‌ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ ବିଧାନସଭା…

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର ଅଛନ୍ତି।…

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍‌ଡିଏ, ଏଏମ୍‌ଏ, ବ୍ରିଟେନ୍‌ର ଏମ୍‌ଏଚ୍‌ଆର୍‌ଏ,…

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ ଗୁଳି…

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ ଖର୍ଚ୍ଚ…

ଡ୍ୟୁଟିରେ ଫୋନ ବ୍ୟବହାର କରିପାରିବେ ନାହିଁ ପୋଲିସ ଅଧିକାରୀ

ପାଟଣା, ୨।୬: ଡ୍ୟୁଟିରେ ଥିବାବେଳେ ପୋଲିସ କର୍ମୀ ମୋବାଇଲ ଫୋନ କିମ୍ବା କୌଣସି ପ୍ରକାର ବୈଦ୍ୟୁତିକ ଉପକରଣ ବ୍ୟବହାର କରିପାରିବେ ନାହିଁ। ବିହାର ପୋଲିସ ଅଧିକାରୀଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରିଛନ୍ତି ରାଜ୍ୟ ଡିଜିପି ଏସ୍‌କେ ସିଙ୍ଘାଲ। ଏହି ଆଦେଶ…

ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ : କୋଠା ତଳେ ଚାପିହୋଇ ୭ ମୃତ

ଗୋଣ୍ଡା, ୨।୬: ଉତ୍ତର ପ୍ରଦେଶର ଗୋଣ୍ଡା ଜିଲାରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଅଘଟଣରେ ୭ ଜଣ ଆହତ ହୋଇଥିବାବେଳେ ୨ କୋଠା ଘର ଭୁଷୁଡ଼ି ପଡ଼ିଛି। ଭଙ୍ଗାକୋଠା ତଳେ ଜଣେ ବ୍ୟକ୍ତି ଫଶିଥିବା…

ଶେଷ ହେଲା ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ତାଙ୍କ ସ୍ଥାନରେ କେନିୟା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର କାର୍ଯ୍ୟନିର୍ବାହୀ ମହାନିର୍ଦ୍ଦେଶକ ପେଟ୍ରିକ ଅମୋଥ ଡବ୍ଲ୍ୟୁଏଚ୍‌ଓର କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ…

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। କେବଳ ସେତିକି ନୁହେଁ, କରୋନିଲ ଲଞ୍ଚ ସମୟରେ ପତଞ୍ଜଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?