କରୋନାରେ ଚାଲିଗଲା ତାମିଲନାଡୁ କୃଷିମନ୍ତ୍ରୀଙ୍କ ଜୀବନ
ଚେନ୍ନାଇ,୧।୧୧-ତାମିଲନାଡୁର କୃଷିମନ୍ତ୍ରୀ ଆର.ଦୋରାଇକାନୁଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ୭୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୋରାଇକାନୁ ଗତ ୧୩ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଚେନ୍ନାଇର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ।...
୩ ଭାଜପା ନେତାଙ୍କୁ ହତ୍ୟା କରିଥିବା ଆତଙ୍କବାଦୀ ନିପାତ
ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀରରେ ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତ ଅପରେସନରେ ହିଜବୁଲ ମୁଜାହିଦ୍ଦିନ ମୁଖ୍ୟ କମାଣ୍ଡର ସୈଫୁଲ୍ଲା ନିହତ ହୋଇଛନ୍ତି। ଜମ୍ମୁକଶ୍ମୀରର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦିଲବାଗ ସିଂଙ୍କ ଅନୁଯାୟୀ କିଛି ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ୩ଜଣ...
ମୁସଲମାନ୍ ଶ୍ରଦ୍ଧାଳୁ ମନ୍ଦିର ପରିସରରେ ପଢ଼ିଲେ ନମାଜ: ଶୁଣାଇଲେ ରାମଚରିତ ମାନସ
ମଥୁରା,୧।୧୧: ଦିଲ୍ଲୀରୁ ସଦ୍ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଛନ୍ତି। ଏହା ସହିତ ଉପସ୍ଥିତ ଶ୍ରଦ୍ଧାଳୁଙ୍କୁ ରାମଚରିତ ମାନସର ଚୌପାଇ ପାଠ କରି ଶୁଣାଇଛନ୍ତି। ଏହା ସହିତ...
ଭାଜପା ଟଙ୍କା ଦେଲେ ନେଇଯାଅ ହେଲେ ଭୋଟ ଦିଅନି: କମଲନାଥ
ଭୋପାଳ,୧ ।୧୧: ମଧ୍ୟପ୍ରଦେଶ ବିଧାନସଭା ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ । ରବିବାର ହେଉଛି ପ୍ରଚାରର ଶେଷ ଦିନ । ଏହାପରେ ଶାସକ ବିରୋଧିଙ୍କ ମଧ୍ୟରେ କଥା କଟାକଟି ମଧ୍ୟ ବନ୍ଦ ହୋଇଯିବ । ହେଲେ ଏହା...
ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା
ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ ପସନ୍ଦ କରୁଛନ୍ତି । ୟୁଟ୍ୟୁବରେ ଭିଡିଓଟି ଆସିବା ପରେ ଏହା ଏତେ ସୁନ୍ଦର...
ଛଟ ପୂଜାର ପ୍ରସ୍ତୁତି କର ମା’ ଦିଲ୍ଲୀରେ ଆପଣଙ୍କ ପୁଅ ବସିଛି: ମୋଦି
ଛପରା,୧ ।୧୧: ବିହାର ବିଧାନସଭା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ହେବାକୁ ଯାଉଛି । ଏହାକୁ ନଜରରେ ରଖି ସବୁ ଦଳ ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି । ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକ...
କ୍ଷମତାକୁ ଆସିଲେ ବଢିବ ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା: ତେଜସ୍ୱୀ
ପାଟନା,୧ ।୧୧: ବିହାର ରାଜନୀତି ଏବେ ହୋଇଛି ସରଗରମ । ବିଜୟ ହାସଲ ପାଇଁ ଗୋଟିଏ ପଟେ ଏନ୍ଡିଏ ବଳ କଷୁଥିବା ବେଳେ ଅନ୍ୟପଟେ ମହାମେଣ୍ଟ ବି କିଛି ପଛରେ ନାହିଁ । ଏବେ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ...
ବିବାହ ଭୋଜିରେ ସାମିଲ ହୋଇପାରିବେ ଦୁଇ ଶହରୁ ଅଧିକ ଅତିଥି: ମାନିବାକୁ ପଡିବ ୫ ନିୟମ!
ନୂଆଦିଲ୍ଲୀ,୧ ।୧୧: ବିବାହ ଉତ୍ସବକୁ ନେଇ ଦିଲ୍ଲୀ ସରକାର ଏକ ଖୁସି ଖବର ଦେଇଛନ୍ତି । ସୂଚନାରୁ ଜଣାପଡିଛି ଏଣିକି ବିବାହ ଉତ୍ସବରେ ୨ଶହରୁ ଅଧିକ ଅତିଥି ଯୋଗ ଦେଇ ପାରିବେ । ହେଲେ ଏଥିପାଇଁ ସରକାର କେତୋଟି ସର୍ତ୍ତ...
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଶାହାପୁର-କିରନି-କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୧।୧୧: ଜମ୍ମୁୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ରବିବାର ସକାଳ ୭ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ସୀମାବର୍ତ୍ତୀ ଅଞ୍ଚଳର ପୁଞ୍ଚ୍ ଜିଲାର ଶାହାପୁର,କିରନି ଏବଂ କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ...
ବାହୁବଳୀ ବିଧାୟକଙ୍କ ହୋଟେଲ ଉପରେ ଚାଲିଲା ବୁଲ୍ଡୋଜର
ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶର ମଉ ବିଧାନସଭା ଆସନର ବାହୁବଳୀ ବିଧାୟକ ମୁକ୍ତାର ଅନସାରୀଙ୍କ ହୋଟେଲରେ ରବିବାର ସକାଳେ ପ୍ରଶାସନ ପକ୍ଷରୁ ବୁଲ୍ଡୋଜର ଚଲାଯାଇଛି। ବେଆଇନ ନିର୍ମାଣ ହଟାଇବା ଲାଗି ଏଭଳି କରାଯାଇଛି। ଗାଜିପୁରଠାରେ ଥିବା ଅନସାରୀଙ୍କ ହୋଟେଲ ଗଜଲ୍ରେ ଅତିକ୍ରମଣ ହଟାଯାଇଛି।...
ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ
ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ,...
ମୋଦିଙ୍କୁ ତେଜସ୍ବୀଙ୍କ ପ୍ରଶ୍ନ: ଚପରାସି ଚାକିରି ପାଇଁ ଆବେଦନ କରୁଛନ୍ତି ଇଞ୍ଜିନିୟରିଂ ସ୍ନାତକ
ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୨ ଦିନିଆଗସ୍ତରେ ଆସିବେ। ଏହାର କେଇଘଣ୍ଟା ପୂର୍ବରୁ ଆର୍ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୋଦିଙ୍କୁ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ବିକାଶର କଥା କହୁଥିବାବେଳେ...
Archives


