ଜାତୀୟ

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ ଗୁଜବ ରହିଛି। ଏଥିଯୋଗୁ ଗାଁରେ ଟିକାକରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଡିସେମ୍ବର…

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ ସରକାରୀ…

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଭାରତୀୟ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଊପରେ ଆଖିବୁଜା ଗୁଳିମାଡ଼…

ଶ୍ରୀନଗର,୨।୬: ଗତ ୪ ମାସ ମଧ୍ୟରେ ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଆରନିଆ ସେକ୍ଟରର ବିକ୍ରମ ପୋଷ୍ଟ୍‌ ଅଞ୍ଚଳରେ ଭାରତୀୟ ସେନା ପକ୍ଷରୁ ବୁଲେଟ୍‌ ପ୍ରୁଫ୍‌ ଜେସିବି ମେସିନ୍‌ ଦ୍ୱାରା କଣ୍ଟାବୁଦା ସଫା ହେଉଥିବାବେଳେ ପାକିସ୍ତାନ ଫରଓ୍ବାଡ୍‌ ପୋଷ୍ଟରୁ…

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ…

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ ହୋମ୍‌…

ବାଇକ୍‌ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…

ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍‌ ରାସ୍ତା ଉପରକୁ ଚାଲି ଆସୁଛନ୍ତି। ବାଘ ଦୁଇଟିକୁ ରାସ୍ତାରେ ବୁଲିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କେହି କେହି…

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ ଏଭଳି…

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍‌ ବେପାରରେ ଘରୋଇ…

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩…

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ ୧…

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍‌ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ କେନ୍ଦ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?