୧୨,୦୦୦ କୋଟି ଟଙ୍କା ଅତିକ୍ରମକଲା ଭାରତରେ ଟ୍ରାଫିକ ଜରିମାନା, ଅନେକ ଦେଶର GDP ପଡିଲା ପଛରେ: ରିପୋର୍ଟ
ନୁଆଦିଲ୍ଲୀ,୧୯।୫: CARS24 ଦ୍ୱାରା ପ୍ରକାଶିତ ଏକ ସାମ୍ପ୍ରତିକ ସର୍ଭେ ରିପୋର୍ଟ ଅନୁଯାୟୀ, ଭାରତରେ ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ଲାଗୁ ହୋଇଥିବା ଜରିମାନା ଅନେକ ଛୋଟ ଦେଶର GDPକୁ ଅତିକ୍ରମ କରିଛି। ୨୦୨୪ ରିପୋର୍ଟ ଅନୁସାରେ, ପ୍ରାୟ ୮ କୋଟି ଟ୍ରାଫିକ…
ଜଳପ୍ରଳୟ, ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି
ବେଙ୍ଗାଲୁରୁ ,୧୯।୫: ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇପଡିଛି ବେଙ୍ଗାଲୁରୁ ସହର । ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଫଳରେ ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ ସମସ୍ୟା ଦେଖାଦେଇଛି। ଏପରିକି ରାସ୍ତାରେ ଲହଡି ଭାଙ୍ଗୁଛି ବର୍ଷା ପାଣି…
ଝିଅର କାଣ୍ଡ କାରାନାମା ଜାଣି ଏମିତି କହିଦେଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତିଙ୍କ ବାପା, ମୋର କିଛି…
ନୂଆଦିଲ୍ଲୀ,୧୯।୫: ପାକିସ୍ତାନୀ ଗୁପ୍ତଚର ତଥା ୟୁଟ୍ୟବର ଜ୍ୟୋତି ମାଲହୋତ୍ରାଙ୍କ ବାପା ହରିଶ ମାଲହୋତ୍ରା ଜାତୀୟ ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କିନ୍ତୁ ଝିଅର ଏଭଳି କାରନାମା ନେଇ କିଛି ଜାଣି ନ ଥିବା କହିଛନ୍ତି । ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର…
ଭାରତ ଏକ ଧର୍ମଶାଳା ନୁହେଁ: ଶ୍ରୀଲଙ୍କା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦।୫: ସୁପ୍ରିମକୋର୍ଟ ସୋମବାର ଜଣେ ଶ୍ରୀଲଙ୍କା ନାଗରିକଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନକୁ ଗ୍ରହଣ କରିବାକୁ ମନା କରିଦେଇଛନ୍ତି, ଯିଏ ଜେଲ ଦଣ୍ଡ ଭୋଗ କରିବା ପରେ ପ୍ରତ୍ୟାର୍ପଣକୁ ଚ୍ୟାଲେଞ୍ଜ କରିଥିଲେ। କୋର୍ଟ କହିଛନ୍ତି ଯେ ଭାରତ ଏକ ଧର୍ମଶାଳା…
ଶାହାଙ୍କ କ୍ଷମା ପ୍ରାର୍ଥନା ଖାରଜ: ସୁପ୍ରିମକୋର୍ଟ କହିଲେ, ଏସବୁ କୁମ୍ଭୀର କାନ୍ଦଣା
ନୂଆଦିଲ୍ଲୀ,୧୯।୫: କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ଉପରେ ବିବାଦୀୟ ବୟାନ ଦେଇଥିବା ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହାଙ୍କ କ୍ଷମା ପ୍ରାର୍ଥନାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଶାହାଙ୍କ ବିରୋଧରେ ରୁଜୁ ହୋଇଥିବା ମାମଲାର ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ SIT ଗଠନ କରିବାକୁ ନିର୍ଦ୍ଦେଶ…
Video: ପହଲଗାମରେ ଆକ୍ରମଣ କରିଥିଲେ ପାକିସ୍ତାନ ସେନାର ଦୁଇ ପ୍ରଶିକ୍ଷିତ କମାଣ୍ଡୋ: ପାକିସ୍ତାନୀ ସାମ୍ବାଦିକଙ୍କ ବିସ୍ଫୋରକ ଖୁଲାସା
ନୂଆଦିଲ୍ଲୀ,୧୯।୫: ବରିଷ୍ଠ ପାକିସ୍ତାନୀ ସାମ୍ବାଦିକ ଆଫତାବ ଇକବାଲ ଖୁଲାସା କରିଛନ୍ତି ଯେ ନିକଟରେ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସାମିଲ ଚାରି ଆତଙ୍କବାଦୀଙ୍କ ମଧ୍ୟରୁ ଦୁଇଜଣ କେବଳ ପାକିସ୍ତାନୀ ନାଗରିକ ନଥିଲେ କି ଲସ୍କର-ଏ-ତୋଇବା ସହ ସମ୍ପର୍କ ରଖୁଥିଲେ, ବରଂ ପାକିସ୍ତାନ ସେନାର…
ପୋଲାଭରମ୍ ପ୍ରକଳ୍ପର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ: ୨୮ରେ ୪ ମୁଖ୍ୟମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୧୯।୫: ପୋଲାଭରମ ପ୍ରକଳ୍ପର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୨୮ରେ ପୋଲାଭରମ ପ୍ରକଳ୍ପକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ପ୍ରଧାନମନ୍ତ୍ରୀ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ବୈଠକରେ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଓଡ଼ିଶା ଏବଂ…
VIDEO: ସବୁ ସୀମା ଟପିଗଲେ ଶାହିଦ ଆଫ୍ରିଦି: ସମସ୍ତଙ୍କ ସାମ୍ନାରେ ମୁନିରଙ୍କ ସହ କଲେ ଏମିତି କାମ
ଇସଲାମାବାଦ୍,୧୯।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଯଦି ପାକିସ୍ତାନରେ ସବୁଠାରୁ ଅଧିକ ଦୁଃଖିତ କେହି ଅଛନ୍ତି, ତେବେ ସେ ହେଉଛନ୍ତି ପୂର୍ବତନ କ୍ରିକେଟର୍ ଶାହିଦ ଆଫ୍ରିଦି। ନିରନ୍ତର ମିଛ ଏବଂ ଅପପ୍ରଚାର କରୁଥିବା ଆଫ୍ରିଦିଙ୍କର ଆଉ ଏକ ଭିଡିଓ ସାମ୍ନାକୁ ଆସିଛି।…
ଭାରତର ସୁଦର୍ଶନ ଚକ୍ର ଏସ୍-୪୦୦
ଚଳିତ ମାସ ୭ ତାରିଖ ସକାଳୁ ଉଠୁ ଉଠୁ ସମସ୍ତଙ୍କ ମୁଖରେ ଗୋଟିଏ ଚାଞ୍ଚଲ୍ୟକର ଖବର ଯେ ଭାରତ ପହଲଗାମ୍ ଆତଙ୍କବାଦୀ ଅମାନବୀୟ ହତ୍ୟାକାଣ୍ଡର ଦଣ୍ଡ ଦେବା ପାଇଁ ପାକିସ୍ତାନସ୍ଥିତ ୯ ଗୋଟି ଆତଙ୍କବାଦୀ ପ୍ରଶିକ୍ଷଣ ଶିବିରକୁ କ୍ଷେପଣାସ୍ତ୍ର ଦ୍ୱାରା ଧ୍ୱଂସ…
ଫିଟୁଛି ଗୁମର, ୟୁଟ୍ୟୁବର ଜ୍ୟୋତିଙ୍କର ଚାଇନା ସହ ରହିଛି କି ସମ୍ପର୍କ? ପୋଲିସ କହିଲା…
ନୂଆଦିଲ୍ଲୀ,୧୯।୫: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ହିସାର ପୋଲିସ କହିଛି ଯେ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା (ପିଆଇଓ) ତାଙ୍କୁ ଭାରତ ବିରୁଦ୍ଧରେ ପ୍ରସ୍ତୁତ କରୁଥିଲା ଯାହା ଦ୍ୱାରା ତାଙ୍କୁ ସଠିକ ସମୟରେ ବ୍ୟବହାର…
ପାକିସ୍ତାନ ମନ୍ତ୍ରୀଙ୍କ ସହ ରହିଛି ଶଶି ଥରୁରଙ୍କ ସମ୍ପର୍କ! ପାକ୍ ଖବରଦାତା କହିଲେ…
ଇସଲାମାବାଦ/ନୂଆଦିଲ୍ଲୀ,୧୯।୫: ଅପରେଶନ ସିନ୍ଦୂର ପରେ, ଭାରତ ସାରା ବିଶ୍ୱରେ ନିଜର ମତାମତ ଉପସ୍ଥାପନ କରିବା ପାଇଁ ସର୍ବଦଳୀୟ ଦଳ ଗଠନ କରିଛି। ଏଥିରେ କଂଗ୍ରେସ ଏମପି ଶଶି ଥରୁରଙ୍କ ନେତୃତ୍ୱରେ ଏକ ଦଳ ଚାଲିଛି। ଏହି ପ୍ରସଙ୍ଗଟି ଭାରତ ଏବଂ ପାକିସ୍ତାନରେ…
୫୦୦-୧୦୦୦ ନୁହେଁ ପାକିସ୍ତାନରେ ଅଛନ୍ତି ୨୪ କୋଟି ଆତଙ୍କବାଦୀ, ଖାନ ସାରଙ୍କ ବୟାନକୁ ନେଇ ପାକିସ୍ତାନ ଚିନ୍ତାରେ!
ନୂଆଦିଲ୍ଲୀ,୧୯।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ ସେନା ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୁର ଉପରେ ଖାନ ସାର୍ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଆମେ ପାକିସ୍ତାନଠାରୁ ଉନ୍ନତି ଆଶା କରୁଛୁ, କିନ୍ତୁ ଏହା ସମ୍ଭବ…
Archives


