ଜାତୀୟ

ଭାରତ ଆଂଶିକ ସ୍ବାଧୀନ

ନୂଆଦିଲ୍ଲୀ,୫ା୩:‘ସ୍ବାଧୀନ’ରୁ ‘ଆଂଶିକ ସ୍ବାଧୀନ’ ସ୍ତରକୁ ଭାରତର ପଦାବନତି ଘଟିଛି। ବୈଶ୍ୱିକ ଗଣତାନ୍ତ୍ରିକ ନେତା ହେବାର ସମ୍ଭାବନାକୁ ଭାରତ ତ୍ୟାଗ କରିଦେଇଥିବା ମନେହେଉଛି ବୋଲି ସଦ୍ୟ ପ୍ରକାଶିତ ଗଣତନ୍ତ୍ର ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ରିପୋର୍ଟ ଉପରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର…

ଆଉ ଯିବାକୁ ପଡ଼ିବନି ଆର୍‌ଟିଓ

ନୂଆଦିଲ୍ଲୀ, ୫।୩:ଲର୍ନର ଲାଇସେନ୍ସ, ଡ୍ରାଇଭିଂ ଲାଇସେନ୍ସ ନବୀକରଣ, ଗାଡ଼ି ପଞ୍ଜୀକରଣ ଏବଂ ଅନ୍ୟାନ୍ୟ ସେବା ପାଇଁ ଆଉ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)କୁ ଦୌଡ଼ିବାକୁ ପଡ଼ିବ ନାହିଁ। କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି…

ଟ୍ରୋଲ ହେଉଛି ‘ସାଇନା’ର ପୋଷ୍ଟର

ନୂଆଦିଲ୍ଲୀ,୪।୩ : ବ୍ୟାଡ୍‌ମିଣ୍ଟନରେ ଭାରତ ପାଇଁ ପ୍ରଥମ ଅଲିମ୍ପିକ୍‌ ପଦକ ଆଣିଥିବା ସାଇନା ନେହ୍ବାଲଙ୍କ ଜୀବନ ଉପରେ ଆଧାରିତ ବଲିଉଡ୍‌ ଫିଲ୍ମ ‘ସାଇନା’ ପୋଷ୍ଟରକୁ ସୋସିଆଲ ମିଡ଼ିଆରେ ପ୍ରବଳ ଟ୍ରୋଲ କରାଯାଉଛି। ଫିଲ୍ମର ଏକ ପୋଷ୍ଟରରେ ମୁଖ୍ୟ ଭୂମିକାରେ ଥିବା ଅଭିନେତ୍ରୀ…

ପଶ୍ଚିମବଙ୍ଗ ନିର୍ବାଚନ ଟିଏମ୍‌ସିକୁ ସମର୍ଥନ ଦେବ ଶିବସେନା

କୋଲକାତା, ୪।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସହ ଛିଡ଼ା ହେବ ଶିବସେନା। ଏ ନେଇ ଶିବସେନା ପକ୍ଷରୁ ଗୁରୁବାର ସ୍ପଷ୍ଟ କରିିଛି। ତେବେ ଶିବସେନା ପଶ୍ଚିମବଙ୍ଗରେ ନିର୍ବାଚନ ଲଢ଼ିବ ନାହିଁ। ପୂର୍ବରୁ ଏହି…

ଗର୍ଭବତୀ ଗାଈର ଜୀବନ ନେଲା ପ୍ଲାଷ୍ଟିକ

ଫରିଦାବାଦ୍‌,୪।୩ : ହରିୟାଣାର ପରିଦାବାଦରେ ପ୍ରାଣି ଚିକିତ୍ସକଙ୍କ ଏକ ଦଳ ଗର୍ଭବତୀ ଗାଈ ପେଟରୁ ୭୧ କିଲୋଗ୍ରାମ ଆବର୍ଜନା ବାହାର କରିଛି। ଗାଈ ପେଟରେ ପ୍ଲାଷ୍ଟିକ, ନଖ ଓ ଅନ୍ୟ ଆବର୍ଜନା ରହିଥିଲା। କିନ୍ତୁ ସବୁ ଚେଷ୍ଟା ପରେ ମଧ୍ୟ ଗାଈ…

ୟୁପି ବିଧାନସଭା ଆଗରେ ଆତ୍ମହତ୍ୟା କଲେ ଏସ୍‌ଆଇ

ଲକ୍ଷ୍ନୌ,୪।୩: ଉତ୍ତର ପ୍ରଦେଶ ବିଧାନସଭା ବାହାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କାର୍ଯ୍ୟରତ ଜଣେ ପୋଲିସ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ନିଜ ସର୍ଭିସ ବନ୍ଧୁକରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ବିଧାନସଭାର ପାର୍କିଂ ଅଞ୍ଚଳ ଗେଟ ନଂ ୭ରେ ଏହି…

ମା’ବାପାଙ୍କ ସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ନେଲେ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ,୪।୩: ଲୋକ ନାୟକ ଜୟ ପ୍ରକାଶ ନାରାୟଣ ଡାକ୍ତରଖାନାରେ ଗୁରୁବାର ବାପା ଗୋବିନ୍ଦ ରାମ କେଜ୍ରିୱାଲ ଏବଂ ମା’ ଗୀତା ଦେବୀଙ୍କ ସହ ଦିଲ୍ଲୀ ମୁଖ୍ୟ ମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଉତ୍ପାଦିତ କୋଭିଶିଲ୍ଡ ଟିକା ନେଇଛନ୍ତି। ଟିକାକରଣ ପରେ…

ପଶ୍ଚିମବଙ୍ଗରେ ୩୪ ପ୍ରତିଶତ ବିଧାୟକ କୋଟିପତି

କୋଲକାତା,୪ ।୩: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଏହି ଅବସରରେ ଜାଣିବାକୁ ମିଳିଛି କି ପଶ୍ଚିମବଙ୍ଗର ଶାସକ ଓ ବିରୋଧୀ ବିଧାୟକଙ୍କ ମଧ୍ୟରୁ ୩୪ ପ୍ରତିଶତ ହେଉଛନ୍ତି କୋଟିପତି । ସେହିପରି ୩୨ ପ୍ରତିଶତ ବିଧାୟକ ଆପରାଧିକ ମାମଲାରେ…

ମମତାଙ୍କୁ ‘ରିୟଲ ବେଙ୍ଗଲ ଟାଇଗ୍ରେସ୍‌’ କହିଲେ ସଞ୍ଜୟ

ମୁମ୍ବାଇ,୪ ।୩: ଶିବଶେନା ସ୍ଥିର କରିଛି ପଶ୍ଚିମବଙ୍ଗରେ ହେବାକୁ ଥିବା ନିର୍ବାଚନରେ ତାଙ୍କ ଦଳ ନିର୍ବାଚନ ଲଢିବ ନାହିଁ । ଶିବସେନା ନେତା ତଥା ଏମ୍‌ପି ସଞ୍ଜୟ ରାଉତ ଏକ ଟୁଇଟ୍ କରି କହିଛନ୍ତି ଯେ ଦଳର ମୁଖ୍ୟ ତଥା ମହାରାଷ୍ଟ୍ର…

ମେଟ୍ରୋ ମ୍ୟାନ୍‌ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ !

ବେଙ୍ଗାଲୁୂରୁ,୪।୩: ବିଧାନସଭା ନିର୍ବାଚନ ପୂର୍ବରୁ କେରଳରେ ରାଜନୈତିକ ଛକାପଞ୍ଝା ଜାରି ରହିଛି। ଭାଜପା ପକ୍ଷରୁ ମେଟ୍ରୋ ମ୍ୟାନ୍‌ ଭାବେ ଖ୍ୟାତି ହାସଲ କରିଥିବା ଈ.ଶ୍ରୀଧରନ୍‌ଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଉପସ୍ଥାପିତ କରିବା ଲାଗି ସ୍ଥିର ହୋଇଛି। କେବଳ ଔପଚାରିକ ଘୋଷଣା ବାକି…

ଅର୍ଥମନ୍ତ୍ରୀ ନେଲେ କରୋନା ଟିକା

ଓ୍ବାୟନାଡ଼,୪।୩: କରୋନା ଟିକାର ସାର୍ବଜନୀକ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଟିକା ନେଇଛନ୍ତି। ସେ ଦିଲ୍ଲୀର ବସନ୍ତକୁଞ୍ଜ ସ୍ଥିତ ଫୋର୍ଟିସ୍‌ ହସ୍ପିଟାଲରେ ପହଞ୍ଚି କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ତାଙ୍କୁ ଟିକାଦାନ କରିଥିବା ସିଷ୍ଟର ରାମୟା…

ବେଙ୍ଗାଲୁରୁ ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ଶୀର୍ଷରେ

ନୂଆଦିଲ୍ଲୀ,୪।୩: ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ମଧ୍ୟରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି। କେନ୍ଦ୍ରୀୟ ଆବାସ ଓ ସହର ବ୍ୟାପାର ପକ୍ଷରୁ ଇଜି ଅଫ୍‌ ଲିଭିଙ୍ଗ୍‌ ଇଣ୍ଡେକ୍ସ୍‌ ର଼୍ୟାଙ୍କିଙ୍ଗ୍‌-୨୦୨୦ ଜାରି କରାଯାଇଛି। ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ଏହି ରିପୋର୍ଟ ପ୍ରକାଶ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri