ଜାତୀୟ

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ ଏନ୍‌ସିଆର୍‌ରେ ବାୟୁ ପ୍ରଦୂଷଣ କଲେ ପ୍ରଦୂଷଣକାରୀଙ୍କୁ କୋଟିଏ ଟଙ୍କା ଜରିମାନା ଏବଂ...

ରାଗିଲେ ମାୟାବତୀ: ସମାଜବାଦୀ ପାର୍ଟିକୁ ହରାଇବାକୁ ଭାଜପାକୁ ଦେବେ ଭୋଟ

ଲକ୍ଷ୍ନୌ,୨୯ ।୧୦: ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଗୁରୁବାର ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଆମ ଦଳ ଲୋକ ସଭା ନିର୍ବାଚନ ସମୟରେ ସାମ୍ପ୍ରଦାୟିକ ଶକ୍ତି ସହ ଲଢିବାକୁ ସମାଜବାଦୀ ପାର୍ଟି ସହ ମିଶିଥିଲା...

ଦିଗ୍‌ବିଜୟଙ୍କ ଭାଇରାଲ ଅଡିଓକୁ ନେଇ ଉଠିଲା ବିବାଦ

ଭୋପାଳ,୨୯ ।୧୦: ମଧ୍ୟପ୍ରଦେଶରେ ୨୮ ବିଧାନସଭା ଆସନରେ ଉପ ନିର୍ବାଚନ ବାକି ଅଛି । ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଛି । ସମାଜବାଦୀ ପାର୍ଟିର ଜଣେ ପ୍ରାର୍ଥୀଙ୍କୁ ଦିଗ୍‌ବିଜୟ ପ୍ରାର୍ଥିପତ୍ର...

ଏସ୍‌ପି ପତାକା ରଙ୍ଗରେ ରଙ୍ଗେଇଲା ରେଲଓ୍ବେ ହସ୍ପିଟାଲ ଶୌଚାଳୟ: ତେଜିଲା ଅସନ୍ତୋଷ

ଗୋରଖପୁର, ୨୯।୧୦: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି(ଏସ୍‌ପି)ର ପତାକା ରଙ୍ଗରେ ଗୋରଖପୁର ରେଲଓ୍ବେ ହସ୍ପିଟାଲର ଶୌଚାଳୟକୁ ରଙ୍ଗାଯାଇଛି। ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସମାଜବାଦୀ ପାର୍ଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ପ୍ରଶ୍ନ...

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପୋଲିସ ନିଜର ସୀମା ଅତିକ୍ରମ ନ କରିବାକୁ କୋର୍ଟ ପରାମର୍ଶ ଦେଇଛନ୍ତି। ସରକାରଙ୍କ...

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି...

ଦେଶରେ ୮୦ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୯ ।୧୦: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିପାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୮୮୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦,୪୦,୨୦୩ରେ ପହଞ୍ଚିଥିବା ଗୁରୁବାର ସୂଚନା...

ଡିୟୁ କୁଳପତି ନିଲମ୍ବିତ

ନୂଆଦିଲ୍ଲୀ,୨୯।୧୦: କର୍ତ୍ତବ୍ୟରେ ଅବହେଳା ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର କୁଳପତି ପ୍ରଫେସର ଯୋଗେଶ ତ୍ୟାଗୀଙ୍କୁ ନିଲମ୍ବନ କରାଯାଇଛି। ନିକଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିରେ କୁଳପତି ନେଇଥିବା ନିଷ୍ପତ୍ତି ଓ ନିୟମାବଳୀର ଅନୁପାଳନକୁ ନେଇ ବିଶ୍ୱବିଦ୍ୟାଳୟର ଦୁଇ ଗୋଷ୍ଠୀ ମଧ୍ୟରେ କିଛିଦିନ...

ପ୍ରଥମ ପର୍ଯ୍ୟାୟରେ ୫୩.୫୪% ମତଦାନ

ପାଟନା,୨୯।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା ୫୩.୫୪ ପ୍ରତିଶତ ଭୋଟ ପଡ଼ିଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ରାଜ୍ୟର ୨୪୩ ବିଧାନସଭା କ୍ଷେତ୍ର ମଧ୍ୟରୁ ୭୧ଟିରେ...

୯ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ

ହାଇଦ୍ରାବାଦ,୨୯।୧୦: ନିଜର ପୂର୍ବ ଅପରାଧକୁ ଲୁଚାଇବା ପାଇଁ ୯ ଜଣ ଦାଦନ ଶ୍ରମିକଙ୍କୁ ହତ୍ୟା କରିଥିବା ବିହାର ବେଗୁସରାଇ ଜିଲାର ସଞ୍ଜୟ କୁମାର ଯାଦବଙ୍କୁ ତେଲଙ୍ଗାନାର ଓ୍ବାରାଙ୍ଗଲ କୋର୍ଟ ବୁଧବାର ମୃତ୍ୟୁଦଣ୍ଡାଦେଶ ଶୁଣାଇଛନ୍ତି। ଗତ ମେ’ ୨୦ରେ ସେ ଓ୍ବରାଙ୍ଗଲ...

କରୋନା ପଜିଟିଭ ହେବା ପରେ ବି ପ୍ରଚାର କରୁଛନ୍ତି ବିଧାୟକ

ପାଟନା,୨୯ ।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । ବିଭିନ୍ନ ଦଳର ଷ୍ଟାର ପ୍ରଚାରକମାନେ ସେଠାରେ ଏକ ପ୍ରକାର ଡେରା ପକାଇଛନ୍ତି କହିଲେ ଚଳେ । କିଛିଦିନ ହେବ ଭାରତୀୟ ଜନତା ପାର୍ଟି(ଭଜପା) ପକ୍ଷରୁ...

ବିଏସ୍‌ପି ଛାଡ଼ିପାରନ୍ତି ୬ ବିଧାୟକ

ଲକ୍ଷ୍ନୌ,୨୯।୧୦: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ କ୍ୟାମ୍ପରେ ବିଦ୍ରୋହ ଦେଖାଦେଇଛି। ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ରାଜ୍ୟ ସଭା ପ୍ରାର୍ଥୀ ରାମଜୀ ଗୌତମଙ୍କଠାରୁ ଦଳର ୪ ବିଧାୟକ ସେମାନଙ୍କର ସମର୍ଥନ ପ୍ରତ୍ୟାହାର କରିନେଇଛନ୍ତି। ଗୌତମଙ୍କ ପ୍ରସ୍ତାବକ ଭାବେ ସେମାନଙ୍କର ସ୍ବାକ୍ଷର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri