ଜାତୀୟ

୭ ଜୁନ୍‌ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌: ଅଡ୍‌-ଇଭିନ୍‌ରେ ଖୋଲିବ ଦୋକାନ…

ଚଣ୍ଡିଗଡ଼,୩୦।୫: କରୋନା ମହାମାରୀ ସଂକ୍ରମଣରେ ରୋକ ଲଗାଇବା ପାଇଁ ହରିୟାଣାରେ ୭ ଜୁନ୍‌ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ ଦୋକାନ ପୂର୍ବାହ୍ନ ୯ଟାଠାରୁ…

୭ ବର୍ଷରେ ଭାଜପା ସରକାର: ୭୩ ବର୍ଷ ମଧ୍ୟରେ କେନ୍ଦ୍ରରେ ରହିଛି ଦୁର୍ବଳ ସରକାରଙ୍କ ଶାସନ, କହିଲା କଂଗ୍ରେସ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ଭାଜପା ସରକାର କେନ୍ଦ୍ରରେ ୭ ବର୍ଷ ପୂରଣ କରିଛନ୍ତି। କଂଗ୍ରେସ ପକ୍ଷରୁ ଭାଜପା ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ,…

ତୃତୀୟ ଲହର ଯୋଗୁ ରାଜଧାନୀରେ ଆତଙ୍କ ସୃଷ୍ଟି ହେବା ଆଶଙ୍କା: ଅକ୍ସିଜେନ୍‌ ଷ୍ଟକ୍‌ ଲାଗି ପରାମର୍ଶ …

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ରାଜଧାନୀ ଦିଲ୍ଲୀରେ ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଅକ୍ସିଜେନ୍‌ ଅଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏପରିସ୍ଥଳେ ଦେଶରେ ତୃତୀୟ ଲହରର ଆଶଙ୍କା ନେଇ…

କରୋନା ଭଳି ବଡ଼ ଆହ୍ବାନ ଲାଗି ବୃହତ୍‌ ସଂକଳ୍ପ ଗ୍ରହଣ କରିଛି ଭାରତ: ମୋଦି…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ମହାମାରୀ ସହିତ ଲଢ଼େଇ ଜାରି ରହିଛି। କରୋନା ଭଳି ବଡ଼ ଆହ୍ବାନ ଲାଗି ଦେଶ ବୃହତ୍‌ ସଂକଳ୍ପ ଗ୍ରହଣ କରିଛି। ଦିନରାତି ଦେଶର ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀମାନେ ନିଜ ଚିନ୍ତା ନ କରି ଆକ୍ରାନ୍ତଙ୍କ ସେବା କରିବାରେ…

ବେରୋଜଗାର ଚିନ୍ତା ବଢ଼ାଇଛି

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ବିଭିନ୍ନ ସମସ୍ୟା ସାମ୍ନାକୁ ଆସିଛି। ଏହି ମହାମାରୀ ଯୋଗୁ କେବଳ ଲୋକଙ୍କ ଜୀବନ ଯାଇନାହିଁ, ଜୀବିକା ମଧ୍ୟ ଛଡ଼ାଇ ନେଇଛି। ସରକାରଙ୍କ କୋଭିଡ୍‌ କଟକଣା ଯୋଗୁ ବିଭିନ୍ନ ସଂସ୍ଥା ବନ୍ଦ ହୋଇ ରହିଛି। ଫଳରେ ଅନେକ…

୪୬ ଦିନରେ ନୂୂଆ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ: ୨୪ ଘଣ୍ଟାରେ ୩,୪୬୦ ମୃତ…

ନୂଆଦିଲ୍ଲୀ,୩୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୩ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଶନିବାର…

ନଭନୀତ କାର୍ଲାଙ୍କୁ ଜାମିନ

ନୂଆଦିଲ୍ଲୀ, ୩୦।୫: ଅକ୍ସିଜେନ୍‌ କନ୍‌ସେଣ୍ଟ୍ରେଟର ବେଆଇନ ମହଜୁଦ୍‌ ରଖିବା ମାମଲାରେ ବ୍ୟବସାୟୀ ନଭନୀତ କାର୍ଲାଙ୍କୁ ଦିଲ୍ଲୀର ଏକ ଅଦାଲତ ଶନିବାର ଜାମିନ ପ୍ରଦାନ କରିଛନ୍ତି। ତାଙ୍କୁ ଲକ୍ଷେ ଟଙ୍କା ଲେଖାଏଁ ଦୁଇଟି ସିଓରିଟି ବ୍ୟକ୍ତିଗତ ବଣ୍ଡ୍‌ ଦାଖଲ କରି ଜାମିନରେ ଯିବାକୁ…

କିରାଣିଙ୍କ ଘରୁ ୮ କିଲୋ ସୁନା, ୨.୧୭ କୋଟି ଟଙ୍କା ଜବତ

ଭୋପାଳ, ୩୦।୫ : ଏକ ଲାଞ୍ଚ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ମଧ୍ୟପ୍ରଦେଶର ଭୋପାଳରେ ଜଣେ ସରକାରୀ କିରାଣିଙ୍କ ଘରେ ଚଢ଼ାଉ କରି ୨.୧୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କା, ୮ କିଲୋଗ୍ରାମ ସୁନା ଅଳଙ୍କାର ଜବତ କରିଛି। ଏଥିସହିତ ସେଠାରୁ…

ଆଜମ୍‌ ଖାନ୍‌ ଗୁରୁତର

ଲକ୍ଷ୍ନୌ, ୩୦।୫ : ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସେ ଅକ୍ସିଜେନ୍‌ ସପୋର୍ଟରେ ରହିଥିବା ଲକ୍ଷ୍ନୌସ୍ଥିତ ମେଦାନ୍ତ ହସ୍ପିଟାଲ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ଥିବା ଆଜମ୍‌ଙ୍କୁ ସୀତାପୁର ଜେଲ୍‌ରୁ ଗତ ୯ ତାରିଖରେ ମେଦାନ୍ତ…

କୋଭିଡ୍‌ ସଙ୍କଟ କେନ୍ଦ୍ରର ବଡ଼ ବିଫଳତା

ନୂଆଦିଲ୍ଲୀ, ୩୦।୫(ଆଇଏଏନ୍‌ଏସ୍‌): କୋଭିଡ୍‌ ସଙ୍କଟ ନରେନ୍ଦ୍ର ମୋଦଙ୍କ ଦ୍ୱିତୀୟ ପାଳି ସରକାରର ସବୁଠୁ ବଡ଼ ବିଫଳତା ବୋଲି ଏକ ସର୍ଭେରେ କୁହାଯାଇଛି। ମୋଦିଙ୍କ ୭ ବର୍ଷର ଶାସନରେ ପ୍ରଥମ ଥର ପାଇଁ ଅନୁମୋଦନ ରେଟିଂରେ ନାଲି ଗାର ଅତିକ୍ରମ କରିଛି। ଏବିପି-ସି…

ସେନାରେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

୨୦୧୯ ଫେବୃୟାରୀ ୧୪ ପୁଲଓ୍ବାମା ଆକ୍ରମଣରେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଲଙ୍କ ସ୍ତ୍ରୀ ନିକିତା କୌଲ ଶନିବାର ଭାରତୀୟ ସେନାରେ ସାମିଲ ହୋଇଛନ୍ତି। ନିକିତା ୧୧ ମାସ ଧରି ଚେନ୍ନାଇରେ ଅଫିସର୍ସ ଟ୍ରେନିଂ ଏକାଡେମୀରେ ପ୍ରଶିକ୍ଷଣ ନେଇଥିଲେ। ତାଙ୍କ…

କୋଭିଡ୍‌ ମୃତକଙ୍କ ପରିବାରକୁ ପେନ୍‌ସନ

ନୂଆଦିଲ୍ଲୀ, ୩୦ା୫: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ଫାମିଲି ପେନ୍‌ସନ୍‌ ଦିଆଯିବ ବୋଲି ଶନିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହା ବ୍ୟତୀତ କର୍ମଚାରୀଙ୍କ ଜମା ସଂଯୁକ୍ତ ବୀମା(ଇଡିଏଲ୍‌ଆଇ) ଯୋଜନାରେ ବୀମା ରାଶିକୁ ବୃଦ୍ଧି କରାଯାଇ ଏହାର ପ୍ରକ୍ରିୟାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?