ଜାତୀୟ

ବିପତ୍ତି ବେଳେ ବଦାନ୍ୟତା

କାନପୁର, ୨୮ା୪: ଆକାଉଣ୍ଟରେ ମାତ୍ର ୮୫୦ ଟଙ୍କା ଛାଡ଼ି ସେଥିରେ ରଖିଥିବା ସମସ୍ତ ୨ ଲକ୍ଷ ଟଙ୍କାକୁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ୍‌କୁ ଦାନ କରି ମଣିଷପଣିଆର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶ କାନପୁରର ଜଣେ ବିଡ଼ି ଶ୍ରମିକ ଜନାର୍ଦ୍ଦନ। କେରଳ…

ବଙ୍ଗଳା ଛାଡ଼ୁନାହାନ୍ତି ଅରୁଣ ମିଶ୍ର

ନୂଆଦିଲ୍ଲୀ, ୨୮ା୪: ଅବସରର ପ୍ରାୟ ୭ ମାସ ପରେ ବି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର। ନୂଆଦିଲ୍ଲୀର ଆକବର ରୋଡ୍‌ସ୍ଥିତ ବଙ୍ଗଳାରେ ରହିବା ଅବଧିକୁ ଏପ୍ରିଲ ପର୍ଯ୍ୟନ୍ତ ବଢ଼ାଇବାକୁ ସେ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି।…

ହୃଦୟ ବିଦାରକ ସ୍ଥିତି

ନୂଆଦିଲ୍ଲୀ,୨୮ା୪: ରାଜନୈତିକ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ତାଲାବନ୍ଦ ହୋଇଛି। ଦୁଇ ବଡ଼ ସହରର ପ୍ରଶସ୍ତ ରାସ୍ତାଗୁଡ଼ିକରେ ସାଇରନ୍‌ ବଜାଇ ଆମ୍ବୁଲାନ୍ସ ଦୌଡ଼ୁଛି। ସଂକ୍ରମଣ ସୁନାମିରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଧୋଇ ହୋଇଯାଇଛି। ହାତରେ ପର୍ଯ୍ୟାପ୍ତ ଭାକ୍ସିନ ନାହିଁ। ଅକ୍ସିଜେନ,…

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୭ ଦିନ ଧରି ଦେଶରେ…

ଅଟୋରେ ଅପେକ୍ଷା କରି କରି ଚାଲିଗଲା ଜୀବନ

ନୂଆଦିଲ୍ଲୀ,୨୭।୪ : ଦେଶର ରାଜଧାନୀର ଏକ କୋଭିଡ୍‌ ହସ୍ପିଟାଲ ବାହାରେ ଫୁଟ୍‌ପାତରେ ବସି ଜଣେ ଯୁବକ କାନ୍ଧୁ ଥାଏ। ଉକ୍ତ ଯୁବକଙ୍କ ମା’ ପାଖରେ ଛିଡ଼ା ହୋଇଥିବା ଅଟୋରେ ଶୋଇଥିଲେ। ଦୀର୍ଘ ଘଣ୍ଟା ଧରି ଚିକିତ୍ସା ପାଇଁ ଅପେକ୍ଷା କରି କରି…

କରୋନାରେ ପ୍ରାଣ ହରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ

ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।…

ଭାରତକୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ମହାନ ଖେଳାଳି

ନୂଆଦିଲ୍ଲୀ,୨୭।୪ : ଅଷ୍ଟ୍ରେଲିଆନ ପେସର ପାଟ କୁମିନ୍ସଙ୍କ ପରେ ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ମହାନ କ୍ରିକେଟର ତଥା କମେଣ୍ଟଟର ବ୍ରେଟ୍‌ ଲି। ବର୍ତ୍ତମାନ ଆଇପିଏଲ ପାଇଁ ଭାରତରେ ଥିବା ୪୪ ବର୍ଷୀୟ ପୂର୍ବତନ କ୍ରିକେଟର ଟୁଇଟର ମାଧ୍ୟମରେ…

ମୃତ ସ୍ବାମୀ ୫୦ ଦିନ ପରେ ହୋଇଉଠିଲେ ଜୀବିତ:ମାମଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଞ୍ଚି,୨୭।୪: ଝାଡଖଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପାକୁରର ଉମଡାପାଡା ଥାନା ନିବାସୀ ମହେଶ୍ୱର ଟୁଡୁଙ୍କ ସ୍ତ୍ରୀ ୫୦ ଦିନ ହେବ ସ୍ବାମୀଙ୍କ ମୃତଦେହ ଏବଂ ନ୍ୟାୟ ପାଇବାକୁ କୋର୍ଟରେ ଲଢୁଥିଲେ। କିନ୍ତୁ ସ୍ବାମୀଙ୍କୁ ଜୀବିତ ଅବସ୍ଥାରେ ଦେଖି ତାଙ୍କ ହୋଶ୍‌…

ଡାକ୍ତରଙ୍କୁ କରୋନା ଆକ୍ରାନ୍ତଙ୍କ ପରିବାରବର୍ଗ ଗୋଡ଼େଇ ଗୋଡ଼େଇ ପିଟିଲେ

ନୂଆଦିଲ୍ଲୀ,୨୭।୪ : ଦିଲ୍ଲୀର ଏକ ହସ୍ପିଟାଲର ଏମରଜେନ୍ସି ଓ୍ବାର୍ଡରେ ମଙ୍ଗଳବାର ସକାଳେ କରୋନା ଆକ୍ରାନ୍ତ ଜଣେ ୬୭ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହେବା ପରେ ପରିବାରବର୍ଗ ଡାକ୍ତରଙ୍କୁ ଆକ୍ରମଣ କରିଛନ୍ତି। ଆପୋଲୋ ହସ୍ପିଟାଲ ବାହାରେ ଘଟିଥିବା ଏହି ଘଟଣାରେ କିଛି ଡାକ୍ତର…

ପ୍ରଥମ ରାଜ୍ୟ ଭାବେ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍‌ କଲା ଉତ୍ତରପ୍ରଦେଶ

ଲକ୍ଷ୍ନୌ,୨୭।୪: ଦେଶରେ ପ୍ରଥମ ରାଜ୍ୟ ଭାବେ କରୋନା ପାଇଁ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍‌ କରିଛି ଉତ୍ତର ପ୍ରଦେଶ। ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅମିତ ମୋହନ ପ୍ରସାଦ ଏନେଇ ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ ସମୁଦାୟ ୪,୦୧,୪୧,୩୫୪…

ମୃତ୍ୟୁ ସଂଖ୍ୟା ଉପରେ ଆଲୋଚନା କରି କିଛି ଲାଭ ନାହିଁ : ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୭।୪ : ବର୍ତ୍ତମାନ ସଙ୍କଟ ସ୍ଥିତିରେ କୋଭିଡ୍‌ ଜନିତ ମୃତ୍ୟୁ ସଂଖ୍ୟା ସମ୍ପର୍କରେ ଆଲୋଚନା କରିବାର ଆବଶ୍ୟକତା ନାହିଁ। ଅଧିକ ସଂଖ୍ୟାରେ ଆକ୍ରାନ୍ତମାନେ କେଉଁ ଭଳି ଆରୋଗ୍ୟ ଲାଭ କରିବେ, ତାହା ଉପରେ ଗୁରୁତ୍ୱ ଦେବା ଦରକାର। ଏଭଳି ମନ୍ତବ୍ୟ ଦେଇଛନ୍ତି…

ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣା: ହାଇକୋର୍ଟ ମାଗିଲେ ଜବାବ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା ମିଳୁନାହିଁ। ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ, କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri