ପିଆଜ ମାଳ ପିନ୍ଧି ପ୍ରଚାର କଲେ ତେଜସ୍ବୀ
ପାଟନା, ୨୬।୧୦: ଦେଶରେ ପିଆଜ କିଲୋ ଆସି ୧୦୦ ଟଙ୍କାରେ ପହଞ୍ଚିଛି। ଏହାର ପ୍ରଭାବ ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ଦେଖିବାକୁ ମିଳିଛି। ଆର୍ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ପ୍ରଚାରରେ ପିଆଜ ମାଳ ପିନ୍ଧିଥିବାର ଦେଖିବାକୁ ମିଳିଛି। ପିଆଜ ଦାମ...
ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ
ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି...
ଲାଲ୍ ଚୌକରେ ତ୍ରିରଙ୍ଗା ଉଡ଼ାଇବାକୁ ଯାଉଥିବା ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ
ଶ୍ରୀନଗର, ୨୬।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ନେଇ ରାଜ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସୋମବାର କେତେକ ଭାଜପା କର୍ମୀ ଶ୍ରୀନଗରର ଲାଲ୍ ଚୌକରେ ତ୍ରିରଙ୍ଗା ଉଡ଼ାଇବା ଲାଗି...
କାହାର ଇଛାରେ ନୁହେଁ ବିପଦକୁ ଦେଖି ଭାରତ ଲଢ଼ିବ ଯୁଦ୍ଧ: ଡୋଭାଲ୍
ହରିଦ୍ୱାର, ୨୬।୧୦: ଏଲ୍ଏସି ଏବଂ ଏଲ୍ଓସିରେ ଲଗାତାର ଉତ୍ତେଜନା ବଢ଼ି ଚାଲିଛି। ଏପରିସ୍ଥଳେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ,...
ଭାଜପା ବିଜ୍ଞାପନରେ କେବଳ ମୋଦି, ନୀତିଶ ଗାଏବ୍
ପାଟନା, ୨୬।୧୦: ଆସନ୍ତା ଅକ୍ଟୋବର ୨୮ରେ ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ହେବ। କିନ୍ତୁ ଏହାର ଠିକ ପୂର୍ବରୁ ଭାଜପା ଖବରକାଗଜରେ ଏକ ବିଜ୍ଞାପନ ଦେଇଥିଲା। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ବିଜ୍ଞାପନରେ କେବଳ...
କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି କରୁଛି ଭାଜପା: ଉଦ୍ଧବ ଠାକ୍ରେ
ମୁମ୍ବାଇ,୨୬।୧୦: ବିହାର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଶିବସେନାର ବାର୍ଷିକ ଦଶହରା ରାଲି ରବିବାର ଦାଦରର ସାବାର୍କ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବିହାର ବିଧାନସଭା ନିର୍ବାଚନରେ ଭାଜପା ଦେଇଥିବା ପ୍ରତିଶ୍ରୁତି ଉପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ...
ଆମେ ଛୋଟ ପିଲା ନୁହେଁ, ବିଭ୍ରାନ୍ତ ହୋଇଯିବୁ: ଓଓ୍ବେସି
ନୂଆଦିଲ୍ଲୀ,୨୫।୧୦: ନାଗରିକ ସଂଶୋଧନ ଆଇନକୁ ନେଇ ଆର୍ଏସଏସ ମୁଖ୍ୟ ମୋହନ ଭାଗବତଙ୍କ ବିବୃତିରେ ଅସନ୍ତୋଷ ପ୍ରକାଶ କରିଛନ୍ତି ଅଲ ଇଣ୍ଡିଆ ମଜଲିସ୍-ଏ-ଇତ୍ତେହାଦୁଲ ମୁସଲିମିନ (ଆଇଏଏମଆଇଏମ) ଅଧ୍ୟକ୍ଷ ଅସଦୁଦ୍ଦିନ ଓୱେସି। ସେ କହିଛନ୍ତି, ମୁସଲମାନମାନେ ପିଲା ନୁହନ୍ତି ଯେ ସେମାନେ ବିଭ୍ରାନ୍ତ...
୬୫ ବର୍ଷରେ ଦ୍ୱିତୀୟ ବିବାହ କରିବେ ଦେଶର ପ୍ରଖ୍ୟାତ ଓକିଲ
ପୂର୍ବତନ ସଲିସିଟର ଜେନେରାଲ ତଥା ଦେଶର ଜଣାଶୁଣା ଓକିଲ ହରିଶ ସାଲଭେ ଆସନ୍ତା ସପ୍ତାହରେ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସାଲଭେଙ୍କୁ ଏବେ ୬୫ ବର୍ଷ। ୩୮ ବର୍ଷ ବୈବାହିକ ଜୀବନ ବିତାଇବା ପରେ ଗତ ମାସରେ...
ନୀତିଶଙ୍କୁ ଜେଲ୍ ପଠାଇଦେବାକୁ ଧମକ ଦେଲେ ଚିରାଗ
ପାଟନା,୨୫।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭୋଟରଙ୍କୁ ହାତେଇବା ପାଇଁ ସମସ୍ତ ଦଳ ଉଦ୍ୟମ କରୁଛି। ରବିବାର ଏକ ରାଲିରେ ପ୍ରଚାର ବେଳେ ଲୋକଜନଶକ୍ତି ପାର୍ଟି (ଏଲଜେପି) ସଭାପତି ତଥା ଏମ୍ପି ଚିରାଗ ପାଶୱାନ କହିଛନ୍ତି,...
ଆର୍ବିଆଇ ଗଭର୍ନରଙ୍କୁ କରୋନା
ନୂଆଦିଲ୍ଲୀ,୨୫।୧୦: ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ନିଜେ ଟୁଇଟ୍ କରି ଏ ବିଷୟରେ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିଲେ ମଧ୍ୟ ସେ ହୋମ ଆଇସୋଲେସନରେ ରହି ନିଜ କାର୍ଯ୍ୟ...
ପରଲୋକରେ ଗୁଜୁରାଟୀ ଗାୟକ ମହେଶ କାନୋଡିଆ
ଗାନ୍ଧୀନଗର, ୨୫।୧୦- ଗୁଜୁରାଟୀ ଗାୟକ ତଥା ଭାଜପାର ପୂର୍ବତନ ଏମପି ମହେଶ କାନୋଡିଆଙ୍କ ରବିବାର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ମହେଶ ଗୁଜୁରାଟର ଗାନ୍ଧୀନଗରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥତା ଥିଲେ। ଗୁଜୁରାଟର...
ଡ୍ରଗ୍ସ ମାମଲା: ଟେଲିଭିଜନ ଅଭିନେତ୍ରୀଙ୍କ ସହ ଦୁଇ ଗିରଫ
ମୁମ୍ବାଇ,୨୫ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଯୋଡି ହୋଇଥିବା ଡ୍ରଗ୍ସ ମାଲାର ଯାଞ୍ଜ କରୁଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) । ରବିବାର ଯାଞ୍ଚ ଏଜେନ୍ସି ଦ୍ୱାରା ଆଉ ଏକ ଡ୍ରଗ୍ସ ର୍ୟାକେଟର ପର୍ଦ୍ଦଫାଶ...
Archives


