ଜାତୀୟ

କରୋନା ଆକ୍ରାନ୍ତ ବେସରକାରୀ କର୍ମଚାରୀଙ୍କୁ ମିଳିବ ୨୮ ଦିନର ଦରମା

ଲକ୍ଷ୍ନୌ,୨୭।୪ : କରୋନା ସଂକ୍ରମଣ ହାର ହୁ ହୁ ହୋଇ ବଢ଼ୁଥିବାବେଳେ ବେସରକାରୀ ସଂସ୍ଥାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ମିଳିଛି ଖୁସି ଖବର। କରୋନା ସଂକ୍ରମିତ ହେଲେ ବେସରକାରୀ କର୍ମଚାରୀଙ୍କ ଦରମା ଆଉ କଟା ଯିବ ନାହିଁ। ଏଭଳି ଏକ ନିର୍ଦ୍ଦେଶ…

ନା ଅକ୍ସିଜେନ୍‌-ନା ଆମ୍ବୁଲାନ୍ସ: ଭୋ ଭୋ ହୋଇ କାନ୍ଦି ଝିଅର ମୃତଦେହକୁ ବାଇକ୍‌ରେ ବୋହିନେଲେ ବାପା

ଫିରୋଜାବାଦ,୨୭।୪: କରୋନା ମହାମାରୀକୁ ନେଇ ପ୍ରତିଦିନ ଯେଭଳି ଦୃଶ୍ୟ ବା ଘଟଣା ସାମ୍ନାକୁ ଆସୁଛି ତାହାକୁ ଦେଖି ଲୋକେ ସ୍ତବ୍ଧ ହୋଇଯାଉଛନ୍ତି। କରୋନା ସଙ୍କଟ ସହିତ ଅକ୍ସିଜେନ ଅଭାବର ଭୟାବହସ୍ଥିତି ଛାତି ଥରାଇ ଦେଉଛି। ନିକଟରେ ଉତ୍ତରପ୍ରଦେଶର ଫିରୋଜାବାଦ ସହରରୁ ଏକ…

କୁକୁର ଟାଣି ନେଲା ମୃତଦେହ: ଶ୍ମଶାନରେ ଏଭଳି ଦୃଶ୍ୟ…

ଗାଜିଆବାଦ୍‌,୨୭।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ଅନ୍ତିମ ସଂସ୍କାର ଲାଗି ଶ୍ମଶାନରେ ସମସ୍ୟା ସୃଷ୍ଟି ହୋଇଛି। ଏପରସ୍ଥେଳେ ଉତ୍ତରପ୍ରଦେଶ ଗାଜିଆବାଦ୍‌ସ୍ଥିତ ହିଣ୍ଡନ ଶ୍ମଶାନରେ କୁକୁର ଜଣେ…

ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ: ଆସିବ ରେଡି ଟୁ ୟୁଜ୍‌ ଅକ୍ସିଜେନ୍‌ ପ୍ଲାଣ୍ଟ୍‌…

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିବାବେଳେ ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ଅଧିକ ଜଟିଳ ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଖୁସି ଖବର ଦେଇଛନ୍ତି। ଅକ୍ସିଜେନ୍‌ ଅଭାବ ପୂରଣ କରିବା…

କେବେ ମିଳିବ କରୋନାରୁ ମୁକ୍ତି, ଆଇଆଇଟି ବୈଜ୍ଞାନିକ କହିଲେ ଏପରି…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ କେବେ ମୁକ୍ତି ମିଳିବ ସେ ନେଇ ଆଇଆଇଟି ବୈଜ୍ଞାନିକମାନଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି। ଦେଶରେ କରୋନା ସଂକ୍ରମଣ ମେ’ ୧୪ରୁ…

ଟିକାର ଭିନ୍ନଭିନ୍ନ ଦାମ ନେଇ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ୍‌ …

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାର ଭିନ୍ନଭିନ୍ନ ଦାମ୍‌ ନେଇ ରାଜସ୍ଥାନ ଏବଂ ପଶ୍ଚିମବଙ୍ଗ ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ସମୟରେ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି।…

ଭିଡ଼ିଓ କଲିଂରେ ବିବାହ: ବେଦୀରେ ବରକନ୍ୟା କିନ୍ତୁ ନ ଥିଲେ ପଣ୍ଡିତ…

ଅଜମେର,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଏବେ ବିବାହ ଅନ୍‌ଲାଇନ୍‌ରେ ହେଉଥିବା ଘଟଣା ଦେଖିବାକୁ ମିଳୁଛି। ସମ୍ପ୍ରତି ରାଜସ୍ଥାନର ଅଜମେରରେ ଏଭଳି ଏକ ଅନ୍‌ଲାଇନ୍‌ ବିବାହ ଅନୁଷ୍ଠିତ ହୋଇଛି। ବିବାହରେ…

କରୋନା ଜାତୀୟ ସଙ୍କଟ ସମୟରେ ଜୀବନ ବଞ୍ଚାଇବା ଉଦ୍ୟମ ହେବା ଆବଶ୍ୟକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି ଯେ, କରୋନା ଦେଶରେ ଜାତୀୟ…

ତଥ୍ୟ ଲୁଛାଉଛନ୍ତି ସରକାର: ୧୧୫୮ ଆକ୍ରାନ୍ତଙ୍କ ମୃତ୍ୟୁ ରିପୋର୍ଟ ଗାଏବ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜଧାନୀରେ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ମୃତକଙ୍କ…

ଆମ୍ବୁଲାନ୍ସ୍‌ରେ ୨୨ ମୃତଦେହ ଗଦା: ଶ୍ମଶାନରେ ଧାଡ଼ିଧାଡ଼ି ଜୁଇ…

ମୁମ୍ବାଇ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହା ସହିତ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ସୃଷ୍ଟି…

ମେ’ ୨ ବିଜୟ ଉତ୍ସବ ପାଳନ ଉପରେ କଟକଣା: ନିର୍ଦ୍ଦେଶ ଜାରି କଲେ ଇସି…

ନୂଆଦିଲ୍ଲୀ, ୨୭।୪: ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ମେ’୨ରେ ପ୍ରକାଶ ପାଇବ। ତେବେ ଫଳାଫଳ ନେଇ କୌଣସି ବିଜୟ ଉତ୍ସବ ପାଳନ କରାଯିବ ନାହିଁ ଅବା ରାଲି ଆୟୋଜନ ହେବନି ବୋଲି ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ସ୍ଥିତି ଅସମ୍ଭାଳ: କରୋନା ବେଲଗାମ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୬ ଦିନ ଧରି ଦେଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri