ଜାତୀୟ

ଚରଣାମୃତ ଭଳି ମିଳୁଛି ଅକ୍ସିଜେନ

ନୂଆଦିଲ୍ଲୀ,୨୭ା୪: ନୋଭେଲ କରୋନା ଭାଇରସ୍‌ର ପ୍ରଚଣ୍ଡ ପ୍ରହାର ଓ ଏହାର ମୁକାବିଲାରେ ବିଫଳତା ଭାରତୀୟ ଅର୍ଥନୀତିକୁ ଉଜାଡ଼ିଦେଇଛି। ଅର୍ଥ ବ୍ୟବସ୍ଥା ଅଣ୍ଟା ସଳଖି ଛିଡ଼ା ନ ହେଉଣୁ ସ୍ଥିତି ସୁଧୁରିଯାଇଛି ବୋଲି ତରବରିଆ ଭାବେ ପ୍ରଚାର କରିଦିଆଯିବାରୁ ଘାତକ ଭୂତାଣୁ ପୁଣି…

ସିଜେଆଇଙ୍କ ନାମରେ ଜାଲ୍‌ ଟୁଇଟର ଆକାଉଣ୍ଟ

ନୂଆଦିଲ୍ଲୀ, ୨୭।୪: ଭାରତର ୪୮ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶନିବାର ଶପଥ ଗ୍ରହଣ କରିଥିବା ଜଷ୍ଟିସ୍‌ ଏନ୍‌.ଭି. ରମାନାଙ୍କର ଟୁଇଟର କିମ୍ବା ଅନ୍ୟ କୌଣସି ସୋସିଆଲ ମିଡିଆରେ ଆକାଉଣ୍ଟ ନାହିଁ। କେହି ଜଣେ ତାଙ୍କ ନାମରେ ଜାଲ୍‌ ଟୁଇଟର ଆକାଉଣ୍ଟ…

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା ଜାରି କରିଛନ୍ତି। ଗୋଟିଏ ଦିନରେ ସର୍ବାଧିକ ୩,୫୨,୯୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା…

ଯେଉଁଠି ଚିକିତ୍ସା କରୁଥିଲେ ସେଠାରେ ଡାକ୍ତରଙ୍କୁ ମିଳିଲା ନାହିଁ ଭେଣ୍ଟିଲେଟର

ଲକ୍ଷ୍ନୌ, ୨୬।୪: ପ୍ରୟାଗରାଜର ୮୫ ବର୍ଷୀୟ ଡାକ୍ତର ଜେ.କେ. ମିଶ୍ରାଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ସ୍ବରୂପରାଣୀ ନେହେରୁ (ଏସ୍‌ଆର୍‌ଏନ୍‌) ହସ୍ପିଟାଲରେ ଦୀର୍ଘ ୫୦ ବର୍ଷ ରୋଗୀଙ୍କ ଚିକିତ୍ସା କରିଥିଲେ। ଉକ୍ତ ହସ୍ପିଟାଲ ଭେଣ୍ଟିଲେଟର ଯୋଗାଇବାରେ ସମର୍ଥ ନ ହେବାରୁ ସେଠାରେ…

କମିପାରେ କରୋନା ଟିକାର ମୂଲ୍ୟ

ନୂଆଦିଲ୍ଲୀ,୨୬।୪ : କମିପାରେ କରୋନା ଟିକାର ମୂଲ୍ୟ। ଟିକାର ମୂଲ୍ୟ ନେଇ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେବା ପରେ ସୃଷ୍ଟି ହୋଇଛି ଏଭଳି ସମ୍ଭାବନା। ସିରମ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ଓ ଭାରତ ବାୟୋଟେକ୍‌କୁ…

ଆସିଗଲାଣି ଘରେ ମାସ୍କ ପିନ୍ଧିବାର ସମୟ

ନୂଆଦିଲ୍ଲୀ,୨୬।୪ : ଦେଶରେ ଏବେ ସୁନାମି ଭଳି ମାଡ଼ି ଚାଲିଛି କୋଭିଡ୍‌-୧୯ ସଂକ୍ରମଣ। ଏଭଳି ପରିସ୍ଥିତି ଯୋଗୁ କେବଳ ବାହାରେ ନୁହେଁ ଘରେ ମଧ୍ୟ ମାସ୍କ ପିନ୍ଧିବାର ସମୟ ଆସିଯାଇଛି ବୋଲି ସୋମବାର କେନ୍ଦ୍ର ସରକାର କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…

ପୋଲିସରେ ଅଭିଯୋଗ କଲେ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୬।୪ : ଫେକ୍‌ ଟୁଇଟର ଆକାଉଣ୍ଟରୁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଥିତ୍ବା ପୋଲିସରେ ଅଭିଯୋଗ କରିଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଏନ୍‌.ଭି. ରମନା। ଶନିବାର ନୂଆ ସିଜେଆଇ ଭାବେ ଶପଥ ଗ୍ରହଣ କରିଥିବା ରମନାଙ୍କ ଟୁଇଟର କିମ୍ବା ଅନ୍ୟ କୌଣସି ସୋସିଆଲ…

ଆମେରିକାରୁ ଆସିଲା ୩୧୮ ଅକ୍ସିଜେନ କନ୍‌ସେନ୍‌ଟ୍ରେଟର

ନୂଆଦିଲ୍ଲୀ,୨୬।୪: ଆମେରିକା ପଠାଇଥିବା ୩୧୮ଟି ଅକ୍ସିଜେନ କନ୍‌ସେନ୍‌ଟ୍ରେଟର୍‌ ସୋମବାର ଭାରତରେ ପହଞ୍ଚିଛି। ନ୍ୟୁୟର୍କ ବିମାନ ବନ୍ଦରରୁ ଏୟାର ଇଣ୍ଡିଆ ବିମାନ ଯୋଗେ ଏହି ଅକ୍ସିଜେନ କନ୍‌ସେନ୍‌ଟ୍ରେଟର ଦିଲ୍ଲୀରେ ପହଞ୍ଚି ଥିବା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏହି…

ପିଏମ୍‌ କେୟାର ଫଣ୍ଡ୍‌କୁ ବିଦେଶୀ ଖେଳାଳି ଦେଲେ ୩୭ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୨୬।୪ : କୋଭିଡ୍‌-୧୯ ମହାମାରୀ ସହ ଲଢ଼େଇ ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍‌କୁ ଅଷ୍ଟ୍ରେଲିଆନ ପେସର ଓ କୋଲକାତା ନାଇଟ୍‌ ରାଇଡର୍ସ ଷ୍ଟାର ପାଟ କୁମିନ୍ସ ସୋମବାର ୫୦ ହଜାର ଆମେରିକୀୟ ଡଲାର ଦାନ କରିଛନ୍ତି। ଏହାର ମୂଲ୍ୟ ଭାରତୀୟ ମୁଦ୍ରାରେ…

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ ଯୋଗୁ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ନିର୍ବାଚନ ଆୟୋଗ ଅଫିସରଙ୍କ ପକ୍ଷରୁ ଅନୁମତି…

ସାବଧାନ! ଦିନକୁ ଚିହ୍ନଟ ହେବେ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ: ନୀତି ଆୟୋଗ…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପ୍ରତି ଦିନ ୩ ଲକ୍ଷ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ତେବେ ଏବେ କରୋନାର ଟ୍ରେଲର ଚାଲିଛି। ପୂରା ଫିଲ୍ମ ବାକି ରହିଛି ବୋଲି…

ଏପ୍ରିଲ ୨୭ରୁ ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା

ବେଙ୍ଗାଲୁରୁ,୨୬।୪: କରୋନାର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିଛି। କ୍ରମାଗତ କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଏବଂ ମୃତ୍ୟୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। କର୍ନାଟକରେ କରୋନା ସଂକ୍ରମଣର ବେଗରେ ବ୍ରେକ ଲଗାଇବା ପାଇଁ ଏପ୍ରିଲ ୨୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri