ଫଡ୍ନବିସ୍ଙ୍କୁ କରୋନା
ମୁମ୍ବାଇ, ୨୫ା୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ପ୍ରଚାର ମଙ୍ଗ ଧରିଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ଙ୍କୁ କରୋନା ଆକ୍ରାନ୍ତ କରିଛି। ଏବେ ସେ ଆଇସୋଲେଶନରେ ଥିବା ଭାଜପା ପକ୍ଷରୁ ଟୁଇଟର ମାଧ୍ୟମରେ ଦର୍ଶାଯାଇଛି। ଫଡ୍ନବିସ୍ ମଧ୍ୟ...
ନିର୍ଯାତନାକୁ ବିରୋଧ କରିବାରୁ ନାବାଳିକାଙ୍କୁ ଗୁଳିକରି ହତ୍ୟା
ଫିରୋଜାବାଦ, ୨୫ା୧୦: ନିର୍ଯାତନାକୁ ବିରୋଧ କରିବାରୁ ଉତ୍ତରପ୍ରଦେଶର ଫିରୋଜାବାଦରେ ଜଣେ ନାବାଳିକା (୧୬)ଙ୍କୁୁ ଗୁଳିକରି ହତ୍ୟା କରାଯାଇଛି। ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ନାବାଳିକା ଇନ୍ଷ୍ଟିଚ୍ୟୁଟ୍ରୁ ଫେରିବାବେଳେ ୩ ଯୁବକ କମେଣ୍ଟ ମାରିବା ସହ ବିିଭିନ୍ନ ପ୍ରକାର ନିର୍ଯାତନା ଦେଇଆସୁଥିଲେ ବୋଲି...
ଏଲ୍ଏସିରେ ହେବ ୪୭ ଆଉଟ୍ପୋଷ୍ଟ
ନୂଆଦିଲ୍ଲୀ, ୨୫ା୧୦: ଏଲ୍ଏସିକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଥମିବାର ନାଁ ନେଉନାହିଁ। କୂଟନୈତିକ ଆଲୋଚନା ପରେ ଆଲୋଚନା ହେଉଥିଲେ ହେଁ କୌଣସି ସୁଫଳ ମିଳୁନି। ଏଭଳି ସ୍ଥିତିରେ ଦୁଇଦେଶ ମୁହାଁମୁହିଁ ଅବସ୍ଥାରେ ଅଛନ୍ତି। ବିଶେଷକରି ଗଲ୍ଓ୍ବାନରେ...
ହାଥ୍ରସ ମାମଲାର ତଦନ୍ତ କରୁଥିବା ଡିଆଇଜିଙ୍କ ସ୍ତ୍ରୀ ମୃତ
ଲକ୍ଷ୍ନୌ, ୨୫ା୧୦: ଉତ୍ତରପ୍ରଦେଶର ବହୁ ଚର୍ଚ୍ଚିତ ହାଥ୍ରସ ଗଣବଳାତ୍କାର ଓ ହତ୍ୟା ମାମଲାର ତଦନ୍ତ କରୁଥିବା ଡିଆଇଜି ଚନ୍ଦ୍ରପ୍ରକାଶଙ୍କ ସ୍ତ୍ରୀ ପୁଷ୍ପା ପ୍ରକାଶ (୩୬)ଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଶନିବାର ମିଳିଛି। ଲକ୍ଷ୍ନୌର ସୁଶାନ୍ତ ଗଲ୍ଫ ସିଟି...
ଗୋଟିଏ ପରିବାରର ୬ ଭଉଣୀ ବୈଜ୍ଞାନିକ, ବିଦେଶରେ ୪ ଜଣ ଭାରତକୁ ଦେଇଛନ୍ତି ଗୌରବ
ବର୍ତ୍ତମାନ ସମୟରେ ଝିଅମାନେ ପୁଅମାନଙ୍କଠାରୁ କୌଣସି କ୍ଷେତ୍ରରେ କମ୍ ନୁହନ୍ତି। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଗୋଟିଏ ପରିବାରର ୬ ଭଉଣୀ। ଜାଣି ଆଶ୍ଚର୍ଯ୍ୟ ହେବେ ଉକ୍ତ ପରିବାରର ଜଣେ କି ଦୁଇଜଣ ନୁହନ୍ତି, ୬ ଝିଅ ହେଉଛନ୍ତି ବୈଜ୍ଞାନିକ।...
ବିଚ୍ ରାସ୍ତାରେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ଛେଚିଲେ ମହିଳା: ଭିଡିଓ ଭାଇରାଲ
ମୁମ୍ବାଇ, ୨୪।୧୦- ଜଣେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ମାଡ ମାରିଛନ୍ତି ମହିଳା। ବିଚ୍ ରାସ୍ତା ଉପରେ ମହିଳା ଜଣକ ଟ୍ରାଫିକ ପୋଲିସଙ୍କ କାଲର ଧରି ମାଡ ମାରିଥିବା ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି...
ଉତ୍ତରପ୍ରଦେଶ: ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ କଲେ ଆତ୍ମହତ୍ୟା
ଲକ୍ଷ୍ନୌ,୨୪।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତରେ ସାମିଲ ଥିବା ୟୁପି ପୋଲିସର ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ ଶନିବାର ଆତ୍ମହତ୍ୟା କରିଛନ୍ତି। ଖବରପାଇ ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ସେ କାହିଁକି ଆତ୍ମହତ୍ୟା କରିଛନ୍ତି...
ସାବଧାନ! ଏଣିକି ଘରେ କୁକୁର ରଖିଲେ କରିବାକୁ ପଡ଼ିବ ଲାଇସେନ୍ସ, ଜାଣନ୍ତୁ ଏ ବାବଦରେ କେତେ ଅର୍ଥ ଦେବାକୁ ପଡ଼ିବ
ଡେରାଡୁନ,୨୪ା୧୦: ଏଣିକି ଘରେ କୁକୁର ରଖିବାକୁ ହେଲେ ଲାଇସେନ୍ସ କରିବାକୁ ପଡ଼ିବ। ଯଦି ଆପଣଙ୍କ ଘରେ କୁକୁର ଅଛି ଆଉ ଆପଣ ଏଥିପାଇଁ ଲାଇସେନ୍ସ କରିନାହାନ୍ତି ଏଥିପାଇଁ ଆପଣଙ୍କୁ ଜରିମାନା ପଡ଼ିପାରେ। ଉତ୍ତରାଖଣ୍ଡର ଡେରାଡୁନ ମହାନଗର ନିଗମ ପକ୍ଷରୁ ଏପରି...
ପୁଣି ବିହାର ନିର୍ବାଚନରେ ବାଧକ ସାଜିଲା କରୋନା ଭାଇରସ
ପାଟନା,୨୪ ।୧୦: ବିହାର ନିର୍ବାଚନ ପାଖେଇ ଆସୁଥିବା ବେଳେ ଏନ୍ଡିଏର ଜଣେ ପରେ ଜଣେ ଷ୍ଟାର ପ୍ରଚାରକ କରୋନା ସଂକ୍ରମଣ ହେବା ଚିନ୍ତା ବଢାଇ ଦେଇଛି । ଦୁଇଦିନ ପୂର୍ବରୁ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କରୋନାରେ ପୀଡ଼ିତ ହୋଇଥିବା...
ଚାହୁଁଚାହୁଁ ବର୍ଷା ପାଣିରେ ବୁଡ଼ିଗଲା କାର୍: ୧୫ ଦିନର ଶିଶୁଙ୍କୁ କରାଗଲା ଉଦ୍ଧାର, ଭିଡ଼ିଓ ଭାଇରାଲ
ବେଙ୍ଗାଲୁରୁ, ୨୪।୧୦: ବେଙ୍ଗାଲୁରୁରେ ପ୍ରବଳ ବର୍ଷା ଜାରି ରହିଛି। ଏବେ ଏଠାକାର ଏକ ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ରାସ୍ତାରେ ଏକ ଲାଲ୍ ରଙ୍ଗର କାର ପ୍ରବଳ ବର୍ଷା ପାଣିରେ ଚାହୁଁଚାହୁଁ ବୁଡ଼ି ଯାଉଥିବାର ଦେଖିବାକୁ ମିଳୁଛି।...
ବିହାରରେ ଚାଲିଛି ଚୋରା ମଦ ବେପାର: ନୀତିଶଙ୍କୁ ସବୁ ଜଣା ବୋଲି ଅଭିଯୋଗ କଲେ ଚିରାଗ
ପାଟନା, ୨୪।୧୦: ବିହାରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ଏଲ୍ଜେପି ମୁଖ୍ୟ ଚିରାଗ ପାସଓ୍ବାନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଟାର୍ଗେଟ୍ କରିଛନ୍ତି। ଚିରାଗ କହିଛନ୍ତି ବିହାରରେ ଚୋରା ମଦ ବେପାର ଚାଲିଛି। ଏସମ୍ପର୍କରେ ନୀତିଶଙ୍କୁ ସବୁ ଜଣା। ମାତ୍ର...
ବୁଦ୍ଧି ଶିଖିଲେ ଓଲି: ଅପଲୋଡ୍ କଲେ ନେପାଳର ପୁରୁଣା ମାନଚିତ୍ର
ନୂଆଦିଲ୍ଲୀ, ୨୪।୧୦: ନେପାଳର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ବୁଦ୍ଧି ଶିଖିଛନ୍ତି। ଚାଇନା ସହିତ ବନ୍ଧୁତା କରିବା ତାଙ୍କୁ ମହଙ୍ଗା ପଡ଼ିଛି। ଭାରତୀୟ ର’ ମୁଖ୍ୟ ସାମନ୍ତ କୁମାର ଗୋଏଲ୍ଙ୍କୁ ଭେଟିବା ପରେ ଓଲିଙ୍କ ସ୍ବରରେ ପରିବର୍ତ୍ତନ ଆସିଛି। ଭାରତ...
Archives


