ଜାତୀୟ

୧୮ ଜିଲାରେ ଘରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ମନା: ଯିବାକୁ ପଡ଼ିବ ଆଇସୋଲେଶନ ସେଣ୍ଟର…

ମୁମ୍ବାଇ,୨୫।୫: ଏବେ କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଘରେ ନ କରାଯିବାକୁ ମହାରାଷ୍ଟ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ପଜିଟିଭ୍‌ ହେଲେ ଆକ୍ରାନ୍ତଙ୍କୁ ଆଇସୋଲେଶନ ସେଣ୍ଟର ଯିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର କହିଛନ୍ତି। ରାଜ୍ୟର ୧୮ ଜିଲାରେ ଏହି…

ପଳାତକ ଚୋକ୍‌ସି ଆଣ୍ଟିଗୁଆରୁ ଫେରାର୍‌…

ନୂଆଦିଲ୍ଲୀ,୨୫।୫: କୋଟି କୋଟି ଟଙ୍କାର ବ୍ୟାଙ୍କ ଅର୍ଥ ହେର୍‌ଫେର୍‌ କରିଥିବା ପଳାତକ ଘୋଷିତ ହୋଇଥିବା ମେହୁଲ ଚୋକ୍‌ସି ଆଣ୍ଟିଗୁଆରୁ କୌଣସି ଗୁପ୍ତ ସ୍ଥାନକୁ ଚାଲିଯାଇଛନ୍ତି। ସେ କ୍ୟୁବାକୁ ଯାଇଥିବାର ସନ୍ଦେହ କରାଯାଉଛି। ଚୋକ୍‌ସିଙ୍କୁ ଭାରତକୁ ପ୍ରତ୍ୟାର୍ପଣ କରିବା ଲାଗି ସମସ୍ତ କାର୍ଯ୍ୟ…

ରାସ୍ତାରେ କରୋନା ଟେଷ୍ଟ: ବିରୋଧ କରିବାରୁ ମାଡ଼ ମାରିଲେ ସ୍ବାସ୍ଥ୍ୟ ଅଧିକାରୀ

ବେଙ୍ଗାଲୁରୁ,୨୫।୫: ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ଲକ୍‌ଡାଉନ୍‌ ସମୟରେ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ସହ ର୍ଦୁବ୍ୟବହାର କରାଯାଇଥିବା ଘଟଣା ଅନେକ ଥର ସାମ୍ନାକୁ ଆସିଛି। ହେଲେ ଏବେ କର୍ନାଟକର ନଗରଥପେଟରୁ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାର ଏକ ଭିଡିଓ…

କୋଭିଡ ଚିକିତ୍ସାରେ ଏବେ ସାମିଲ ହେବ ଆୟୁର୍ବେଦିକ ଚିକିତ୍ସା: ମାଗଣାରେ ରୋଗୀଙ୍କୁ ବଣ୍ଟାଯିବ ୧ଲକ୍ଷ କରୋନିଲ୍‌ କିଟ୍‌

ଚଣ୍ଡିଗଡ଼,୨୫।୫: ଗୋଟିଏ ପଟେ ଯୋଗ ଗୁରୁ ବାବା ରାମଦେବ କ୍ରମାଗତ ଭାବେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ହରିଆଣାରେ କରୋନା ରୋଗୀଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କରୋନା ରୋଗୀଙ୍କ ଶୀଘ୍ର ଆଶୁ ଆରୋଗ୍ୟ ପାଇଁ…

୨୬ ମେ’ରୁ ଭାରତରେ ବନ୍ଦ ହେବ କି ଫେସବୁକ୍‌-ଟୁଇଟର-ଇନଷ୍ଟାଗ୍ରାମ୍‌ …

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତରେ କାରବାର କରୁଥିବା ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ପାଇଁ କେତେକ ନିୟମ ପାଳନ କରିବା ଲାଗି ମାର୍ଗଦର୍ଶିକା ଜାରି ହୋଇଥିଲା। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ୩ ମାସର ସମୟ ମଧ୍ୟ ଦିଆଯାଇଥିଲା।…

ଲିଭ୍‌ଇନ୍‌ରେ ଲଢ଼େଇ, ବୃଦ୍ଧଙ୍କୁ ରାସ୍ତାରେ ନିସ୍ତୁକ ପିଟିଲେ ମହିଳା…

ମୁଜାଫରପୁର,୨୫।୫: ଜଣେ ବୃଦ୍ଧଙ୍କ ପାଇଁ ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ରହିବା ମହଙ୍ଗା ପଡ଼ିଛି। କୌଣସି କାରଣରୁ ବୃଦ୍ଧ ଏବଂ ତାଙ୍କ ସହିତ ଲିଭ୍‌ଇନ୍‌ରେ ରହୁଥିବା ମହିଳାଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ପରିସ୍ଥିତି ଭୟଙ୍କର ହୋଇଥିଲା। ଶେଷରେ ଘର କଥା ଦାଣ୍ଡକୁ ଆସିଛି। ମହିଳା…

କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଡବ୍ଲ୍ୟୁଏଚ୍‌ଓରେ ଦାଖଲ ହୋଇଛି: ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୨୫।୫: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁ ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଦେଶରେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକାକୁ ସାର୍ବଜନୀକ ଟିକାକରଣ ଅଭିଯାନରେ ସାମିଲ କରାଯାଇଛି। ତେବେ ଭାରତ ବାୟୋଟେକ୍‌…

ସିବିଆଇ ମୁଖ୍ୟ ଲାଗି ସଂକ୍ଷିପ୍ତ ତାଲିକାରେ ୩ ଅଧିକାରୀ

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ମୁଖ୍ୟ ଚୟନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନ ବିଚାରପତି ଏନ୍‌.ଭି. ରମାନା ଏବଂ ବିରୋଧୀ…

ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ ସ୍ମାର୍ଟଫୋନ୍‌ କିମ୍ବା ଇଣ୍ଟରନେଟ ସୁବିଧା ଅଭାବରୁ କୋଓ୍ବିନ ଡିଜିଟାଲ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ କରିପାରୁ…

ମୃତ୍ୟୁ ପ୍ରମାଣପତ୍ର ନୀତି ଉପରେ କେନ୍ଦ୍ରକୁ ଜବାବ ତଲବ

ନୂଆଦିଲ୍ଲୀ, ୨୫।୫(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କଲାବେଳେ ସମାନ ନୀତି ଓ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନର ଅବଲମ୍ବନ କରାଯିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଅନେକ ସମୟରେ ମୃତ୍ୟୁର କାରଣ ହୃଦ୍‌ଘାତ…

ଥାନାରେ ପ୍ରଥମ ରାତି କାଟିଲେ ବର-କନ୍ୟା

ଅହମ୍ମଦାବାଦ, ୨୫।୫: ରାଜସ୍ଥାନର ଭରତପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ବିବାହ ସମାରୋହରେ ବରଯାତ୍ରୀଙ୍କ ଝଗଡା ଯୋଗୁ ବର-କନ୍ୟାଙ୍କୁ ଥାନାରେ ପ୍ରଥମ ରାତି କାଟିବାକୁ ପଡିଛି। ଏହି ବରଯାତ୍ରୀରେ ଆସିଥିବା ଲୋକେ ଟ୍ରେନରେ ମଦ୍ୟପାନ କରିଥିଲେ। ସେମାନେ କେବଳ…

୫୭% ଟିକା ବ୍ୟବହାର, ବାକି ଯାଉଛି କୁଆଡ଼େ

ନୂଆଦିଲ୍ଲୀ, ୨୫ା୫: ଦେଶରେ ଆବଶ୍ୟକ କୋଭିଡ୍‌ ଭାକ୍ସିନ ଅଭାବରୁ ଟିକାକରଣ କାର୍ଯ୍ୟକ୍ରମ ଆଶାନୁରୂପ ଆଗେଇ ପାରୁନାହିଁ। ଏପରିକି ବିଭିନ୍ନ ରାଜ୍ୟରେ ଅନେକ ଟିକାଦାନ କେନ୍ଦ୍ର ବନ୍ଦ ହୋଇଗଲାଣି। ଟିକା ଅଭାବକୁ ନେଇ ସରକାର ସମାଲୋଚିତ ହୋଇଛନ୍ତି। ତେବେ ସୋମବାର କେରଳ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?