ବିହାର ବିଧାନସଭା ନିର୍ବାଚନରେ ଭାଜପାର ୧୧ ସଂକଳ୍ପ: ମାଗଣା କରୋନା ଟିକା-୧୯ଲକ୍ଷଙ୍କୁ ନିଯୁକ୍ତି
ପାଟନା, ୨୨।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ୧୧ ସଂକଳ୍ପ ଥିବା ଘୋଷଣା ପତ୍ର ଗୁରୁବାର ଜାରି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପସ୍ଥିତିରେ ଘୋଷଣା ପତ୍ର ଜାରି କରାଯାଇଛି। ଏହି ଅବସରରେ ରାଜ୍ୟ ଭାଜପା ଅଧ୍ୟକ୍ଷ...
ଖୋଲିଲା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’: ପେନସନ ନେବାକୁ ଭାରତ ଆସିଲେ ୨୩୮ ନେପାଳ ନାଗରିକ
ଡେରାଡୁନ୍, ୨୨।୧୦: ଭାରତ ନେପାଳ ମଧ୍ୟରେ ଥିବା ଅନ୍ତର୍ଜାତୀୟ ଝୁଲାପୋଲ ‘ଧାରଚୁଲା’କୁ ୩ ଦିନ ପାଇଁ ଖୋଲା ଯାଇଛି। ଏହାକୁ ଶୁକ୍ରବାର ପୁଣି ବନ୍ଦ କରି ଦିଆଯିବ। ଭାରତରେ ଥିବା ନେପାଳର ନାଗରିକ ଏବଂ ନେପାଳରେ ବାସ କରୁଥିବା ଭାରତୀୟ...
ନୌସେନାରେ ସାମିଲ ହେଲା କଓ୍ବରାତ୍ତିି
ବିଶାଖାପଟ୍ଟନମ୍, ୨୨।୧୦: ଏଲ୍ଏସି ଏବଂ ଏଲ୍ଓସିରେ ଉତ୍ତେଜନା ବଢୁଥିବାବେଳେ ଭାରତ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛି। ଏହି ମର୍ମରେ ବୁଡ଼ା ଜାହାଜ କଓ୍ବରାତ୍ତିିକୁ ଗୁରୁବାର ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମ୍ ସ୍ଥିିତ ନାଭାଲ ଡକୟାର୍ଡରେ ନୌସେନାରେ ସାମିଲ କରାଯାଇଛି। ସେନା...
ସିବିଆଇକୁ ମହାରାଷ୍ଟ୍ର ମନା
ମୁମ୍ବାଇ,୨୨ା୧୦: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏଣିକି ମହାରାଷ୍ଟ୍ର ସରକାରଙ୍କ ବିନା ଅନୁମତିରେ ରାଜ୍ୟକୁ ଯାଇ କୌଣସି ମାମଲାର ତଦନ୍ତ କରିପାରିବ ନାହିଁ। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ବୁଧବାର ସିବିଆଇର ବାଟ ବନ୍ଦ କରିଦେଇଛନ୍ତି। ମହାରାଷ୍ଟ୍ରର ମହାବିକାଶ ଅଘାଡ଼ି ସରକାର...
ଚାଇନା ସୈନ୍ୟଙ୍କୁ ଛାଡ଼ିଦେଲା ଭାରତ
ନୂଆଦିଲ୍ଲୀ,୨୨ା୧୦: ପୂର୍ବ ଲଦାଖର ଡେମ୍ଚୋକ୍ ସେକ୍ଟର ସଂଲଗ୍ନ ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ସୋମବାର ଧରାପଡ଼ିଥିବା ଚାଇନା ସୈନ୍ୟଙ୍କୁ ଭାରତୀୟ ସେନା ଛାଡ଼ିଦେଇଛି। କେନ୍ଦ୍ର ସରକାରଙ୍କ ସୂତ୍ରରୁ କୁହାଯାଇଛି ଯେ, କର୍ପୋରିଆଲ ଓ୍ବାଙ୍ଗ୍ ୟା ଲୋଙ୍ଗ୍ଙ୍କୁ ପଟ୍ରୋକଲ ଅନୁସାରେ ପଚରାଉଚରା କରାଯାଇଥିଲା।...
ରାହୁଲଙ୍କୁ ଭେଟିଲେ ଗିରଫ ସିଦ୍ଦିକ କାପ୍ପାନଙ୍କ ସ୍ତ୍ରୀ
ଥିରୁଭାନନ୍ତପୁରମ୍, ୨୨ା୧୦: ହାଥ୍ରସରେ ପୀଡ଼ିତା ପରିବାରକୁ ଭେଟିବା ଲାଗି ଯିବା ବାଟରେ ଉତ୍ତରପ୍ରଦେଶ ପୋଲିସ କେରଳର ଖବରଦାତା ସିଦ୍ଦିକ କାପ୍ପାନଙ୍କ ସହ ଅନ୍ୟ ୩ ଜଣଙ୍କୁ ଗିରଫ କରିଥିଲା। ଇସ୍ଲାମିକ୍ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ ଓ...
କମଳନାଥଙ୍କୁ ଇସି ନୋଟିସ
ନୂଆଦିଲ୍ଲୀ, ୨୨ା୧୦: ମଧ୍ୟପ୍ରଦେଶର ମନ୍ତ୍ରୀ ଇମର୍ତ୍ତୀ ଦେବୀଙ୍କ ବିରୋଧରେ ‘ଆଇଟମ୍’ ମନ୍ତବ୍ୟ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଳନାଥଙ୍କୁ ନିର୍ବାଚନ ଆୟୋଗ (ଇସି) ବୁଧବାର ନୋଟିସ ଜାରି କରିଛନ୍ତି। ନୋଟିସ ପାଇବାର ୪୮ ଘଣ୍ଟା ମଧ୍ୟରେ ଏନେଇ...
‘କୋଭିରାପ୍’କୁ ଆଇସିଏମ୍ଆର୍ ସ୍ବୀକୃତି
ନୂଆଦିଲ୍ଲୀ, ୨୨ା୧୦ (ଆଇଏଏନ୍ଏସ୍): କରୋନା ସଂକ୍ରମଣ ଚିହ୍ନଟ ଲାଗି ଆଇଆଇଟି ଖଡ଼ଗପୁରର ଗବେଷକଙ୍କ ଦ୍ୱାରା ଏକ ରୋଗ ନିରୂପଣ ଯନ୍ତ୍ର (ଡାଇଗ୍ନୋଷ୍ଟିକ୍ ଟେଷ୍ଟ ମେଶିନ) ବିକଶିତ କରାଯାଇଛି। ଏହାର ନାମ ‘କୋଭିରାପ୍’ ରଖାଯାଇଥିବାବେଳେ ଇଣ୍ଡିଆନ୍ କାଉନ୍ସିଲ ଅଫ୍ ମେଡିକାଲ ରିସର୍ଚ୍ଚ...
ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କର ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୨ତାରିଖରେ ଜନ୍ମଦିନ । ଏହି ଅବସରରେ ଦେଶର ନେତା, ମନ୍ତ୍ରୀ ତଥା ସମସ୍ତ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛା ବାର୍ତ୍ତା ଆସୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉତ୍ତରପ୍ରଦେଶ...
ଆର୍ଟିଆଇ: ଉଦାସୀନତାରୁ ଅଚଳାବସ୍ଥା
ନୂଆଦିଲ୍ଲୀ,୨୨ା୧୦: ସୂଚନା ଅଧିକାର (ଆର୍ଟିଆଇ) ଆଇନ ପ୍ରଣୟନ ହେବାର ୧୫ ବର୍ଷ ବିତିଗଲାଣି। କିନ୍ତୁ ଏହା ଲୋକଙ୍କ କାମରେ କେତେ ଆସିପାରୁଛି। ଏହି ପ୍ରଶ୍ନ ଏଇଥିପାଇଁ ଉଠୁଛି ଯେ, କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନଗୁଡ଼ିକରେ...
୨୦୧୯ରେ ୧.୧୬ ଲକ୍ଷ ଶିଶୁ ମୃତ
ନୂଆଦିଲ୍ଲୀ, ୨୨ା୧୦: ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ବିଶ୍ୱରେ ଏହାର ପ୍ରଭାବ ବଢ଼ିି ବିଭିନ୍ନ ସମସ୍ୟା ଦେଖାଯାଉଛି। ଭାରତରେ ବାୟୁ ପ୍ରଦୂଷଣ ଉଗ୍ରରୂପ ଧାରଣ କରିଥିବାବେଳେ ଏହାର ପ୍ରଭାବରେ ୨୦୧୯ରେ ୧.୧୬ ଲକ୍ଷ ଶିଶୁଙ୍କ ପ୍ରାଣହାନି ଘଟିଥିବା ଏକ ରିପୋର୍ଟରୁ...
ଏଲ୍ଏସିରେ ଲ୍ୟାଣ୍ଡମାଇନ ବିଛାଉଛି ଚାଇନା
ନୂଆଦିଲ୍ଲୀ,୨୨ା୧୦: ଭାରତ-ଚାଇନା ସୀମା ବିବାଦ ଥମିବାର ନାଁ ନେଉନାହିଁ। ଗତ ଜୁନ୍ ମାସରୁ ଦୁଇଦେଶ ମୁହଁାମୁହିଁ ଅବସ୍ଥାରେ ଥିବାବେଳେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ଲ୍ୟାଣ୍ଡମାଇନ୍ ବିଛାଇବା ଆରମ୍ଭ କରିଛି। ଲ୍ୟାଣ୍ଡମାଇନ୍ ପାଇଁ ପିଏଲ୍ଏ...
Archives


