ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି
ବୁଲନ୍ଦସହର,୮।୧: ଉତ୍ତରପ୍ରଦେଶର ବୁଲନ୍ଦସହରରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତକଙ୍କ ବୟସ ୪୫ରୁ ୬୦ ବର୍ଷ ମଧ୍ୟରେ ହେବ ବୋଲି ଜଣାପଡିଛି। ଅନ୍ୟ ୧୬ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କର୍ତ୍ତବ୍ୟରେ ଅବହେଲା କରିଥିବା…
ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍ଫି ନେଇ ଲାଇଭ୍ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …
ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ…
ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ଜକିଉର ରହମାନ ଲଖଭିଙ୍କୁ ଟେରର ଫଣ୍ଡିଂ ମାମଲାରେ ୧୫ ବର୍ଷ ଜେଲ
ଇସ୍ଲାମାବାଦ,୮ ।୧: ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତଥା ଲସ୍କର-ଇ-ତୋଏବାର କମାଣ୍ଡର ଜକିଉର ରହମାନ ଲଖଭିଙ୍କୁ ପାକିସ୍ତାନର ଏକ କୋର୍ଟ ଟେରର ପଣ୍ଡିଂ ମାମଲାରେ ୧୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଗତ କିଛିଦିନ ହେବ ଆତଙ୍କବାଦୀ ସଙ୍ଗଠନକୁ ଟଙ୍କା…
କରୋନା ଭାଇରସ ନୂଆ ଷ୍ଟ୍ରେନ୍ ପୀଡ଼ିତଙ୍କ ସଂଖ୍ୟା ୮୨କୁ ବୃ୍ଦ୍ଧି: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୮ ।୧:କରୋନା ଭାଇରସର ପ୍ରଥମ ପର୍ଯ୍ୟାୟ ଶେଷ ହୋଇ ନ ଥିବା ବେଳେ ବ୍ରିଟେନରୁ ଆସିଥିବା ନୂଆ ଷ୍ଟ୍ରେନରେ ପାଖାପାଖି ୮୨ ଜଣ ସଂକ୍ରମିତ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏପଟେ ଦେଶର…
ୟୁରୋପର ଭ୍ରମ ସୃଷ୍ଟି କରୁଛି ଭାରତର ଏହି ଗାଁ, ଆଶ୍ଚର୍ଯ୍ୟ ହେଉଛନ୍ତି ଲୋକେ
ନିକଟରେ କେରଳରେ ଏପରି ଏକ ପାର୍କ ନିର୍ମାଣ କରାଯାଇଛି, ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। କହୁଛନ୍ତି ଏହା ଆମ ଭାରତ ନା ୟୁରୋପ? ଏହା ମଧ୍ୟ ଦେଇ ଗାଡ଼ି ଚଳାଚଳ ପାଇଁ ଅନୁମତି ନାହିଁ। କେବଳ ଏଥିରେ ଲୋକମାନେ ଚାଲି…
କରୋନା ନୂଆ ଷ୍ଟ୍ରେନ୍ ମଧ୍ୟରେ ୨୫୬ ଯାତ୍ରୀଙ୍କୁ ନେଇ ବ୍ରିଟେନରୁ ଭାରତ ପହଞ୍ଚିଲା ପ୍ରଥମ ବିମାନ
ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍ ଏବେ ବ୍ୟାପିବାରେ ଲାଗିଛି । ଏହାକୁ ଦେଖି ବ୍ରିଟେନ ସରକାର ଦେଶରେ ଲକ୍ଡାଉନ ଜାରି କରିଛନ୍ତି । ହେଲେ ଏହାରି ଭିତରେ ଭାରତ ସରକାର ବ୍ରିଟେନ ବିମାନସେବା ଉପରେ ଲାଗିଥିବା ପ୍ରତିବନ୍ଧକକୁ…
ବ୍ରିଟେନ ବିମାନ ସେବା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ କେଜରିୱାଲଙ୍କ ଅନୁରୋଧ
ନୂଆଦିଲ୍ଲୀ,୮ ।୧: ବ୍ରିଟେନରେ କରୋନା ଭାଇରସର ନୂଆ ଷ୍ଟ୍ରେନ୍ ଆସିବା ପରେ ଏହା ଏବେ ଅନ୍ୟ ଦେଶକୁ ବି ବ୍ୟାପି ସାରିଲାଣି । ଭାରତରେ ଏମିତି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଦେଶବାସୀଙ୍କ ଚିନ୍ତା ବଢାଇ ଦେଇଛି ।…
ମୋଦି ପ୍ରଥମେ ନିଅନ୍ତୁ କରୋନା ଭ୍ୟାକ୍ସିନ ତା’ପରେ ଆମେ ନେବୁ: ତେଜପ୍ରତାପ
ପାଟନା,୮ ।୧: କରୋନା ଭାଇରସ ସଂକ୍ରମଣ ଲୋକଙ୍କ ମନରେ ଯେତିକି ଭୟ ସୃଷ୍ଟି କରିଥିଲା ଏହାର ଭ୍ୟାକ୍ସିନ ବା ଟିକା ଆସିବା ପରେ ଲୋକଙ୍କ ମନରେ ସେତିକି ଉତ୍ସାହ ପରିଲକ୍ଷିତ ହୋଇଛି । ହେଲେ ଏବେ ଏହି କରୋନା ଭ୍ୟାକ୍ସିନକୁ ନେଇ…
ପରିବାର ଲୋକେ ନୃତ୍ୟ ଶିଖିବାକୁ ମନା କରିବାରୁ ଏମିତି କାଣ୍ଡ ଘଟାଇଲେ ୧୦ମ ଣ୍ରେଣୀ ଛାତ୍ରୀ
ଜୟପୁର, ୮।୧: ରାଜସ୍ଥାନର ଧୋଲପୁର ଜିଲାର ଏକ ସରକାରୀ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ନିଜ ଘରେ ନୃତ୍ୟ ଅଭ୍ୟାସ କରୁଥିଲେ। ଏ ନେଇ ମା’ବାପା ତାଙ୍କୁ ଗାଳିଗୁଲଜ କରୁଥିଲେ। ଏହି କାରଣରୁ ନାବାଳିକା ଝିଅ ଘର ଛାଡି ଚାଲିଯାଇଛନ୍ତି। ମା’ବାପା…
ବିଷାକ୍ତ ମଦ ନେଲା ୪ ଜୀବନ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ବୁଲନ୍ଦସହର,୮।୧: ଉତ୍ତରପ୍ରଦେଶର ବୁଲନ୍ଦସହରରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ମଦ ପିଇବା କାରଣରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିପାଇଁ ପୋଲିସ ଷ୍ଟେଶନ ଦାୟିତ୍ୱରେ ଥିବା ଦୀକ୍ଷିତ କୁମାର ତ୍ୟାଗି, ଲାଇଟ ଇନଚାର୍ଜ ଏବଂ ଆଉଟପୋଷ୍ଟ ଇନ-ଚାର୍ଜ ଅନୋଖେ ପୁରୀଙ୍କୁ ନିଲମ୍ବିତ…
ରାଜସ୍ଥାନ ରାଜନୀତି ହଲ୍ଚଲ୍: ବସୁନ୍ଧରା ରାଜେଙ୍କୁ ଛାଡି ଅନ୍ୟ ନେତାଙ୍କୁ ଦିଲ୍ଲୀ ଡାକିଲେ ନଡ୍ଡା
ନୂଆଦିଲ୍ଲୀ,୮।୧: ଭାରତୀୟ ଜନତା ପାର୍ଟି ଜାତୀୟ ସଭାପତି ଜେପି ନଡ୍ଡା ଆଜି ରାଜସ୍ଥାନ ରାଜ୍ୟ ନେତାମାନଙ୍କୁ ଦିଲୀ ଡକାଇଛନ୍ତି। ରାଜସ୍ଥାନରେ ରାଜନୈତିକ ଆଲୋଚନା ତୀବ୍ର ହୋଇଛି। ଜେପି ନଡାଙ୍କୁ ଭେଟିବା ପାଇଁ ରାଜ୍ୟ ସଭାପତି ସତୀଶ ପୁନିଆ, ବିରୋଧୀ ଦଳର ନେତା…
ପ୍ରେମିକାଙ୍କୁ ରାସ୍ତା ମଝିରେ ଜୋର୍ରେ ଚାପୁଡା ମାରିଲେ ପ୍ରେମିକ: କାରଣ ଜାଣିଲେ…
ଅହମ୍ମଦାବାଦ,୮।୧: ଗୁଜରାଟର ଅହମ୍ମଦାବାଦର ଲ’ ଉଦ୍ୟାନ ସାମ୍ନାରେ ଏକ ଜବରଦସ୍ତ ଝଗଡା ଦେଖିବାକୁ ମିଳିଥିଲା। ରାସ୍ତାରେ ଜଣେ ଯୁବକ ରାସ୍ତା ପାର ହେଉଥିବା ଏକ ଯୁବତୀଙ୍କୁ ଚାପୁଡ଼ା ମାରିଥିଲେ। ଚାପୁଡ଼ା ମାରିବା ପରେ ମଧ୍ୟ ସମ୍ପୃକ୍ତ ଯୁବକ ତାଙ୍କୁ ମାରିବାକୁ ଉତ୍ତ୍ୟକ୍ତ…
Archives


