ଅକ୍ସିଜେନ୍ ନାହିଁ, ରୋଗୀଙ୍କୁ ଫେରାଇ ନିଅ: ହସ୍ପିଟାଲର ଅଡ଼ିଓ ଭାଇରାଲ…
ଲକ୍ଷ୍ନୌ,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଅକ୍ସିଜେନ୍ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ହସ୍ପିଟାଲ ଆସୁଥିବା ରୋଗୀଙ୍କୁ ଏବେ ଫେରିବାକୁ ପଡୁଛି। ହସ୍ପିଟାଲରେ ଅକ୍ସିଜେନ୍ ଷ୍ଟକ୍ ନ ଥିବା କହି…
କାମ ନ ଥାଇ ଘରୁ ବାହାରିଲେ ଜରିମାନା ୧୦ ହଜାର…
ମୁମ୍ବାଇ,୨୨।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ…
କରୋନାରେ ସୀତାରାମ ୟେଚୁରୀଙ୍କ ପୁଅ ଆଶିଷଙ୍କ ପରଲୋକ..
କୋଲକାତା,୨୨।୪: କରୋନାରେ ସିପିଆଇ(ଏମ୍) ନେତା ସୀତାରାମ ୟେଚୁରୀଙ୍କ ପୁଅ ଆଶିଷ ୟେଚୁରୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା। ଗୁରୁଗ୍ରାମ୍ର ମେଦାନ୍ତ ହସ୍ପିଟାଲରେ ଆଶିଷ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ପୂର୍ବରୁ ତାଙ୍କୁ ଦିଲ୍ଲୀର ହୋଲି ଫ୍ୟାମିଲି…
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ…
କୋଲକାତା,୨୨।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଷଷ୍ଠ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳ ୭ଟାଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ୪ ଜିଲ୍ଲାର ୪୩ ବିଧାନସଭା ଆସନ ଲାଗି ମତଦାନ ଜାରି ରହିଛି। ନିର୍ବାଚନ ମଇଦାନରେ ୩୦୬ ଜଣ…
ପରଲୋକରେ ଶଶାଙ୍କ ଘୋଷ
କୋଲକାତା,୨୨ା୪: ବିଶିଷ୍ଟ ବଙ୍ଗଳା କବି ପଦ୍ମଭୂଷଣ ଶଶାଙ୍କ ଘୋଷଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହେଉଥିଲା। ୧୯୩୨ ଫେବୃୟାରୀ ୫ରେ ବାଂଲାଦେଶର ଚାନ୍ଦପୁର ଜିଲାରେ ଜନ୍ମିତ ଶଶାଙ୍କ ଘୋଷ ଏକାଧିକ ରୋଗରେ ପୀଡ଼ିତ ଥିଲେ। ଏପ୍ରିଲ ୨୪ରେ ସେ…
ରାଜ୍ୟକୁ ୪୦୦ରେ କୋଭିଶିଲ୍ଡ
ନୂଆଦିଲ୍ଲୀ, ୨୨।୪: କୋଭିଶିଲ୍ଡ ଟିକା ରାଜ୍ୟ ସରକାରଙ୍କୁ ୪୦୦ ଟଙ୍କାରେ ଏବଂ ଘରୋଇ ହସ୍ପିଟାଲଗୁଡ଼ିକୁ ୬୦୦ ଟଙ୍କାରେ ଯୋଗାଇ ଦିଆଯିବ ବୋଲି ସିରମ୍ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ କେନ୍ଦ୍ର ସରକାରଙ୍କୁ ପୂର୍ବ ଭଳି ୧୫୦ ଟଙ୍କାରେ ଟିକା…
କୋଭାକ୍ସିନ ୭୮% ଫଳପ୍ରଦ
ହାଇଦ୍ରାବାଦ, ୨୨।୪: ଭାରତ ବାୟୋଟେକ୍ ପ୍ରସ୍ତୁତ ‘କୋଭାକ୍ଦିନ’ ମୋଟାମୋଟି ଭାବେ ୭୮% ଫଳପ୍ରଦ ବୋଲି ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଜଣାପଡ଼ିଛି। ତେବେ ଗୁରୁତର କୋଭିଡ୍ ରୋଗୀଙ୍କ ପାଇଁ ଏହା ୧୦୦% ଫଳପ୍ରଦ । ତୃତୀୟ ପର୍ଯ୍ୟାୟ ପରୀକ୍ଷାର ପ୍ରଥମ ବିଶ୍ଳେଷଣରୁ…
ଅକ୍ସିଜେନ୍ ଯୋଗାଣ ବନ୍ଦ କରିଦେଲେ: ୨୪ ମୃତ
ନାସିକ/ମୁମ୍ବାଇ,୨୨ା୪: ସର୍ବାଧିକ କରୋନା ପ୍ରଭାବିତ ମହାରାଷ୍ଟ୍ରରେ ଘୋର ଅକ୍ସିଜେନ ସଙ୍କଟ ଦେଖାଦେଇଥିବାବେଳେ ବୁଧବାର ନାସିକର ଏକ ହସ୍ପିଟାଲରେ ଅମ୍ଳଜାନ ଭର୍ତ୍ତି ଟ୍ୟାଙ୍କର ଲିକ୍ ହୋଇଛି। କିନ୍ତୁ ଏହାକୁ ଠିକ୍ ଭାବେ ପରିଚାଳନା କରି ନ ପାରି ଅକ୍ସିଜେନ ଯୋଗାଣ ବନ୍ଦ କରିଦେବାରୁ…
କରୋନା ଭାଙ୍ଗିଲା ରେକର୍ଡ: ଆକ୍ରାନ୍ତଙ୍କ ସଂଖ୍ୟା ଗୋଟିଏ ଦିନରେ ଟପିଲା ୩ ଲକ୍ଷ…
ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ…
ସଂକ୍ରମଣକୁ ଅଟକାଇ ପାରିବ ନାହିଁ ଟିକା
ନୂଆଦିଲ୍ଲୀ, ୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୀଷଣ ବେଗରେ ମାଡ଼ିଚାଲିଥିବାବେଳେ ଏଥିରୁ ବର୍ତ୍ତିବା ଲାଗି ଦେଶର ୩ ଜଣ ପ୍ରମୁଖ ଡାକ୍ତର ନାଗରିକମାନଙ୍କୁ କେତେକ ପରାମର୍ଶ ଦେଇଛନ୍ତି। ଏମ୍ସ ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆ, ନାରାୟଣ ହେଲ୍ଥର ଅଧ୍ୟକ୍ଷ ଡ.…
ନାଗରିକଙ୍କ ଜୀବନ ସରକାରଙ୍କ ପାଇଁ ମୂଲ୍ୟହୀନ
ନୂଆଦିଲ୍ଲୀ,୨୧।୪: ଭିକ ମାଗ, ଧାର କର କିମ୍ବା ଚୋରି କର। ଏହା ତୁମ କାମ। କିନ୍ତୁ ଅକ୍ସିଜେନ ଅଭାବ ଯୋଗୁ ଯେମିତି ନାଗରିକଙ୍କ ମୃତ୍ୟୁ ନ ହୁଏ। ବର୍ତ୍ତମାନ ପରିସ୍ଥିତ ସତ୍ତ୍ୱେ ସରକାରଙ୍କ ଚେତା ପଶୁ ନାହିଁ। ଏହା ଦର୍ଶାଉଛି ନାଗରିକଙ୍କ…
ଟିକା ନେବା ପରେ ପ୍ରତି ୧୦ ହଜାରରୁ ୨-୪ ଜଣ ଆକ୍ରାନ୍ତ ହେଉଛନ୍ତି
ନୂଆଦିଲ୍ଲୀ,୨୧।୪: ଟିକା ନେବା ପରେ କରୋନା ଖୁବ୍ କମ୍ ସଂଖ୍ୟାରେ ଲୋକେ କୋଭିଡ୍ ଆକ୍ରାନ୍ତ ହେଉଛନ୍ତି। ଆଉ ଏହା ଚିନ୍ତା ଜନକ ନୁହେଁ ବୋଲି ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଟିକା ନେବା ପରେ ଆକ୍ରାନ୍ତ ହେବାକୁ ‘ବ୍ରେକଥ୍ରୁ ଇନ୍ଫେକଶନ’…
Archives


