ଜାତୀୟ

ଭାରତରେ ପାକିସ୍ତାନଠାରୁ ବି ଖରାପ ସ୍ଥିତି

ନୂଆଦିଲ୍ଲୀ,୧୯ା୧୦: ସରକାର ଯୋଜନା ପରେ ଯୋଜନା ଗଢ଼ୁଛନ୍ତି। କିନ୍ତୁ ସେଗୁଡ଼ିକର ସୁବିଧା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁନାହିଁ। ଦୁର୍ନୀତି ଓ ବାଟମାରଣା ଯୋଗୁ ଭାରତରେ ଅନାହାର ଓ କୁପୋଷଣ ବଢ଼ିବାରେ ଲାଗିଛି। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ...

‘ଗଣତନ୍ତ୍ର ପାଇଁ ସବୁଠୁ ଖରାପ ସମୟ’

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତୀୟ ଗଣତନ୍ତ୍ର ଏବେ ସବୁଠୁ ଖରାପ ସମୟ ଦେଇ ଗତି କରୁଛି ବୋଲି ରବିବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମାଲୋଚନା କରିଛନ୍ତି। ୩ କୃଷି ଆଇନ, କୋଭିଡ୍‌-୧୯ ମହାମାରୀ, ଆର୍ଥିକ ମାନ୍ଦାବସ୍ଥା ଓ ଦଳିତଙ୍କ ଉପରେ ହେଉଥିବା...

ପାର୍ବଣରେ ବଢ଼ିପାରେ ସଂକ୍ରମଣ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ଭାରତରେ ଚଳିତ ପାର୍ବଣ ଋତୁରେ କରୋନା ସଂକ୍ରମଣ ବୃଦ୍ଧିପାଇବା ଆଶଙ୍କା ରହିଛି। ଏଥିପାଇଁ ବିଶେଷଜ୍ଞଙ୍କଠାରୁ ନେଇ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ କରିଦିଆଯାଇଛି। ନୀତି ଆୟୋଗ ବିଷେଶଜ୍ଞଙ୍କ ମତରେ ଶୀତଋତୁରେ କୋଭିଡ୍‌-୧୯ର ଦ୍ୱିତୀୟ...

ଅଶୀଳ ଭିଡିଓ ଶୁଟ୍‌ କରି ଆମେରିକୀୟ ମହିଳା ଗିରଫ

ଡେରାଡୁନ, ୧୮।୧୦: ଉତ୍ତରାଖଣ୍ଡର ଋଷିକେଶ ପ୍ରସିଦ୍ଧ ଲ୍ୟାଣ୍ଡମାର୍କ ତଥା ଲକ୍ଷ୍ମଣଝୁଲା ଉପରେ ଅଶୀଳ ଭିଡିଓ ଶୁଟ୍‌ରେ ଅଂଶଗ୍ରହଣ କରିବା ଅଭିଯୋଗରେ ଜଣେ ୩୦ ବର୍ଷୀୟା ଆମେରିକୀୟ ମହିଳାଙ୍କୁ ଗିରଫ କରାଯାଇଛି। ଏହି ସ୍ଥାନରେ ଗତ ଅଗଷ୍ଟରେ ଜଣେ ୨୭ ବର୍ଷୀୟା...

ମୋଦି ଦେଇଥିବା ସମ୍ମାନ କେବେ ଭୁଲି ପାରିବି ନାହିଁ: ଚିରାଗ

ପାଟନା,୧୮।୧୦: ବିହାର ବିଧାନସଭା ନିର୍ବାଚନର କୋଳାହଳ ମଧ୍ୟରେ ଲୋକ ଜନଶକ୍ତି ପାର୍ଟିର ରାଷ୍ଟ୍ରୀୟ ସଭାପତି ଚିରାଗ ପାଶୱାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାରମ୍ବାର ପ୍ରଶଂସା କରୁଥିବା ନଜିର ରହିଛି। ନିର୍ବାଚନ ପୂର୍ବରୁ ଚିରାଗଙ୍କ ଏହା ଏକ ଚାଲ୍‌ ବୋଲି ବିରୋଧୀ...

ପାକିସ୍ତାନକୁ ପ୍ରଶଂସା କରି ଫସିଲେ ଶଶି ଥରୁର

ନୂଆଦିଲ୍ଲୀ,୧୮।୧୦: ପୁଣି ବିବାଦରେ କଂଗ୍ରେସ ନେତା ଶଶି ଥରୁର। ପାକିସ୍ତାନର ଲାହୋର ଲିଟରେଚର୍‌ ଫେଷ୍ଟିଭାଲରେ ଯୋଗ ଦେଇ ଭାରତ ସରକାରଙ୍କୁ ନିନ୍ଦା କରି ସେ ଫସିଯାଇଛନ୍ତି। ନିକଟରେ ଲାହୋରରେ ଅନୁଷ୍ଠିତ ଲିଟରଚେର ଫେଷ୍ଟିଭାଲକୁ ସମ୍ବୋଧନ କରିବାକୁ ଯାଇ ଥରୁର ଭାରତ...

୧୦ ହଜାର ଟଙ୍କାର ବାଜି ଜିତିବା ପାଇଁ ଏମିତି ପଦକ୍ଷେପ ନେଲେ ଯୁବକ

ଲକ୍ଷ୍ନୌ,୧୮।୧୦: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଟି ଭିନ୍ନ ଟ୍ରାକ୍ଟର ଡ୍ରାଇଭର ଏକ ଉଚ୍ଚ କାଦୁଅ ଗଦା ଉପରେ ଟ୍ରାକ୍ଟର ଚଢାଇବା ପାଇଁ ୧୦ ହଜାର ଟଙ୍କା ସର୍ତ୍ତ ଲଗାଇଥିଲେ। କାଦୁଅ ଗଦା ଏତେ ଉଚ୍ଚ...

ଭାଜପା ପ୍ରାର୍ଥୀଙ୍କୁ ଆଇଟମ୍‌ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ଭୋପାଳ,୧୮।୧୦: ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। ମଧ୍ୟପ୍ରଦେଶରେ ଉପ-ନିର୍ବାଚନ ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି। ଉପନିର୍ବାଚନରେ ଲଢୁଥିବା ଭାରତୀୟ ଜନତା ପାର୍ଟିର ମହିଳା ପ୍ରାର୍ଥୀ ଇମର୍ତ୍ତୀ ଦେବୀଙ୍କ ସମ୍ପର୍କରେ କଂଗ୍ରେସ...

ଆକାଶରେ ଏହି ଭୟଙ୍କର ଦୃଶ୍ୟ ଦେଖି ଡରି ଯାଇଥିଲେ ଗ୍ରାମବାସୀ, ପରେ ଜଣାପଡ଼ିଲା ପ୍ରକୃତ କାରଣ

ଲକ୍ଷ୍ନୌ,୧୮ା୧୦: ଉତ୍ତରପ୍ରଦେଶର ଏକ ଗାଁରେ ଭୟର ବାତାବରଣ ଖେଳିଯାଇଥିଲା। ଗ୍ରାମବାସୀ ଲୁହା ଆକୃତିର କିଛି ଜିନିଷ ଆକାଶରେ ଉଡୁଥିବାର ଦେଖି ଭୟଭୀତ ହୋଇପଡ଼ିଥିଲେ। ସେମାନେ ଭାବିଥିଲେ ଯେ, ଗାଁକୁ ଏଲିଅନ ଆସିଛି। ଖବର ଅନୁଯାୟୀ, ଶନିବାର ସକାଳେ ଉତ୍ତରପ୍ରଦେଶର ଗ୍ରେଟର...

ଦେଶରେ ରୂପ ବଦଳାଇ ନାହିଁ କରୋନା ଭାଇରସ ତେଣୁ ସତର୍କତା ଜରୁରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୧୦: ଦେଶରେ କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନ କହିଛନ୍ତି ଏବେବି ଦେଶରେ କରୋନା ତା’ର ରୂପ ବଦଳାଇ ନାହିଁ । ତେଣୁ ଆମକୁ ସତର୍କ ରହିବାକୁ...

ସ୍କୁଲ ପିଲାଙ୍କ ଉପରେ ଆତଙ୍କବାଦୀଙ୍କ ନଜର: ଡିଜିପି

ଶ୍ରୀନଗର, ୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସ୍କୁଲ ପିଲାଙ୍କ ଉପରେ ନଜର ରଖୁଥିବା ଡିଜିପି ଦିଲବାଗ୍‌ ସିଂ ସୂଚନା ଦେଇଛନ୍ତି। ସ୍କୁଲ ପିଲାଙ୍କୁ ଆତଙ୍କବାଦୀ ସଂଗଠନରେ ସାମିଲ୍‌ କରାଇବା ଲାଗି ସେମାନେ ଉଦ୍ୟମ କରୁଛନ୍ତି। ଶୋପିଆନ୍‌ ଏବଂ ପୁଳଓ୍ବାମାରେ ଥିବା ମଦ୍ରାସାଗୁଡ଼ିକରେ...

ବିହାର, ମଧ୍ୟପ୍ରଦେଶ ଭୋଟର ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ବିଡେନଙ୍କ ଟିପ୍ପଣିକୁ ମନେ ରଖନ୍ତୁ: ଚିଦାମ୍ବରମ

ନୂଆଦିଲ୍ଲୀ,୧୮ ।୧୦: କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ବିହାର, ମଧ୍ୟପ୍ରଦେଶ ଓ ଦେଶର ଅନ୍ୟ ରାଜ୍ୟର ଜନତାଙ୍କୁ ଅପିଲ କରି କହିଛନ୍ତି, ଭୋଟ ଦେବା ସମୟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ ଜୋ ବିଡେନଙ୍କ ‘ବିଭାଜନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri