ଜାତୀୟ

ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଥିଲା, ସେ ଚା’ ପିଉଥିବା ନଜର ଆସିଥିଲେ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଦେବରିୟାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପରେ କୋଟଓ୍ବାଲି ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଥିଲା। ମାତ୍ର କିଛି ସମୟ ପରେ ଜଣାପଡ଼ିଲା କି ଯେଉଁ…

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ-ରାହୁଲଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଏମ୍‌ପି ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନ୍ୟାଶନାଲ ହେରାଲ୍ଡ ମାମଲାରେ ଉଭୟଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍‌ ଜାରି ହୋଇଛି। ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀଙ୍କ ଆବେଦନ ଆଧାରରେ ଏହି ନୋଟିସ୍‌…

ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ୍‌

ନୂଆଦିଲ୍ଲୀ,୨୨।୨: ଭାରତୀୟ ମିଡ଼ିଆର ବହିର୍ବ୍ୟାପାର ପ୍ରସଙ୍ଗ ଉପରେ ଦୃଷ୍ଟି ରଖୁଥିବା ଗଣମାଧ୍ୟମ ପ୍ରତିନିଧି ଏବଂ ପାକିସ୍ତାନ ହାଇକମିଶନ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ପାକିସ୍ତାନ ହାଇକମିଶନ ପଡ଼ିଆରେ ହୋଇଥିବା ଏହି ଅନୌପଚାରିକ ମ୍ୟାଚ୍‌ରେ ପାକିସ୍ତାନ ହାଇକମିଶନ ବିଜୟୀ…

ଉପଯୁକ୍ତ ନୀତି-ଉଦ୍ଦେଶ୍ୟ ଦ୍ୱାରା ଭାଗ୍ୟରେ ବି ହୋଇଥାଏ ପରିବର୍ତ୍ତନ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆସାମ ଏବଂ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଅସାମରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି ଯେ, ଉପଯୁକ୍ତ ନୀତି ଏବଂ ଉଦ୍ଦେଶ୍ୟ ଦ୍ୱାରା ଭାଗ୍ୟରେ ବି ପରିବର୍ତ୍ତନ ହୋଇଥାଏ। ପୂର୍ବରୁ କେନ୍ଦ୍ରରେ ଶାସନ କରୁଥିବା…

ଗୋଟିଏ ପରିବାରର ୪ ସଦସ୍ୟ କଲେ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଛନ୍ତି ଏମିତି କଥା…

ଜୟପୁର,୨୨।୨: ରାଜସ୍ଥାନର ସିକରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଗୋଟିଏ ପରିବାରର ୪ ସଦସ୍ୟ ଆତ୍ମହତ୍ୟା କରିଛନ୍ତି। ଏହି ପରିବାର ପୁଅ ମୃତ୍ୟୁରେ ମାନସିକ ଭାରସାମ୍ୟ ହରାଇ ଦୁଇ ଝିଅଙ୍କ ସହ ମା-ବାପା ଆତ୍ମହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତରୁ…

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଭାରତର ଲକ୍ଷ୍ୟ: ମୋଦି

ନୂଆଦିଲ୍ଲୀ,୨୨।୨: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ଲକ୍ଷ୍ୟ ନେଇ ଭାରତ ନିରନ୍ତର ଉଦ୍ୟମ ଜାରି ରଖିଛି। ପୃଥିବୀରେ ପ୍ରତିରକ୍ଷା ସାମଗ୍ରୀ ଆମଦାନୀ କ୍ଷେତ୍ରରେ ଭାରତ ଆଗରେ ରହିଛି। ତେବେ ଏବେ ଦେଶ ସ୍ବଦେଶୀ ଜ୍ଞାନକୌଶଳର ଉପଯୋଗ କରିବା ଉପରେ ଗୁରୁତ୍ୱାରୋପ କରୁଥିବା…

ଚାଷୀଙ୍କୁ ମାଗଣା ପାଣି-ଶସ୍ତା ଋଣ-ଅଯୋଧ୍ୟା ପାଇଁ ୧୪୦ କୋଟି

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ବିଧାନସଭାରେ ପ୍ରଥମ ଥର ପାଇଁ ପେପରଲେସ୍‌ ବଜେଟ୍‌ ସୋମବାର ଉପସ୍ଥାପନ କରାଯାଇଛି। ରାଜ୍ୟରେ ଚାଷୀଙ୍କୁ ଜଳସେଚନ ପାଇଁ ମାଗଣା ପାଣି ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ସୁରେଶ ଖାନ୍ନା ସୂଚନା ଦେଇଛନ୍ତି।…

ନାରାୟଣସ୍ବାମୀ ସରକାରଙ୍କ ପତନ

ପୁଡୁଚେରୀ,୨୨।୨: ସଙ୍କଟରେ ପଡ଼ିଥିବା ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ ସରକାରଙ୍କର ପତନ ଘଟିଛି। ବିଧାନସଭାରେ ହୋଇଥିବା ଶକ୍ତି ପରୀକ୍ଷାରେ ନାରାୟଣସ୍ବାମୀଙ୍କ କଂଗ୍ରେସ ସରକାର ସଂଖ୍ୟା ଗରିଷ୍ଠତା ପ୍ରମାଣିତ କରି ପାରି ନାହାନ୍ତି। ସରକାରଙ୍କ ପାଖରେ ୯ କଂଗ୍ରେସ ବିଧାୟକଙ୍କ ସମେତ ୨…

ମିଳିଲାନି ସିଗନାଲ୍‌: ଦୋଳିରେ ଚଢ଼ି ଫୋନ୍‌ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୋପାଳ,୨୨।୨: ମଧ୍ୟପ୍ରଦେଶରେ କେତେକ ଅଞ୍ଚଳରେ ମୋବାଇଲ୍‌ ସିଗନାଲ୍‌ ମିଳୁ ନ ଥିବାରୁ ଲୋକେ ହଇରାଣ ହେଉଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ବ୍ରଜେନ୍ଦ୍ର ସିଂ ଅଶୋକ ନଗର ଜିଲା ଗସ୍ତ ସମୟରେ ଏକ ଜରୁରୀ ଫୋନ୍‌ କରିବାକୁ ଚାହିଁଥିଲେ। ମାତ୍ର ସିଗନାଲ୍‌ ନ…

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆଇଇଡ଼ି ଜବତ

ଶ୍ରୀନଗର,୨୨।୨: ଜମ୍ମୁ-କଶ୍ମୀରରେ ଏକ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ନୌଗାମ୍‌ର କେନହାମ୍‌ ଅଞ୍ଚଳରେ ରେଲଓ୍ବେ କ୍ରସିଂ ନିକଟରୁ ଆଇଇଡ଼ି ଜବତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଜାତୀୟ ରାଜପଥରେ ଯାତାୟାତକୁ ବନ୍ଦ କରି ଦିଆଯାଇଛି। ଆଇଇଡ଼ିକୁ ନିଷ୍କ୍ରିୟ କରିବା ଲାଗି ସ୍ବତନ୍ତ୍ର…

ଛଗନ ଭୁଜବଳ କରୋନା ପଜିଟିଭ୍‌

ମୁମ୍ବାଇ,୨୨।୨: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସଙ୍କଟ ଦେଖାଦେଇଛି। ରାଜ୍ୟ ସରକାର ପ୍ରଭାବିତ ଅଞ୍ଚଳରେ କଟକଣାକୁ କଡ଼ାକଡ଼ି କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାରରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଥିବା ଏନ୍‌ସିପି ନେତା ଛଗ୍‌ ଭୁଜବଳଙ୍କ ନମୁନା ପରୀକ୍ଷା ରିପୋର୍ଟ…

ପୁଣି ଫେରିଲା କରୋନା: ୨୪ ଘଣ୍ଟାରେ ୮୩ ମୃତ

ନୂଆଦିଲ୍ଲୀ,୨୨।୨: ପୁଣି କରୋନା ଫେରିଛି। ଏବେ ସଂକ୍ରମଣକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ତାମିଲନାଡୁ କର୍ନାଟକ, ପଞ୍ଜାବ, ମଧ୍ୟପ୍ରଦେଶ ଆଦି ୬ଟି ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri