ଜାତୀୟ

କରୋନା ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ରାଜସ୍ଥାନରେ ଚିହ୍ନଟ ହେଲେ ୭ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଜୟପୁର,୨୦।୫: କରୋନା ସଙ୍କଟ ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଦେଇଛି। ଦେଶର ଅନେକ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେବଳ ରାଜସ୍ଥାନରେ ୭୦୦ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ସରକାର ଏବେ ଆକ୍ସନମୁଡରେ…

କୃଷକଙ୍କ ଚେତାବନୀ: ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ ସରକାର

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ପୁଣି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ସରକାର ଆମ କଥା ଶୁଣନ୍ତୁ ଏବଂ ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ। ଏହାସହ ପୁଣିଥରେ ୩…

୪ ଘଣ୍ଟାରେ ଚନ୍ଦ୍ରର ୫୦ ହଜାର ଫଟୋ ଉଠାଇ ଚର୍ଚ୍ଚାରେ ୧୬ ବର୍ଷର ବାଳକ

ପୁନେ,୨୦।୫: ନାସା ଏବଂ ଇସ୍ରୋ ପରି ସ୍ପେସ ଏଜେନ୍ସିଗୁଡ଼ିକ ଚନ୍ଦ୍ରର ଅନେକ ଫଟୋ ଶେୟାର କରନ୍ତି। କିନ୍ତୁ ପୁନେର ଜଣେ ୧୬ ବର୍ଷର ବାଳକ ଚନ୍ଦ୍ରର ଫଟୋ ଉଠାଇ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ଫଟୋ ଦେଖିବା ପରେ ସମସ୍ତେ ତାଙ୍କୁ…

ଏବେ ବାଇକ୍‌-କାର୍‌ ପାଇଁ କରିହେବ ନୋମିନି…

ନୂଆଦିଲ୍ଲୀ,୨୦।୫: ବ୍ୟାଙ୍କରେ ଖାତା ଖୋଲିବା ସମୟରେ ନୋମିନିର ଆବଶ୍ୟକତା ପଡ଼ିଥାଏ। ଏଭଳି ନିୟମ ଏବେ ବାଇକ୍‌ ଅବା କାର୍‌ ପାଇଁ ମଧ୍ୟ କରାଯାଇପାରିବ। କେନ୍ଦ୍ରୀୟ ମୋଟର ଭେହିକିଲ ଆଇନରେ କେତେକ ପରିବର୍ତ୍ତନ କରାଯାଇ ଥିବାରୁ ଏଭଳି ସୁବିଧା ଏବେ ଗାନି ମାଲିକଙ୍କୁ…

ଆପତ୍ତି ଜନକ ସିନ୍‌ ପାଇଁ ଏହି ହଲିଉଡ୍‌ ଫିଲ୍ମ ଭାରତରେ ବ୍ୟାନ୍‌: ରାହୁଲଙ୍କ ବିରୋଧରେ ଗୁଜବ…

ନୂଆଦିଲ୍ଲୀ,୨୦।୫: କେତେକ ଆପତ୍ତି ଜନକ ଦୃଶ୍ୟ ଥିବାରୁ ୨୦୧୫ରେ ହଲିଉଡ୍‌ ଫିଲ୍ମ ଫିଫ୍ଟି ଶେଡସ୍‌ ଅଫ୍‌ ଗ୍ରେକୁ ଭାରତୀୟ ସେନସର ବୋର୍ଡ ପକ୍ଷରୁ ରିଲିଜ୍‌ ପାଇଁ ଅନୁମତି ମିଳି ନ ଥିଲା। ଫିଲ୍ମରେ ଆପତ୍ତିଜନକ ଦୃଶ୍ୟ ସହିତ ଅଶ୍ଳୀଳ ଦ୍ୱି ଅର୍ଥ…

ଏବେ ଘରେ କରିହେବ କରୋନା ଟେଷ୍ଟ୍‌: ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ର ବିକ୍ରିକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକେ ଯେପରି ଘରେ ଟେଷ୍ଟ୍‌ କରିପାରିବେ ତାହା ଉପରେ ଗୁରୁତ୍ୱାରୋପ କରାଯାଉଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କରୋନା ପରୀକ୍ଷାରେ…

ଦିଲ୍ଲୀ ପରେ ମୁମ୍ବାଇରେ ମୋଦି ବିରୋଧୀ ପୋଷ୍ଟର…

ମୁମ୍ବାଇ,୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଭାକ୍ସିନ୍‌ ଅଭାବକୁ ନେଇ ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧୀ ବିବାଦୀୟ ପୋଷ୍ଟର ଲଗାଯାଇଥିଲା। ଏହି ମାମଲାରେ ୨୫ ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏଭଳି ପୋଷ୍ଟର ମହାରାଷ୍ଟ୍ରର ମୁମ୍ବାଇରେ…

ରାଜଭବନ ଆଗରେ ମେଣ୍ଢା ଧରି ବିକ୍ଷୋଭ

କୋଲକାତା, ୨୦।୫: ନାରଦ ଷ୍ଟିଙ୍ଗ୍‌ ଅପରେଶନ ମାମଲାର ତଦନ୍ତ କରୁଥିବା ସିବିଆଇ ପଶ୍ଚିମବଙ୍ଗର ଦୁଇ ମନ୍ତ୍ରୀ ଫିର୍‌ହାଦ ହକିମ, ସୁବ୍ରତ ମୁଖାର୍ଜୀ ଏବଂ ଟିଏମ୍‌ସି ବିଧାୟକ ମଦନ ମିତ୍ରଙ୍କୁ ଗିରଫ ପ୍ରତିବାଦରେ ସୋମବାର ଟିଏମ୍‌ସି ଦଳୀୟ କର୍ମୀମାନେ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ…

ମାମଲା ଚାଲୁଥିବାବେଳେ ବିକ୍ଷୋଭ ଠିକ୍‌ କି

ନୂଆଦିଲ୍ଲୀ, ୨୦।୫: ନାରଦ ଷ୍ଟିଙ୍ଗ୍‌ ଅପରେଶନ ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ୨ ମନ୍ତ୍ରୀ, ଜଣେ ବିଧାୟକ ଓ ଜଣେ ପୂର୍ବତନ ମେୟରଙ୍କ ଜାମିନ ଆବେଦନ ଅଦାଲତଙ୍କ ବିଚାରାଧୀନ ଥିବାବେଳେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିବା ଠିକ୍‌ କି ବୋଲି ବୁଧବାର…

କରୋନାରେ ହାରିଗଲେ ପୂର୍ବତନ ଏନ୍‌ଏସ୍‌ଜି ମୁଖ୍ୟ

ନୂଆଦିଲ୍ଲୀ, ୨୦।୫: ଏନ୍‌ଏସ୍‌ଜିର ପୂର୍ବତନ ମୁଖ୍ୟ ଜେ.କେ. ଦତ୍ତଙ୍କର ବୁଧବାର କରୋନାରେ ମୃତ୍ୟୁ ଘଟିଛି। ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଅପରେଶନ ବ୍ଲାକ୍‌ ଟର୍ନାଡୋର ନେତୃତ୍ୱ ନେଇଥିଲେ ଦତ୍ତ। ସବୁବେଳେ ସେ ଆଗରେ…

ଆମକୁ କାମରେ ଲଗାଅ

ନୂଆଦିଲ୍ଲୀ, ୨୦।୫: ରୁଷିଆ, ଚାଇନା ଏବଂ ୟୁକ୍ରେନ୍‌ରେ ମେଡିକାଲ ଡିଗ୍ରୀ ହାସଲ କରିଥିବା ପ୍ରାୟ ୯୦,୦୦୦ ଭାରତୀୟ ଡାକ୍ତର ସ୍ଥାନୀୟ ଲାଇସେନ୍ସ ଅପେକ୍ଷାରେ ବସି ରହିଥିବାବେଳେ କରୋନାରେ ଚିକିତ୍ସାରେ ସେମାନଙ୍କୁ ନିଯୁକ୍ତ କରିବା ଲାଗି ଭାରତ ସରକାରଙ୍କୁ ଅନୁରୋଧ କରିଛନ୍ତି। ମହାମାରୀ…

ଯେତେ ଢାଙ୍କିଲେ ବି ଲୁଚୁନାହିଁ

ନୂଆଦିଲ୍ଲୀ,୨୦ା୫: ଭାରତରେ କୋଭିଡ୍‌ ମୃତ୍ୟୁସଂଖ୍ୟା ଲୁଚାଯାଉଥିବା ନେଇ କେବଳ ଦେଶରେ ନୁହେଁ, ବରଂ ବିଦେଶରେ ମଧ୍ୟ ଚର୍ଚ୍ଚା ହେଲାଣି। ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇବାରେ ଲାଗିଛି। ଘାତକ ଭାଇରସ୍‌ର ଦ୍ୱିତୀୟ ଲହର ସୋମବାର ୪,୩୨୯ ସଂକ୍ରମିତଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?