ଜାତୀୟ

କଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ଆଦେଶ ଦେଲେ ବାନ୍ଦ୍ରା କୋର୍ଟ

ମୁମ୍ବାଇ, ୧୭।୧୦: କକଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ବାନ୍ଦ୍ରା କୋର୍ଟ ଆଦେଶ ଦେଇଛନ୍ତି। ବଲିଉଡ୍‌ରେ ସାମ୍ପ୍ରଦାୟିକ ଭେଦଭାବ ସୃଷ୍ଟି କରିବା ଲାଗି କଙ୍ଗନା ଉଦ୍ୟମ କରୁଥିବା ଅଭିଯୋଗରେ ତୁରନ୍ତ ମାମଲା ଦାଏର କରିବାକୁ କୋର୍ଟ କହିଛନ୍ତି। ଟୁଇଟ୍‌ କରି...

ଗୋମୂତ୍ର ପିଇଲେ ଭଲ ହେବ କରୋନା: ଏମିତି କହୁଥିବା ଭାଜପା ନେତା ନିଜେ କରୋନାରେ ସଂକ୍ରମିତ

କୋଲକାତା,୧୭ ।୧୦: ପଶ୍ଚିମବଙ୍ଗ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ତଥା ଏମ୍‌ପି ଦିଲ୍ଲିପ ଘୋଷ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏହାପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ...

ଏଲ୍‌ଏସିରେ ଚାଇନାର ନୂଆ ସର୍ତ୍ତ: ଭାରତ କଲା ବିରୋଧ

ନୂଆଦିଲ୍ଲୀ, ୧୭।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଥମିବାର ନା ଧରୁନି। ଏପରିସ୍ଥଳେ ଚାଇନା ଭାରତ ସମ୍ମୁଖରେ ନୂଆ ସର୍ତ୍ତ ରଖିଛି। ଚାଇନା କହିଛି ଯେ, ପୋଙ୍ଗାଙ୍ଗ ହ୍ରଦର ଦକ୍ଷିଣ ଅଞ୍ଚଳର ଆଡଭାନ୍ସଡ୍‌ ପୋଜିଶନ୍‌ରୁ...

୨୦୨୧ ଜାନୁୟାରୀରେ କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ: ରାହୁଲଙ୍କ ପ୍ରତ୍ୟାବର୍ତ୍ତନ ନେଇ ଅନିଶ୍ଚିତତା !

ନୂଆଦିଲ୍ଲୀ, ୧୭।୧୦: କଂଗ୍ରେସରେ ଅଧ୍ୟକ୍ଷ ନିଯୁକ୍ତି ନେଇ ସଙ୍କଟ ଜାରି ରହିଛି। ଦଳ ପକ୍ଷରୁ ଗଠନ କରାଯାଇଥିବା ୧୨ ଜଣିଆ ସଦସ୍ୟତା କମିଟି ପକ୍ଷରୁ ଇତିମଧ୍ୟରେ ଅଧ୍ୟକ୍ଷ ନିଯୁକ୍ତି ଲାଗି ୨ ଥର ବୈଠକ ମଧ୍ୟ ଅନୁଷ୍ଠିତ ହୋଇସାରିଛି। ୨୦୨୧...

ଭାଜପାକୁ ଚିରାଗଙ୍କ ପ୍ରଶ୍ନ

ପାଟନା,୧୭ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ଟଣା ଭିଡା ଲାଗି ଯାଇଛି । ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ପ୍ରକାଶ ଜାଭେଡକରଙ୍କ ବୟାନକୁ...

ଆର୍‌ଜେଡ଼ିରୁ କଟିଲା ଟିକଟ: ନେତାଙ୍କ କାନ୍ଦୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ପାଟନା, ୧୭।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ଆସିବାରେ ଲାଗିଛି। ୧୫ ବର୍ଷ ଧରି ଆର୍‌ଜେଡ଼ିରେ ଥିବା ନେତା ସୁରେଶ ଯାଦବଙ୍କ ଟିକଟ ଚଳିତ ଥର କଟି ଯାଇଛି। ସେ ରକ୍ସୋଲ ବିଧାନସଭା ଆସନରୁ...

ଦେଶବାସୀଙ୍କୁ ନବରାତ୍ରୀର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୭ ।୧୦: ଶନିବାରଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ । ଏହି ୯ ଦିନରେ ମା’ ଦୁର୍ଗାଙ୍କର ୯ଟି ସ୍ୱରୂପକୁ ପୂଜା କରାଯାଇଥାଏ । ଏହି ପବିତ୍ର ନବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।...

ବିହାର ନିର୍ବାଚନ: ୬୦ ଆସନରେ ମୁସଲମାନ୍‌ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପାଟନା, ୧୭।୧୦: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ରାଜ୍ୟରେ ରାଷ୍ଟ୍ରବାଦୀ ରାଜନୀତି ଆରମ୍ଭ ହୋଇଛି। ଫଳରେ ହିନ୍ଦୁ ମୁସଲମାନ୍‌ଙ୍କୁ ନେଇ ଭୋଟ ବିଭାଜନ ହେବାର ଯଥେଷ୍ଟ କାରଣ ରହିଥିବା ଚର୍ଚ୍ଚା ହେଉଛି। ରାଜ୍ୟର ୬୦ ଆସନରେ...

ସୁଶାନ୍ତଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି: ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ କହିଲେ ଭଉଣୀ ଶ୍ୱେତା

ମୁମ୍ବାଇ, ୧୭।୧୦: ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସମ୍ପର୍କୀୟ ଭାଇ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ନୀରଜ କୁମାର ସିଂ ବବଲୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନସମ୍ପର୍କ କରିବା ସମୟରେ ହଠାତ୍‌ ସେ ଛାତିରେ ଯନ୍ତ୍ରଣା...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଁ ଜମ୍ମୁ-କଶ୍ମୀର ପୋଲିସ ଏବଂ...

ଦୁଇ ମୁହାଁ ଛୁଆ ଶାର୍କ ଉଦ୍ଧାର: ବୈଜ୍ଞାନିକ ହେଲେ ଆଶ୍ଚର୍ଯ୍ୟ

ମୁମ୍ବାଇ, ୧୭।୧୦: ପ୍ରକୃତିରେ କିଛି ଏମିତି ଅନେକ ଜିନିଷ ରହିଛି, ଯାହା ବିଷୟରେ ଆମେ କଳ୍ପନା ମଧ୍ୟ କରିପାରିବା ନାହିଁ। ଯେତେବେଳେ ଆମେ ଏହାକୁ ଦେଖିଥାଉ ସହଜରେ ବିଶ୍ୱାସ ମଧ୍ୟ କରିପାରି ନ ଥାଉ। ମହାରାଷ୍ଟ୍ରର ପାଲଘରରେ ଏମିତି କିଛି...

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri