ଯେତେ ଢାଙ୍କିଲେ ବି ଲୁଚୁନାହିଁ
ନୂଆଦିଲ୍ଲୀ,୨୦ା୫: ଭାରତରେ କୋଭିଡ୍ ମୃତ୍ୟୁସଂଖ୍ୟା ଲୁଚାଯାଉଥିବା ନେଇ କେବଳ ଦେଶରେ ନୁହେଁ, ବରଂ ବିଦେଶରେ ମଧ୍ୟ ଚର୍ଚ୍ଚା ହେଲାଣି। ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ ପାଇବାରେ ଲାଗିଛି। ଘାତକ ଭାଇରସ୍ର ଦ୍ୱିତୀୟ ଲହର ସୋମବାର ୪,୩୨୯ ସଂକ୍ରମିତଙ୍କ ଜୀବନ…
ଜୁଲାଇରେ ଶେଷ ହେବ ଦ୍ୱିତୀୟ ଲହର
ନୂଆଦିଲ୍ଲୀ, ୨୦।୫: କରୋନାର ଦ୍ୱିତୀୟ ଲହର ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହୋଇଯିବ। ଏହାର ୬ରୁ ୮ ମାସ ପରେ ମହାମାରୀର ତୃତୀୟ ଲହର ଆସିବା ଆକଳନ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବୈଜ୍ଞାନିକ…
ଶୈଳଜାଙ୍କ ସ୍ଥାନ ନେବେ ବୀଣା
କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍ଙ୍କ କ୍ୟାବିନେଟ୍ରେ ମଙ୍ଗଳବାର ସାମିଲ ହୋଇଥିବା କମ୍ୟୁନିଷ୍ଟ ପାର୍ଟିର ବିଧାୟକ ବୀଣା ଜର୍ଜ ସ୍ବାସ୍ଥ୍ୟମନ୍ତ୍ରୀ ହୋଇପାରନ୍ତି। ବିଦାୟୀ ସ୍ବାସ୍ଥ୍ୟମନ୍ତ୍ରୀ କେ. କେ. ଶୈଳଜାଙ୍କ ସ୍ଥାନରେ ବୀଣାଙ୍କୁ ଦାୟିତ୍ୱ ଦିଆଯାଇପାରେ। ସାମ୍ବାଦିକତାରୁ ରାଜନୀତିକୁ ଆସି ମନ୍ତ୍ରୀ ହେବାରେ ୪୫…
ନୂଆ ପ୍ରିଭେସି ନୀତି ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୦।୫: ମେସେଜିଂ ସେବା ପ୍ରଦାନକାରୀ କମ୍ପାନୀ ହ୍ବାଟ୍ସଆପ୍ର ନୂଆ ପ୍ରିଭେସି ନୀତି ଦେଶ ମଧ୍ୟରେ ବିବାଦୀୟ ହୋଇପଡ଼ିଛି। ନୂଆ ଅପ୍ଡେଟ୍ରେ ୟୁଜରଙ୍କ ଲାଗି ରହିଥିବା ବିଭିନ୍ନ ପ୍ରସ୍ତାବକୁ ବିରୋଧ କରାଯିବାରୁ ଏହାକୁ ଚଳିତ ମାସ ଲାଗୁ ନ କରିବାକୁ କମ୍ପାନୀ ନିକଟରେ…
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…
ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…
ବ୍ୟାଣ୍ଡ ବାଜା, ପ୍ରୋସେଶନ ସହ ପୋଷା କୁକୁରକୁ ବିଦାୟ ଦେଲେ ମାଲିକ
ସମାସ୍ତିପୁର (ବିହାର),୧୯।୫: କୁକୁର ମଣିଷର ଭଲ ବନ୍ଧୁ। ଆଉ ଭଲ ବନ୍ଧୁର ବିଦାୟ ସଭିଙ୍କ ପାଇଁ କଷ୍ଟ ଦାୟକ। ଏହାକୁ ଶବ୍ଦରେ ପ୍ରକାଶ କରିବା ସମ୍ଭବ ନୁହେଁ। ପୋଷା କୁକୁରର ମୃତ୍ୟୁ ପରେ ତାକୁ ବ୍ୟାଣ୍ଡ ବାଜା ଓ ପ୍ରୋସେଶନ ସହ…
ସୁସ୍ଥହେବାର ୩ ମାସ ପରେ ଟିକା ନେବେ କୋଭିଡ୍ ଆକ୍ରାନ୍ତ
ନୂଆଦିଲ୍ଲୀ, ୧୯।୫: କରୋନାରେ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହେବାର ୩ ମାସ ପରେ କୋଭିଡ୍ ଟିକା ନେଇପାରିବେ। ସେହିପରି ପ୍ରଥମ ଡୋଜ୍ ଟିକା ନେବା ପରେ ଯଦି ଜଣେ ଭୂତାଣୁ ସଂକ୍ରମିତ ହୁଅନ୍ତି, ତେବେ ତାଙ୍କୁ ଦ୍ୱିତୀୟ ଡୋଜ୍ ଟିକା ନେବା…
କୋଭିଡ୍ ଯୁଦ୍ଧରେ ହାରିଗଲେ ୨୬/୧୧ ହିରୋ
ନୂଆଦିଲ୍ଲୀ,୧୯।୫: ଜାତୀୟ ସୁରକ୍ଷା ଗାର୍ଡ (ଏନ୍ଏସ୍ଜି)ର ପୂର୍ବତନ ମୁଖ୍ୟ ଜେକେ ଦତ୍ତଙ୍କ ମୃତ୍ୟୁର କାରଣ ସାଜିଛି ମହାମାରୀ। ୨୬/୧୧ ମୁମ୍ବାଇ ଆକ୍ରମଣରେ ଆତଙ୍କବାଦୀଙ୍କ ନିପାତ ପାଇଁ ‘ଅପରେଶନ୍ସ ବ୍ଲାକ ଟାର୍ନାଡୋ’ର ସେ ନେଇଥିଲେ ନେତୃତ୍ୱ। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ…
ମାସ୍କ ପିନ୍ଧି ନ ଥିବାରୁ ଝିଅ ଆଗରେ ମା’ ଉପରେ ଅକଥନିୟ ନିର୍ଯାତନା
ଭୋପାଳ,୧୯।୫: ଝିଅ ଆଗରେ ଜଣେ ମହିଳାଙ୍କୁ ରାସ୍ତା ଉପରେ ଘୋଷାଡ଼ି ଘୋଷାଡ଼ି କିଛି ପୋଲିସ କର୍ମୀ ଗୋଇଠା, ବିଧା ମାରିଥିଲେ। କାରଣ ମହିଳା ଜଣଙ୍କ ପିନ୍ଧି ନ ଥିଲେ ମାସ୍କ। ମଧ୍ୟପ୍ରଦେଶର ସାଗର ଜିଲାରୁ ସାମ୍ନାକୁ ଆସିଛି ଏହି ଘଟଣା। କୋଭିଡ୍…
୩ ମାସ ପରେ ଭାକ୍ସିନ ନେଇପାରିବେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ମଞ୍ଜୁରୀ
ନୂଆଦିଲ୍ଲୀ, ୧୯।୫: ନ୍ୟାସନାଲ ଏକ୍ସପର୍ଟ ଗ୍ରୁପ୍ ଅନ୍ ଭାକ୍ସିନ ଆଡ୍ମିନିଷ୍ଟ୍ରଶନ୍ (ଏନ୍ଇଜିଭିଏସି) ପକ୍ଷରୁ କରୋନା ଭାକ୍ସିନ ଟିକାକରଣ ନେଇ ଦିଆଯାଇଥିବା ପରାମର୍ଶ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛି। ଏଣିକି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ୩ମାସ ପରେ ଭାକ୍ସିନ…
ବ୍ଲାକ୍ ଫଙ୍ଗସ୍କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର
ଜୟପୁର,୧୯।୫: କରୋନା ସଂକ୍ରମଣରୁ ଠିକ୍ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଦେଖାଦେଉଥିବା ବ୍ଲାକ୍ ଫଙ୍ଗସ୍କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର। ରାଜସ୍ଥାନ ମହାମାରୀ ଅଧିନିୟମ ୨୦୨୦ ଅନୁଯାୟୀ ବୁଧବାର ସମଗ୍ର ରାଜ୍ୟରେ ବ୍ଲାକ୍ ଫଙ୍ଗସ୍କୁ ମହାମାରୀ ବୋଲି ଘୋଷଣା କରାଯାଇଛି। ରାଜ୍ୟର…
ଥରିଲା ଜମ୍ମୁ-କଶ୍ମୀର
ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀରରେ ବୁଧବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜମ୍ମୁ-କଶ୍ମୀରର ଡୋଡା ଅଞ୍ଚଳରେ ଦ୍ୱିପ୍ରହର ୨ଟା ୩୪ ମିନିଟ୍ରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ରହିଛି। ଏନେଇ ନ୍ୟାସନାଲ ସେଣ୍ଟର ଅଫ୍ ସିସ୍ମୋଲୋଜି ପକ୍ଷରୁ…

