ଫ୍ୟାଶନ ଡିଜାଇନ ଛାତ୍ର ପ୍ରସ୍ତୁତ କଲେ ଭିନ୍ନ ପିପିଇ କିଟ୍: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା
ଗାନ୍ଧୀନଗର,୧୬ା୧୦: ନବରାତ୍ରି ଗର୍ବା ବା ଦାଣ୍ଡିଆ ବିନା ଯେପରି ଅଧୁରା ରହିଥାଏ। ବିଶେଷକରି ଗୁଜରାଟରେ ନବରାତ୍ରି ୯ ଦିନ ପର୍ଯ୍ୟନ୍ତ ଗର୍ବା ଉତ୍ସବ ପାଳନ କରାଯାଇଥାଏ। ଚଳିତବର୍ଷ ୧୭ ଅକ୍ଟୋବରରୁ ଏହା ଆରମ୍ଭ ହେବାକୁ ଯାଉଛି। କରୋନା ମହାମାରୀ ଯୋଗୁ...
ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା
ଲକ୍ଷ୍ନୌ,୧୬।୧୦: ପୂର୍ବ ଉତ୍ତର ପ୍ରଦେଶର ବଲିଆରେ ଏକ ଗୁଳିକାଣ୍ଡ ଘଟିଛି। ସରକାରୀ ଅଧିକାରୀଙ୍କ ଆଗରେ ଜଣେ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଯୋଗୀ ସରକାରଙ୍କୁ ସମାଲୋଚନା କରାଯାଇଛି। ବିବାଦ ଘନେଇବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...
ବିହାରରେ ୧୨ ରାଲି କରିବେ ମୋଦି
ପାଟନା,୧୬ ।୧୦: ବିହାର ବିଧାନସଭା ପାଇଁ ତାରିଖ ଘୋଷଣା ଚାଲିଥିବା ବେଳେ ଏବେ ସବୁ ରାଜନୈତିକ ଦଳ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ରହିଛନ୍ତି । ତେବେ ସେଠାରେ ଏନ୍ଡିଏ କ୍ଷମତା ହାସଲ ପାଇଁ ସବୁ ପ୍ରକାର ପ୍ରୟାସ ଜାରି ରଖିଥିବା...
ଜେଲରେ କଏଦୀଙ୍କ ଆତ୍ମହତ୍ୟା: ପେଟରୁ ମିଳିଲା ସୁଇସାଇଡ୍ ନୋଟ୍
ମୁମ୍ବାଇ, ୧୬।୧୦: ମହାରାଷ୍ଟ୍ରର ନାସିକ ସେଣ୍ଟ୍ରାଲ ଜେଲରେ ଜଣେ କଏଦୀ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଆଜୀବନ କାରାଦଣ୍ଡ ଭୋଗୁଥିବା ଅସଗର ଅଲି ମନସୁରୀ। ପୋଷ୍ଟମର୍ଟମ ସମୟରେ ଡାକ୍ତର ତାଙ୍କ ପେଟରୁ ଏକ ସୁସାଇଡ୍ ନୋଟ୍ ଜବତ...
‘୨୦୨୨ ପୂର୍ବରୁ ଭାକ୍ସିନ ପାଇବେନି ସୁସ୍ଥ’
ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍ଏସ୍):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,...
କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ
ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିବା ପାଇଁ ପୁଣିଥରେ...
ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ
ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ...
ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଯଶୋମତୀଙ୍କୁ ୩ ମାସ ଜେଲ ଦଣ୍ଡ
ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁରଙ୍କୁ ଅମରାବତୀ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଉପରକୁ ଆକ୍ରମଣ କରିବା ମାମଲାରେ ଯଶୋମତୀଙ୍କୁ ୩ ମାସ ଜେଲ୍ ଓ ୧୫...
ମଧ୍ୟପ୍ରଦେଶ : ବିଷାକ୍ତ ମଦ ପିଇ ଚାଲିଗଲା ୧୧ ଜଣଙ୍କ ଜୀବନ
ଭୋପାଳ, ୧୫।୧୦-ବିଷାକ୍ତ ମଦ ପିଇ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ମଧ୍ୟପ୍ରଦେଶର ଉଜ୍ଜୟୀନ ସହରରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ୭ ଜଣ ପ୍ରାଣ ହରାଇଥିବାବେଳେ ଗୁରୁବାର ସକାଳେ ୪ ଜଣଙ୍କ ମୃତଦେହ ମିଳିଥିବା ଉଜ୍ଜୟୀନ...
ଚଳନ୍ତା କାର୍ ବନେଟ୍ରେ ଟ୍ରାଫିକ୍ ପୋଲିସ କର୍ମଚାରୀଙ୍କୁ ଟାଣିନେଲେ ୪୦୦ ମିଟର
ନୂଆଦିଲ୍ଲୀ, ୧୫।୧୦: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ଚକିତ କଲା ଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଡ୍ୟୁଟିରେ ଠିଆ ହୋଇଥିବା ଜଣେ ଟ୍ରାଫିକ ପୋଲିସ କର୍ମଚାରୀଙ୍କୁ ଗୋଟିଏ କାର୍ ବନେଟ୍ ଉପରେ ୪୦୦ ମିଟର ପର୍ଯ୍ୟନ୍ତ ନେଇଯାଇଥିଲା। ଏହି...
ଅକ୍ଟୋବର ୧୬ରୁ ଖୋଲିବ ସାବରିମାଲା ମନ୍ଦିର: ପ୍ରତିଦିନ ୨୫୦ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ମିଳିବ ଅନୁମତି
ନୂଆଦିଲ୍ଲୀ,୧୫।୧୦-କେରଳର ସାବରିମାଲା ମନ୍ଦିର ଆସନ୍ତା ଅକ୍ଟୋବର ୧୬ରୁ ପାଞ୍ଚ ଦିନ ଭକ୍ତଙ୍କ ପାଇଁ ଖୋଲିବାକୁ ଯାଉଛି। ଏଥିପାଇଁ ଟ୍ରାଭାନକୋର ଦେବସୋମ ବୋର୍ଡ (ଟିବିଡି) ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, କେବଳ ୨୫୦ ଲୋକଙ୍କୁ ପ୍ରତିଦିନ ମନ୍ଦିର ଭିତରକୁ...
ଭାରତର ପ୍ରଥମ ଓସ୍କାର ବିଜେତାଙ୍କ ପରଲୋକ
ମୁମ୍ବାଇ, ୧୫।୧୦: କଷ୍ଟ୍ୟୁମ ଡିଜାଇନର୍ ତଥା ଭାରତର ପ୍ରଥମ ଓସ୍କାର ବିଜୟିନୀ ଭାନୁ ଅଥେୟାଙ୍କ ଗୁରୁବାର ପରଲୋକ ଘଟିଛି। ୯୧ ବର୍ଷୀୟ ଭାନୁ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ମୁମ୍ବାଇର କୋଲାବାସ୍ଥିତ ବାସଭବନରେ ସେ ଗୁରୁବାର ଶେଷ ନିଶ୍ୱାସ...
Archives


