ଜାତୀୟ

୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା

ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା ଚିକିତ୍ସା…

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି। ଗ୍ୟାରସପୁର…

‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’, କହିଥିବା ପ୍ରଫେସରଙ୍କର କରୋନାରେ ପରଲୋକ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀର କରୋନା ସ୍ଥିତି ଗୁରୁତର ରହିଛି। ‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’ କହିଥିବା ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ନାବିଲା ସାଦିକ୍‌ଙ୍କର…

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ ଘେରରେ…

ବିପଦ ଉପରେ ବିପଦ: ତଉକ୍‌ତାଏ ପରେ ଏବେ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ବିପଦ ଉପରେ ବିପଦ ମାଡ଼ି ଆସୁଛି। ସମ୍ପ୍ରତି ବାତ୍ୟା ତଉକ୍‌ତାଏ ଯୋଗୁ ଗୁଜରାଟ,କରେଳ, ଗୋଆ, ମହାରାଷ୍ଟ୍ରରେ ବହୁ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟା ଯୋଗୁ ଗୁଜରାଟରେ ୪୫ ଏବଂ…

କରୋନା ଗ୍ରାଫ୍‌ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

କେଜ୍‌ରିଓ୍ବାଲ୍‌ଙ୍କୁ କଡ଼ା ଜବାବ ଦେଲେ ସିଙ୍ଗାପୁର ରାଜଦୂତ

ନୂଆଦିଲ୍ଲୀ,୧୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ସିଙ୍ଗାପୁରରେ ଏକ ନୂତନ କରୋନା ଷ୍ଟ୍ରେନ ସୃଷ୍ଟି ହୋଇଥିବା କଥା ମଙ୍ଗଳବାର କହିଥିଲେ। ତାଙ୍କ ଦାବିକୁ ନୂଆଦିଲ୍ଲୀରେ ଥିବା ସିଙ୍ଗାପୁର ଦୂତାବାସ ପ୍ରତ୍ୟାଖ୍ୟାନ କରିଛି। ଦୂତାବାସ ମଧ୍ୟ ଏହାର ଉତ୍ତରରେ ସିଙ୍ଗାପୁର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ…

୨ରୁ ୧୮ ବର୍ଷଙ୍କ ପାଇଁ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ, ୧୯ା୫: ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଦେଶରେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ପାଇଁ ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଟ୍ରାଏଲ ଆରମ୍ଭ ହେବ। ଏ ନେଇ ନୀତି ଆୟୋଗ(ସ୍ବାସ୍ଥ୍ୟ)ର ସଦସ୍ୟ ଭି. କେ. ପଲ୍‌ ମଙ୍ଗଳବାର…

ଅବସ୍ଥା କହୁଛି ନେତୃତ୍ୱ କେମିତି

ନୂଆଦିଲ୍ଲୀ,୧୯ା୫: ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିକଟରେ କୋଭିଡ୍‌-୧୯ ମହାମାରୀକୁ ଦେଶ ପାଇଁ ସ୍ବାଧୀନତା ପରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଅଭିହିତ କରିଥିଲେ। ଏହାସହ ଦେଶର ନେତୃତ୍ୱ କେମିତି ରହିଛି ତାହା ସାମ୍ପ୍ରତିକ ଅବସ୍ଥାରୁ…

ସିଙ୍ଗାପୁର ଷ୍ଟ୍ରେନ୍‌ରେ ତୃତୀୟ ଲହର ଆଶଙ୍କା

ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ ସମସ୍ତ ବିମାନ ଚଳାଚଳ ବନ୍ଦ କରାଯାଉ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାବି…

ନୈତିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ଲିଭ୍‌-ଇନ୍‌ ସମ୍ପର୍କ

ଚଣ୍ଡିଗଡ଼,୧୯ା୫: ଲିଭ୍‌-ଇନ୍‌ ରିଲେଶନଶିପ୍‌ ନୈତିକ ତଥା ସାମାଜିକ ଦୃଷ୍ଟିରୁ ଗ୍ରହଣୀୟ ନୁହେଁ ବୋଲି ପଞ୍ଜାବ ଓ ହରିୟାଣା ହାଇକୋର୍ଟ ବିଚିତ୍ର ଟିପ୍ପଣୀ ଦେଇଛନ୍ତି। ଏହାସହ ଆବେଦନକାରୀ ଯୋଡ଼ିଙ୍କୁ ସୁରକ୍ଷା ଦେବାକୁ ମନା କରି ସେମାନଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏଭଳି…

ସଂକ୍ରମଣ ବେଗରେ ସାମାନ୍ୟ ବ୍ରେକ୍‌ : ଦିନକରେ ୨.୬୭ ଲକ୍ଷ ସଂକ୍ରମିତ, ୩,୯୧୨ ମୃତ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଥିବାବେଳେ ଗତ ୩ ଦିନ ହେବ ୩ ଲକ୍ଷ ତଳକୁ ସଂକ୍ରମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?