ଜାତୀୟ

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର ଦିନ ପ୍ରାୟ ୧ଟା ବେଳେ ବିବେକଙ୍କ ଘର ଉପରେ ଚଢାଉ କରିଛନ୍ତି ।...

ବିହାରବାସୀଙ୍କ ସେବା କରିପାରିବେ କେବଳ ୫୬ ଇଞ୍ଚ ଛାତି ଥିବା ଲୋକ: ନଡ୍ଡା

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସେଥିପାଇଁ ପ୍ରଚାର ଜୋରସୋରରେ ଚାଲିଛି । ଏଥିପାଇଁ ସମସ୍ତ ରାଜନୈତିକ ଦଳ ନିଜ ଆଡକୁ ଭୋଟରଙ୍କୁ...

ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ନୂଆ ଆପ୍‌ର ଶୁଭାରମ୍ଭ: ଘରେ ବସି ଆରତି ଦେଖିବେ ଶ୍ରଦ୍ଧାଳୁ

ଜମ୍ମୁ, ୧୫।୧୦: ନବରାତ୍ରୀ ଅବସରରେ ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ଶ୍ରଦ୍ଧାଳୁ ଉପହାର ଦିଆଯାଇଛି। ଶ୍ରାଇନ୍‌ ପକ୍ଷରୁ ନୂଆ ମୋବାଇଲ୍‌ ଆପ୍‌ର ଶୁଭାରମ୍ଭ କରାଯାଇଛି। ଏହି ଆପ୍‌ ଡାଉନ୍‌ଲୋଡ୍‌ କରି ଶ୍ରଦ୍ଧାଳୁ ଘରେ ବସି ମାତାଙ୍କ ଲାଇଭ୍‌ ଆରତି...

ଭାଜପାକୁ ଶିବସେନାର କଟାକ୍ଷ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ପୂର୍ବରୁ ବାକ୍‌ଯୁଦ୍ଧ ଜାରି ରହିଥିବାବେଳେ ଏବେ ଚିଠି ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ...

ତେଜସ୍ବୀଙ୍କୁ ସୁଶିଲ ମୋଦିଙ୍କ ପ୍ରଶ୍ନ: ଚାକିରି ନ କରି ବି ୫ କୋଟିରୁ ଅଧିକ ସମ୍ପତ୍ତି

ପାଟନା, ୧୫।୧୦: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଇତିମଧ୍ୟରେ ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ରାଘୋପୁର ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେଜସ୍ବୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି ଯେ,...

ନୀତୀଶଙ୍କ ସହ ନାହିଁ କୌଣସି ଶତ୍ରୁତା କେବଳ ନୀତିର ଲଢେଇ: ଚିରାଗ

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏନ୍‌ଡିଏଠାରୁ ଅଲଗା ହୋଇ ନିର୍ବାଚନ ଲଢୁଛି । ଏହା ପଛର କାରଣ ହେଉଛି ଏଲ୍‌ଜେପି ଅଧ୍ୟକ୍ଷ ଚିରାଗ ପାଶୱାନ ଓ ନୀତୀଶ କୁମାରଙ୍କ ମଧ୍ୟରେ କୁଆଡେ ସମ୍ପର୍କ...

ସହରୀ ମାଓବାଦ-ଜେହାଦ୍‌ ସମ୍ପର୍କର ପର୍ଦ୍ଦାଫାଶ୍‌: ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ

ନୂଆଦିଲ୍ଲୀ, ୧୫।୧୦: ସହରୀ ମାଓବାଦ ଏବଂ ଜେହାଦ୍‌ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ହୋଇଛି। ଏନେଇ ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ସହରୀ ମାଓବାଦକୁ ଜେହାଦୀ ସଂଗଠନ ପାଣ୍ଠି ସଂଗ୍ରହ କରି ଯୋଗାଉ ଥିବା ନେଇ ଏନ୍‌ଆଇଏ କହିଛି। ସହରୀ...

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି। ହେଲିକପ୍ଟର ଅବତରଣ ସମୟରେ ଖୁବ୍‌ ଜୋର୍‌ରେ ପବନ ହୋଇଥିଲା। ଫଳରେ ସେଠାରେ ନିର୍ମିତ...

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର ପ୍ର୍ରଥମ ବଟନ ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ କରିଛନ୍ତି । ଏହି...

ଟିଆର୍‌ପି ଦୁର୍ନୀତି: ୧୨ ସପ୍ତାହ ପାଇଁ ରେଟିଙ୍ଗ୍ସ୍‌ ଜାରି ବନ୍ଦ କଲା ବାର୍କ

ନୂଆଦିଲ୍ଲୀ, ୧୫।୧୦: ଟିଆର୍‌ପି ଦୁର୍ନୀତି ନେଇ ଦେଶରେ ଛକାପଞ୍ଝା ଜାରି ରହିଛି। ଏପରିସ୍ଥଳେ ବ୍ରୋଡ୍‌କାଷ୍ଟ୍‌ ଅଡିଆନ୍ସ୍‌ ରିସର୍ଚ୍ଚ କାଉନସିଲ୍‌(ବାର୍କ) ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୨ ସପ୍ତାହ ପାଇଁ ସାପ୍ତାହିକ ରେଟିଙ୍ଗ୍ସ୍‌କୁ ବନ୍ଦ କରିବା ଲାଗି ବାର୍କ ପକ୍ଷରୁ...

ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ନେଇ ମିଥ୍ୟା ଖବର: ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୧୨୦ ଅବସରପ୍ରାପ୍ତ ଯବାନ

ନୂଆଦିଲ୍ଲୀ, ୧୫।୧୦: ଭାରତୀୟ ସେନାରେ ମୁସ୍ଲିମ୍‌ ରେଜିମେଣ୍ଟ୍‌ ଥିବା ନେଇ ମିଥ୍ୟା ଖବର ସୋସିଆଲ୍‌ ମିଡ଼ିଆରେ ୨୦୧୩ ମେ’ଠାରୁ ପ୍ରଚାରିତ ହେବାରେ ଲାଗିଛି। ଏହାର ବିରୋଧ କରି ୧୨୦ ଅବସରପ୍ରାପ୍ତ ଯବାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ଚିଠି ଲେଖିଛନ୍ତି।...

ଲଦାଖରେ ୧୬ ହଜାର ଫୁଟ ଉଚ୍ଚରେ ପ୍ରବଳ ଥଣ୍ଡାରେ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟୁଛି !

ଲେହ, ୧୫।୧୦: ପୂର୍ବ ଲଦାଖରେ ସମୁଦ୍ର ପତ୍ତନଠାରୁ ୧୬ ହଜାର ଫୁଟ ଉଚ୍ଚରେ ୫ ହଜାର ଚାଇନା ସୈନ୍ୟ ମୁତୟନ ହୋଇଛନ୍ତି। ତେବେ ପ୍ରବଳ ଥଣ୍ଡାଯୋଗୁ ଏଠାରେ ଚାଇନା ସୈନ୍ୟଙ୍କ ମୃତ୍ୟୁ ଘଟୁଥିବା ଜଣାପଡ଼ିଛି। ପୋଙ୍ଗାଙ୍ଗ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri