ନାଗପୁରରେ ପୁଣି ଫୁଟିଲା କରୋନା ବୋମା
ନାଗପୁର,୧୯।୨: କରୋନା ପୁଣି ଥରେ ମହାରାଷ୍ଟ୍ର କାୟା ବିସ୍ତାର କରିବା କରିବା ଆରମ୍ଭ କରିଛି। ମହାରାଷ୍ଟ୍ରରେ ୭୫ଦିନ ପରେ ୫୦୦୦ରୁ ଅଧିକ ନୂଆ କରୋନା ସଂକ୍ରମଣ ସାମ୍ନାକୁ ଆସିଛି। ନାଗପୁରରେ କରୋନା ଉଗ୍ର ରୂପ ଧାରଣ କରିଛି। ଗତ ୨୪ ଘଣ୍ଟା…
ରୋଷେଇ ଗ୍ୟାସ ଦର ବୃଦ୍ଧି: ମାଟି ଚୁଲି ନେଇ ବିଧାନସଭାରେ ପହଞ୍ଚିଲେ କଂଗ୍ରେସ ବିଧାୟକ
ପାଟନା,୧୯ ।୨: ଦେଶରେ ଲଗାତାର ଭାବେ ପେଟ୍ରୋଲ, ଡିଜେଲ ଓ ରୋଷେଇ ଗ୍ୟାସର ଦାମ୍ ବୃଦ୍ଧି ପାଇବାରେ ଲାଗିଛି । ୧୧ ଦିନ ମଧ୍ୟରେ ଦୁଇଥର ତୈଳ ଦର ବୃଦ୍ଧି ସାଧାରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଇଛି । ବିହାରରେ ଏହି ଦର…
ଛତ୍ରପତି ଶିବାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ମା ଭାରତୀଙ୍କ ଅମର ପୁତ୍ର ଛତ୍ରପତି ଶିବାଜୀ ମହାରାଜଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶତ ଶତ ପ୍ରଣାମ।…
ବିଦାୟ ନେଲେ ପିତା ରାଜୀବଙ୍କ ଘନିଷ୍ଠ ବନ୍ଧୁ: କାନ୍ଧ ଲଗାଇଲେ ରାହୁଲ
ନୂଆଦିଲ୍ଲୀ,୧୯ ।୨: କଂଗ୍ରେସ ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ୍କ ଘନିଷ୍ଠ ବନ୍ଧୁ କୁହାଯାଉଥିବା କ୍ୟାପଟେନ ସତିଶ ଶର୍ମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇ ଯାଇଛି । ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ରାଜୀବଙ୍କ ଏକମାତ୍ର…
ବଜାରକୁ ଆସିଲା ବାବା ରାମଦେବଙ୍କ ଆୟୁର୍ବେଦିକ କରୋନା ଔଷଧ
ନୂଆଦିଲ୍ଲୀ,୧୯।୨: ଯୋଗ ଗୁରୁ ବାବା ରାମଦେବ କରୋନା ସଂକ୍ରମଣର ମୁକାବିଲା ପାଇଁ ଏକ ନୂତନ ଔଷଧ ଲଞ୍ଚ କରିଛନ୍ତି। ଶୁକ୍ରବାର ଦିଲ୍ଲୀର ସମ୍ବିଧାନ କ୍ଲବରେ ଏକ କାର୍ଯ୍ୟକ୍ରମ ସମୟରେ ରାମଦେବ ଏହାକୁ ଲଞ୍ଚ କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ…
କରୋନା ସଂକ୍ରମଣ: କେରଳରୁ ପୁଣେ ଯାଉଥିବା ଲୋକଙ୍କ ଆର୍ଟି-ପିସିଆର୍ ଟେଷ୍ଟ ଜରୁରୀ
ମୁମ୍ବାଇ,୧୯ ।୨: ଗୋଟିଏ ପଟେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମ୍ ହେଉଥିବା ବେଳେ ଅନ୍ୟପଟେ ମହାରାଷ୍ଟ୍ରରେ ଏହାର ବିପରିତ ଦେଖିବାକୁ ମିଳିଛି । ଲଗାତାର ଭାବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାପରେ ଉଦ୍ଧବ…
ବିହାରରେ ଜନ୍ମ ନେଲେ ଏଲିଅନ ଶିଶୁ, ଦେଖିବା ପାଇଁ ଜମିଲା ଭିଡ଼
ପାଟନା,୧୯।୨: ବିହାରର ଗୋପାଳଗଞ୍ଜରେ ଏକ ଅଜବ ଶିଶୁ ଜନ୍ମ ହୋଇଛି। ଶିଶୁଟିକୁ ଦେଖିବା ପାଇଁ ଶହ ଶହ ଲୋକ ଡାକ୍ତରଖାନାରେ ଭିଡ ଜମିଛି। ନବଜାତ ଶିଶୁକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହେବା ସହ ଏହାକୁ ଏଲିଏନ ବେବି ବୋଲି କହିଛନ୍ତି। ତେବେ…
ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୨: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଏହି ଏନ୍କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜଣେ ଏସପିଓ ଶହୀଦ ହୋଇଛନ୍ତି। ଜଣେ ଯବାନ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ…
୨୨ରେ ନାରାୟଣସ୍ବାମୀଙ୍କ ଶକ୍ତିପରୀକ୍ଷା
ପୁଡୁଚେରୀ,୧୯ା୨(ପି.ଟି.)::ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ତେଲଙ୍ଗାନା ଗୁରୁବାର ଉପରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ଏହି ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବା ପରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କୁ ଆସନ୍ତା ୨୨ ତାରିଖରେ ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।…
ଖୋଜାଚାଲିଛି ଦଳିତ ନାବାଳିକାଙ୍କ ମୃତ୍ୟୁର କାରଣ
ଉନ୍ନାଓ, ୧୮।୨ : ଉତ୍ତର ପ୍ରଦେଶର ଉନ୍ନାଓ ଜିଲାର କ୍ଷେତରେ ବୁଧବାର ସନ୍ଧ୍ୟାରେ ସନ୍ଦେହଜନକ ଅବସ୍ଥାରେ ମିଳିଥିବା ଦୁଇ ଦଳିତ ନାବାଳିକାଙ୍କ ମୃତ୍ୟୁ ପଛର କାରଣ ଖୋଜୁଛି ପୋଲିସ। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ସେମାନଙ୍କ…
୨୨ରେ ପୁଡୁଚେରୀ ସରକାରଙ୍କ ଶକ୍ତି ପରୀକ୍ଷା
ନୂଆଦିଲ୍ଲୀ, ୧୮।୨ : ପୁଡୁଚେରୀରେ କଂଗ୍ରେସ ସରକାର ସୋମବାର ଶକ୍ତି ପରୀକ୍ଷାର ସମ୍ମୁଖୀନ ହେବେ। ଏ ନେଇ ଉପରାଜ୍ୟପାଳ ଟି. ସୁନ୍ଦରରାଜନ କହିଛନ୍ତି। ସରକାରୀ ଦଳ ନିକଟରେ ଏବେ ବହୁ ମତ ନ ଥିବା ବିରୋଧୀ ଭାଜପା ଉପରାଜ୍ୟପାଳଙ୍କ ନିକଟରେ ଦାବି…
ମହାରାଷ୍ଟ୍ରରେ ବିଗ ବି, ଅକ୍ଷୟଙ୍କ ଫିଲ୍ମ ସୁଟିଂକୁ ଦିଆଯିବନି ଅନୁମତି
ମୁମ୍ବାଇ,୧୮।୨: ପେଟ୍ରୋଲର ଲିଟର ପିଛା ୧୦୦ଟଙ୍କା ଡେଇଁବା ପରେ ରାଜନୀତି ବୟାନବାଜି ଆରମ୍ଭ ହୋଇଯାଇଛି। ପେଟ୍ରୋଲ ଦର ବୃଦ୍ଧି ଉପରେ କୌଣସି ମତ ରଖି ନ ଥିବାରୁ ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କ ସମେତ ନାମୀଦାମୀ ସେଲିବ୍ରିଟିଙ୍କୁ…
Archives


