ନମ୍ବି ଇଫେକ୍ଟ: ପୋଲିସ ଭୂମିକାର ସିବିଆଇ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୬ା୪: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ପୂର୍ବତନ ବୈଜ୍ଞାନିକ ଏସ୍. ନମ୍ବି ନାରାୟଣନ୍ଙ୍କ ବିରୋଧରେ ଗୁପ୍ତଚରଗିରି ମାମଲାରେ ପୋଲିସ ଭୂମିକାକୁ ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ତଦନ୍ତ ହେବ। ଉଚ୍ଚସ୍ତରୀୟ ତଦନ୍ତ କମିଟି ପକ୍ଷରୁ ଦାଏର ପୋଲିସ ଭୂମିକା…
କାର୍ଯ୍ୟ ବନ୍ଦ ଧମକ ଦେଲେ ବର୍ଷେ ହେଲା ଦରମା ପାଇ ନ ଥିବା ଶବଦାହ କର୍ମୀ
ବେଙ୍ଗାଲୁରୁ,୧୫।୪ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବର୍ତ୍ତମାନ କରୋନା ବିସ୍ଫୋରଣ ଭଳି ସ୍ଥିତି। ସାଧାରଣ ଠାରୁ ଢ଼େର ଅଧିକ ଲୋକଙ୍କ ମୃତ୍ୟୁ ହେଉଛି। ଫଳରେ ଶବଦାହ କେନ୍ଦ୍ରର କର୍ମୀଙ୍କ ଉପରେ ବଢ଼ି ଚାଲିଛି ଚାପ। କିନ୍ତୁ ସେମାନଙ୍କୁ ଦୀର୍ଘ ମାସ ହେଲା…
ଘୁଞ୍ଚିଲା ଏନ୍ଇଇଟି ପିଜି ପରୀକ୍ଷା
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍ଇଇଟି (ନ୍ୟାଶନାଲ ଏଲିଜିବଲ୍ କମ୍ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା ଆସନ୍ତା ରବିବାର ହେବାର ଥିଲା। ସଂକ୍ରମଣ ବଢ଼ୁଥିବାରୁ ପରୀକ୍ଷାକୁ ସ୍ଥଗିତ ରଖିବା ଲାଗି…
କୁମ୍ଭମେଳାରେ କରୋନା ବିସ୍ଫୋରଣ
ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି ଆଶଙ୍କା କରାଯାଉଛି। ମେଳା ଅଞ୍ଚଳରେ ଗତ ୫ ଦିନ ମଧ୍ୟରେ ୨,୩୬,୭୫୧ ନମୁନା ପରୀକ୍ଷା…
ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲେ ମୁକେଶ ଅମ୍ବାନୀ
ମୁମ୍ବାଇ, ୧୫ା୪- କରୋନା ସହ ଲଢ଼େଇରେ ମହାରାଷ୍ଟ୍ରକୁ ଅକ୍ସିଜେନ ଦରକାର ଥିବାବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ମୁକେଶ ଅମ୍ବାନୀ। ରିଲାଏନ୍ସ ରିଫାଇନାରିରୁ ଉତ୍ପାଦିତ ଅକ୍ସଜେନକୁ ମହାରାଷ୍ଟ୍ରକୁ ଯୋଗାଇ ଦେଇଛନ୍ତି। ମହାରାଷ୍ଟ୍ରରେ ବିଶ୍ୱର ସବୁଠୁ ବଡ଼ ରିଫାଇନାରି କମ୍ପ୍ଲେକ୍ସ ଚଲାଉଥିବା ଅମ୍ବାନୀଙ୍କ ରିଲେଆନ୍ସ…
ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ
ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ କରାଯାଉଥିଲା। ଏପରି କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏଥି ନେଇ ନିର୍ବାଚନ…
୨ ବର୍ଷ ହେଲା ନାବାଳିକା ଝିଅକୁ ବଳାତ୍କାର କରୁଥିଲେ ବାପା
ଜୟପୁର, ୧୫ା୪- ୧୫ ବର୍ଷୀୟା ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଜଣେ ବ୍ୟକ୍ତିକୁ ରାଜସ୍ଥାନର ଜୋଧପୁରରୁ ଗିରଫ କରାଯାଇଛି। କେବଳ ଏତିକି ନୁହେଁ, ଝିଅକୁ ବଳାତ୍କାର କରିବା ପରେ ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ବାରମ୍ବାର ବଳାତ୍କାର ପରେ…
ସ୍ବାମୀଙ୍କ ଆତ୍ମହତ୍ୟାର ଭିଡିଓ କଲେ ପତ୍ନୀ
କୋଲକାତା, ୧୫ା୪- ସ୍ବାମୀଙ୍କୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇବା ପାଇଁ ପଶ୍ଚିମବଙ୍ଗରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମାତ୍ର ୪ ମାସ ତଳେ ୨୨ ବର୍ଷୀୟା ଅଭିଯୁକ୍ତ ମହିଳାଙ୍କ ବିବାହ ହୋଇଥିଲା। ସ୍ବାମୀ ଆତ୍ମହତ୍ୟା କରୁଥିବାବେଳେ ସେଠାରେ ଉପସ୍ଥିତ ରହି ଭିଡିଓ ଶୁଟ୍…
ଝିଅକୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କ ଏମିତି ପ୍ରତିଶୋଧ ନେଲେ ବାପା
ବିଶାଖାପାଟନମ,୧୫।୪: ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସହର ଉପକଣ୍ଠରେ ଥିବା ପେଣ୍ଡୁରଥୀ ମଣ୍ଡଳର ଜାଟଟାଠାରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଅଭିଯୁକ୍ତ ହେଉଛନ୍ତି ବି ଆପାରାଲାଜୁ। ପୋଲିସ ଅଭିଯୁକ୍ତକୁ…
ଦ୍ୱିତୀୟ ଥର କରୋନା ଆକ୍ରାନ୍ତ ହେଲେ ମନ୍ତ୍ରୀ
ଥିରୁଭାନନ୍ତପୁରମ୍,୧୫।୪: ଗୋଟିଏ ଦିନରେ ଦୁଇ ଲକ୍ଷରୁ ଅଧିକ କରୋନା ମାମଲା ରେକର୍ଡ ହେବା ପରେ ଭାରତରେ ମୋଟ ସଂକ୍ରମଣ ଏକ କୋଟି ୪୦ ଲକ୍ଷ ୭୪ ହଜାର ୫୬୪ରେ ପହଞ୍ଚିଛି। ଗତ ସାତ ମାସ ମଧ୍ୟରେ କେରଳର କୃଷି ମନ୍ତ୍ରୀ ଭି.ଏସ…
ସଡ଼କରେ ବୁଲୁଛନ୍ତି ଯମରାଜା-ଯମଦୂତ: କରୁଛନ୍ତି ବିକଟାଳ ଶବ୍ଦ….
ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦିଲ୍ଲୀ ସମେତ କେତେକ ରାଜ୍ୟରେ ସରକାରଙ୍କ ପକ୍ଷରୁ କଡ଼ାକଟକଣା ଜାରି କରାଯାଇଛି। ତେବେ କରୋନା ମାର୍ଗଦର୍ଶିକା ପାଳନ ପାଇଁ ଲୋକଙ୍କୁ ସଚେତନ କରିବା ଲାଗି ରାଜଧାନୀ ଦିଲ୍ଲୀ ରାସ୍ତାରେ…
ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ
ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର ସରକାର କଡ଼ା ପଦକ୍ଷେପ ଗ୍ରହଣ କରିବା ସହ ଅଧିକ ସଜାଗ ରହିଛନ୍ତି। ବର୍ଦ୍ଧିତ କରୋନା…
Archives


