ବିହାର ନିର୍ବାଚନ: ଷ୍ଟାର ପ୍ରଚାରକ ତାଲିକାରେ ନାମ ନ ଥିବାରୁ ଦୁଃଖ ପ୍ରକାଶ କଲେ ଭାଜପା ନେତା
ପାଟନା,୧୨ ।୧୦: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ । ଇତିମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି । ହେଲେ ଏହି ତାଲିକାରେ ଏମ୍ପି ରାଜୀବ ପ୍ରତାପ ରୁଡି ଓ ରାଷ୍ଟ୍ରୀୟ ପ୍ରବକ୍ତା...
ହିମାଚଳ ମୁଖ୍ୟମନ୍ତ୍ରୀ କରୋନାରେ ଆକ୍ରାନ୍ତ
ଶିମଲା,୧୨।୧୦: କରୋନା ଭାଇରସ୍ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ହଜାର ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଜୟରାମ ଠାକୁର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।...
କୃଷି ଆଇନ: କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ନୋଟିସ୍ ଜାରି, ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୧୨।୧୦: କୃଷି ଆଇନ ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସୋମବାର କେନ୍ଦ୍ର ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି। ଏହି ଆଇନର ବିରୋଧରେ ଦାଖଲ କରାଯାଇଥିବା ଆବେଦନର ବିଚାର କରି ସୁପ୍ରିମ୍କୋର୍ଟ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍ଡେଙ୍କ ନେତୃତ୍ୱରେ ଗଠିତ...
ପଦ୍ମ ଧରିଲେ ଖୁଶବୁ: ୧୦ ବର୍ଷରେ ତୃତୀୟ ଦଳରେ ସାମିଲ୍
ଚେନ୍ନାଇ, ୧୨।୧୦: ଅଭିନେତ୍ରୀ ଖୁଶବୁ ସୁନ୍ଦର ଭାଜପାରେ ସାମିଲ ହୋଇଛନ୍ତି। ତାମିଲନାଡୁର କଂଗ୍ରେସ ପ୍ରବକ୍ତା ଭାବେ ସେ କାର୍ଯ୍ୟ କରୁଥିଲେ। ତେବେ ଦଳୀୟ ଅସନ୍ତୋଷ ଯୋଗୁ ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ରାଜ୍ୟ କଂଗ୍ରେସରେ ଜାରି...
କରୋନା ସଂକ୍ରମିତ, କଣ୍ଟେନମେଣ୍ଟଜୋନ୍ର ଛାତ୍ରୀଛାତ୍ରଙ୍କ ପାଇଁ ଅକ୍ଟୋବର ୧୪ରେ ହେବ ନିଟ୍ ପରୀକ୍ଷା
ନୂଆଦିଲ୍ଲୀ,୧୨ ।୧୦: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ନ୍ୟାଶନାଲ ଇଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍ଇଇଟି) ବା ନିଟ୍ ପରୀକ୍ଷା । ହେଲେ ଏହି ସମୟରେ ଯେଉଁ ପିଲାମାନେ କରୋନାରେ ସଂକ୍ରମିତ ହୋଇଥିଲେ ଅବା କଣ୍ଟେମେଣ୍ଟ ଜୋନ୍ରେ ରହୁଥିଲେ...
କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ଉପହାର: ଛୁଟି ବଦଳରେ ମିଳିବ ନଗଦ ଟଙ୍କା
ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ଉପହାର ଘୋଷଣା କରିଛନ୍ତି। ଛୁଟି ବଦଳରେ କର୍ମଚାରୀଙ୍କୁ ନଗଦ ଟଙ୍କା ପ୍ରଦାନ କରାଯିବ। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ସୂଚନା ଦେଇଛନ୍ତି। ଏହା ସହିତ ସମସ୍ତ କର୍ମଚାରୀଙ୍କୁ ପାର୍ବଣ...
ମୁମ୍ବାଇରେ ବିଦ୍ୟୁତ୍ ସେବା ଠପ୍: ଅଟକିଲା ଲୋକାଲ ଟ୍ରେନ୍, ମେଟ୍ରୋ; ଶାନ୍ତି ବଜାୟ ରଖିବାକୁ ସମସ୍ତଙ୍କୁ ନିବେଦନ କଲେ ବିଗ୍ ବି
ମୁମ୍ବାଇ,୧୨।୧୦: ଗୋଟିଏ ପଟେ ଗତ କିଛି ମାସରୁ କରୋନା ଭାଇରସ୍ ମୁମ୍ବାଇରେ ଆତଙ୍କ ଖେଳାଇଥିବା ବେଳେ ଏବେ ଏଠାରେ ବିଦ୍ୟୁତ୍ ସରବରାହ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୋମବାର ସକାଳେ ଗ୍ରୀଡ୍ ଫେଲ୍ ହୋଇଯିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସରବରାହ...
୭୧ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୬୬ହଜାରରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ,୧୨।୧୦: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦେଶରେ ଗତ ୨୪ଘଣ୍ଟାରେ ୬୬,୭୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧ଲକ୍ଷ ପାର...
ବିହାରରେ ରାଜନେତାଙ୍କ ‘ବୟସ-ଦୁର୍ନୀତି’: ସତ୍ୟପାଠରେ ଭୁଲ ତଥ୍ୟ
ପାଟନା, ୧୨।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏପରିସ୍ଥଳେ ରାଜନେତାଙ୍କ ‘ବୟସ-ଦୁର୍ନୀତି’ର ପର୍ଦ୍ଦାଫାଶ୍ ହୋଇଛି। ସତ୍ୟପାଠରେ ରାଜନେତାମାନେ ଭୁଲ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗ ହୋଇଛି। ଶାସକ ଦଳ ମନ୍ତ୍ରୀ ଜୟ କୁମାର ସିଂଙ୍କ ବୟସ ୫ ବର୍ଷରେ...
କରୋନାକୁ ହରାଇଲେ ୧୦୪ ବର୍ଷୀୟା ମହିଳା
ନୂଆଦିଲ୍ଲୀ,୧୨।୧୦: ନୋଏଡାର ୧୦୪ ବର୍ଷୀୟା ଜଣେ ମହିଳା କରୋନାକୁ ହରାଇ ଘରକୁ ଫେରିଛନ୍ତି। ସେକ୍ଟର-୧୩୭ ଜେପି ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ମୂଳତଃ ଆଗ୍ରା ନିବାସୀ ଶ୍ୟାମବତୀଙ୍କ ଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ୧୦ ଦିନ ପୂର୍ବରୁ...
ଆଇଟିବିପି ଯବାନଙ୍କୁ ସାଲ୍ୟୁଟ କରୁଥିବା ଶିଶୁର ଭିଡ଼ିଓ ଭାଇରାଲ
ଚୁଶୁଲ୍, ୧୨।୧୦: ସୋସିଆଲ୍ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଶିଶୁ ଜଣକ ଲଦାଖର ଚୁଶୁଲ୍ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରୁଥିବାର ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଏହି ଶିଶୁ ରାସ୍ତାକଡ଼ରେ ଠିଆ ହୋଇଥିବାର ଦୃଶ୍ୟ...
୧୦୦ କିଲୋ ଓଜନର କଇଁଛକୁ ଗଭୀର ସମୁଦ୍ରରେ ଛଡ଼ାଗଲା
ରାମନାଥପୁରମ୍, ୧୨।୧୦: ତାମିଲନାଡୁ ରାମନାଥପୁରମ୍ ଜିଲାର ସମୁଦ୍ର କୂଳରୁ ୧୦୦ କିଲୋ ଓଜନର ଏକ ବୃହତ କଇଁଛକୁ ଉଦ୍ଧାର କରାଯାଇଛି। କଇଁଛଟି ମାଣ୍ଡାପମ୍ର ସମୁଦ୍ରକୂଳରେ ଲାଗିଥିଲା। ଖବର ପାଇ ବନ୍ୟ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କଇଁଛକୁ ଉଦ୍ଧାର କରିଥିଲେ।...
Archives


