ଜାତୀୟ

ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଇଭେଣ୍ଟରେ କୃଷକଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଲେ

ଚଣ୍ଡିଗଡ଼,୧୬।୫: ହରିୟାଣାରେ କରୋନା ଯୋଗୁ ଲକ୍‌ଡାଉନକୁ ଗୋଟିଏ ସପ୍ତାହ ପାଇଁ ବଢ଼ାଇ ଦିଆଯାଇଛି। ଏହାସତ୍ତ୍ୱେ ହିସାର ଜିଲାର ଏକ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। ଏହାକୁ ବିରୋଧ କରିଥିଲେ ଦୀର୍ଘ ଦିନ ହେଲା…

ଭାରତ, ବ୍ରିଟେନ୍‌ ଷ୍ଟ୍ରେନ୍‌କୁ ରୋକିବାରେ ସକ୍ଷମ କୋଭାକ୍ସିନ୍‌ ଟିକା

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ କରୋନା ଏକପ୍ରକାର ଆତଙ୍କ ଖେଳାଇ ଦେଇଛି। ଏବେ ଲୋକଙ୍କ ମଧ୍ୟରେ ଏକମାତ୍ର ଆଶା ହେଉଛି ଟିକା। ତେବେ କରୋନାର ବଦଳୁଥିବା ରୂପକୁ ନେଇ ବୈଜ୍ଞାନିକମାନେ ଚିନ୍ତା ପ୍ରକଟ କରିଛନ୍ତି। ତେବେ ଏବେ ଲୋକ ଦିଆଯାଉଥିବା ଟିକା କରୋନାର…

ରାହୁଲ କହିଲେ,‘ମୋତେ ଗିରଫ କର’

ନୂଆଦିଲ୍ଲୀ,୧୬।୫: କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଟିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା କରିଥିବା ଅଭିଯୋଗରେ ୧୭ ଜଣଙ୍କୁ ଗିରଫ କରାଯିବା ପରେ ଏହାକୁ ନେଇ ରାଜନୀତି ତେଜୁଛି। ଏହି ମାମଲାରେ କଂଗ୍ରେସ ମୋଦି…

ଉଗ୍ର ରୂପ ନେଲା ‘ତାଉକ୍ତାଏ’: ଅନେକ ସ୍ଥାନରେ ଉପୁଡିଲା ଗଛ, ଭାଙ୍ଗିଲା ଘର

ଥିରୁଭାନନ୍ତପୁରମ୍‌,୧୬।୫: ଆରବ ମହାସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ‘ତାଉକ୍ତାଏ’ ଭେରି ସିଭିୟର ସାଇକ୍ଲୋନିକ ଷ୍ଚର୍ମରେ ପରିଣତ ହୋଇଛି। ଏବେ ଏହା କେରଳରେ ଏହାର ରୂପ ଦେଖାଇବା ଆରମ୍ଭ କରିଛି। ଥିରୁଭାନନ୍ତପୁରମ୍‌ର ଏକ ଉପକୂଳବର୍ତ୍ତୀ ଗ୍ରାମ ବଲିଆଧୁରାରେ ବର୍ଷ ପବନ ଯୋଗୁ ଅନେକ…

ସ୍ବାସ୍ଥ୍ୟ ଟିମ୍‌ ଉପରକୁ ଆକ୍ରମଣ

ଅରୈୟା,୧୬।୫: ସାରା ଦେଶରେ କରୋନା ମହାମାରୀ ତାଣ୍ଡବ ରଚୁଥିବା ବେଳେ ଏପର୍ଯ୍ୟନ୍ତ ଏହାର ଭୟାବହତାକୁ ବୁଝିପାରୁନାହାନ୍ତି ଲୋକେ। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ କେତେକ ଅମାନିଆ କୋଭିଡ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ…

ମନ୍ତ୍ରୀ ନିଜେ କରୋନା ପଜିଟିଭ୍‌ ଥାଇ ସଫା କରୁଛନ୍ତି ହସ୍ପିଟାଲ ଓ୍ବାର୍ଡ

ମିଜୋରାମ,୧୬।୫: କରୋନାର ଭୟାବହତା ବର୍ତ୍ତମାନ ପୂରା ଦେଶରେ ଦେଖିବାକୁ ମିଳିଛି। କୌଣସି ହସ୍ପିଟାଲରେ ବେଡ୍‌ ମିଳୁନି କି ଅକ୍ସିଜେନ ସିଲିଣ୍ଡର ନାହିଁ। ଏପରି ଖବର ମଧ୍ୟରେ ଆଉ ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ କରୋନା ସଂକ୍ରମିତ ହୋଇଥିବା ଖୋଦ୍‌ ମନ୍ତ୍ରୀ…

ତାଉକାତେ ଆତଙ୍କ: ୫୮୦ କରୋନା ରୋଗୀଙ୍କୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଓ ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ତଉକାତେ’ ବାତ୍ୟାର ପ୍ରଭାବ ଯୋଗୁ ବୃହନମୁମ୍ବାଇ ନଗର ନିଗମ(ବିଏମ୍‌ସି) ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। କୋଭିଡ କେୟାର ସେଣ୍ଟରରୁ ୫୮୦ଜଣ ଆକ୍ରାନ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।…

ହରିଆଣାରେ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୫: ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ରାଜ୍ୟସରକାର ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉତ୍ତରପ୍ରଦେଶ ଓ ଦିଲ୍ଲୀ ପରେ ଏବେ ହରିଆଣା ସରକାର ମଧ୍ୟ ଲକ୍‌ଡାଉନ ଅବଧି ବୃଦ୍ଧି ନେଇ ଘୋଷଣା କରିଛନ୍ତି। ହରିଆଣାରେ…

କରୋନା କାଳରେ ବି ବାଦ୍‌ ପଡ଼ୁନି ପାକିସ୍ତାନ: ଡ୍ରୋନ୍‌ ଜରିଆରେ ପଠାଉଛି ଅସ୍ତ୍ରଶସ୍ତ୍ର

ଶ୍ରୀନଗର,୧୬।୫: ଗୋଟିଏ ପଟେ ସାରା ଦେଶ କରୋନା ସହ ଲଢ଼େଇ କରୁଥିବା ବେଳେ ନିଜ କାର୍ଯ୍ୟକଳାପରୁ ବାଦ୍‌ ପଡ଼ୁନି ପାକିସ୍ତାନ। ଭାରତ ସହ ଶତ୍ରୁତା କରିବା ପାଇଁ କୌଣସି ସୁଯୋଗର ହାତଛଡ଼ା କରୁନାହିଁ। ଇତିମଧ୍ୟରେ ଶନିବାର ଓ ରବିବାର ରାତ୍ର ମଧ୍ୟରେ…

ଡ୍ରାଗନର ଲାଲ୍‌ଆଖି: ରୁତୋଗ୍‌ରେ ଠୁଳ କରୁଛି ଯୁଦ୍ଧ ସରଞ୍ଜାମ…

ବେଜିଂ/ଲେହ,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ଚାଇନା ଗତବର୍ଷ ଭଳି ଚଳିତ ବର୍ଷ ଭାରତକୂ ଘେରିବା ଆରମ୍ଭ କରିଛି। ଶାନ୍ତିର କଥା ବିଷୟରେ କହି ବୁଲୁଥିବା ଡ୍ରାଗନ ପୁଣି ପୂର୍ବ ଲଦାଖ ଅଞ୍ଚଳରେ ସେନ୍ୟ…

ହୃଦ୍‌ଘାତରେ ଏହି ଅଭିନେତ୍ରୀଙ୍କ ବାପାଙ୍କ ପରଲୋକ

ମୁମ୍ବାଇ,୧୬।୫: ଫିଲ୍ମ ଜଗତରୁ ଏକ ଦୁଃଖଦ ଖବର ଆସିଛି। ବଲିଉଡ୍‌ ଅଭିନେତ୍ରୀ ସୁଧା ଚନ୍ଦ୍ରନଙ୍କ ବାପା ତଥା ବିଶିଷ୍ଟ ଅଭିନେତା କେ.ଡି ଚନ୍ଦ୍ରନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ରବିବାର ସକାଳେ ହୃହ୍‌ଘାତ ହେବାରୁ ତାଙ୍କର…

ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀରେ ଲକ୍‌ଡାଉନ ଯୋଗୁ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ଗତିରେ ସାମାନ୍ୟ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜ୍ୟରେ ପୁଣି ଥରେ ଲକ୍‌ଡାଉନର ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?