ପାର୍ଲେ-ଜି ଏସବୁ ଚ୍ୟାନେଲକୁ ଦେବନି ବିଜ୍ଞାପନ
ମୁମ୍ବାଇ,୧୨।୧୦: ବଜାଜ କମ୍ପାନୀ ପରେ ଏବେ ବିସ୍କୁଟ ତିଆରି କରୁଥିବା କମ୍ପାନୀ ପାର୍ଲେ-ଜି ନିଜ ବିଜ୍ଞାପନକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛି। ସମାଜରେ ବିଷ ଘୋଳୁଥିବା ଏବଂ ଭ୍ରମାତ୍ମକ ଖବର ପ୍ରସାରଣ କରୁଥିବା ନ୍ୟୁଜ ଚ୍ୟାନେଲଗୁଡ଼ିକୁ ବିଜ୍ଞାପନ ନ...
ନୂଆ ୧୦୦ ଟଙ୍କିଆ କଏନ୍ର ଲୋକାର୍ପଣ କଲେ ମୋଦି
ନୂଆଦିଲ୍ଲୀ, ୧୨।୧୦: ରାଜମାତା ବିଜୟା ରାଜେ ସିନ୍ଧିଆଙ୍କ ସ୍ମୃତିରେ ଏକ ନୂଆ ୧୦୦ ଟଙ୍କିଆ କଏନ୍ର ଲୋକାର୍ପଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏହାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ରାଜମାତାଙ୍କ ଶହେତମ ଜନ୍ମ ବାର୍ଷିକୀ ଅବସରରେ...
ଗୋଟିଏ ଦିନ ପାଇଁ ଜିଲାପାଳ ଆସନରେ ବସିଲେ ଆନ୍ଧ୍ରପ୍ରଦେଶର ଦ୍ୱାଦଶ ଶ୍ରେଣୀ ଛାତ୍ରୀ
ଅମରାବତୀ,୧୨ ।୧୦: ଅନ୍ତରାଷ୍ଟ୍ରୀୟ ବାଳିକା ଦିବସ ଅବସରରେ ଦ୍ୱାଦଶ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ଜିଲାପାଳ ଭାବେ ନିଯୁକ୍ତି ମିଳିଛି । ରାଜ୍ୟପାଳ ଗନ୍ଧମ ଚନ୍ଦ୍ରଦୁ ରାଜ୍ୟରେ ଏହା ପ୍ରଥମ କରି ଆରମ୍ଭ କରିଛନ୍ତି । ସରକାରୀ...
ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର
ନୂଆଦିଲ୍ଲୀ, ୧୨।୧୦: ଏଲ୍ଏସି ଏବଂ ଏଲ୍ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ଏହି ପୋଲଗୁଡ଼ିକୁ...
ରାଜଧାନୀରେ ହେବ ଦୁର୍ଗାପୂଜା, ରାମଲିଳା
ନୂଆଦିଲ୍ଲୀ,୧୨ ।୧୦: ବେଶ୍ କିଛି ସମୟର ସଂଶୟ ପରେ ଶେଷରେ ଏହାର ସମାଧାନ ବାହାରିଛି । ରାଜଧାନୀ ଦିଲ୍ଲୀର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମ୍ଏ) ସେଠାରେ ଦଶହରା ପାଳନ ଓ ରାମଲିଳା କରିବାକୁ ଅନୁମତି ପ୍ରଦାନ କରିଛନ୍ତି । ଏଥିପାଇଁ ଏକ...
ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିବାବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି କଶ୍ମୀର...
କଂଗ୍ରେସରୁ ଇସ୍ତଫା ଦେଲେ ଖୁଶବୁ: ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା
ଚେନ୍ନାଇ, ୧୨।୧୦: ତାମିଲନାଡୁରେ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଫିଲ୍ମ ଅଭିନେତ୍ରୀ ଖୁଶବୁ ସୁନ୍ଦର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ଯୋଗଦେବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ରାଜ୍ୟ ପ୍ରବକ୍ତା ପଦରୁ...
ମୋଦି କ୍ୟାବିନେଟରେ ଏନ୍ଡିଏର ଜଣେ
ନୂଆଦିଲ୍ଲୀ,୧୨ା୧୦: ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ପ୍ରତିଷ୍ଠାତା ରାମବିଲାସ ପାଶ୍ୱାନଙ୍କ ପରଲୋକ ପରେ କେନ୍ଦ୍ର ସରକାରରେ ଏବେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ର ମାତ୍ର ଗୋଟିଏ ସହଯୋଗୀ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ଶାସକ ମେଣ୍ଟର ଅଂଶୀଦାର ଦଳଗୁଡ଼ିକ...
ଟିଆର୍ଏସ୍ କର୍ମୀଙ୍କୁ ହତ୍ୟାକଲେ ମାଓବାଦୀ
ହାଇଦ୍ରାବାଦ, ୧୨।୧୦: ତେଲଙ୍ଗାନାର ମୁଲୁଗୁ ଜିଲା ଅନ୍ତର୍ଗତ ଆଲୁବାକା ଗ୍ରାମରେ ମାଓବାଦୀମାନେ ଜଣେ ଟିଆର୍ଏସ୍ କର୍ମୀଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ମାଓବାଦୀଙ୍କୁ ଟଙ୍କା ଦେବାକୁ ମନା କରିବାରୁ ସେମାନେ ଏଭଳି ବର୍ବରକାଣ୍ଡ ଭିଆଇଛନ୍ତି। ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ...
ପୁଣି ମୁହଁ।ମୁହିଁ ୨ ଓକିଲ
ନୂଆଦିଲ୍ଲୀ,୧୨ା୧୦(ଆଇଏଏନ୍ଏସ୍): କେହି କେହି ଏହାକୁ ସଂଯୋଗ ବୋଲି କହୁଥିବାବେଳେ ଆଉ କେତେକଙ୍କ ମତରେ ଏହା ହେଉଛି ଭାଗ୍ୟ। କିନ୍ତୁ ଦୁହେଁ କହୁଛନ୍ତି ଏହା ସେମାନଙ୍କ ପାଇଁ ପେସା। ଦିଲ୍ଲୀର ନିର୍ଭୟା ମାମଲା ଲଢ଼ିଥିବା ଦୁଇ ଆଇନଜୀବୀ ଏବେ ଉତ୍ତରପ୍ରଦେଶର ହାଥ୍ରସ...
କଂଗ୍ରେସ ନେତ୍ରୀଙ୍କୁ ସହଯୋଗୀଙ୍କ ମାଡ଼
ଦେଓରିଆ,୧୨।୧୦: ଉତ୍ତରପ୍ରଦେଶରେ ଜଣେ ମହିଳା ନେତ୍ରୀଙ୍କୁ ରବିବାର କଂଗ୍ରେସ କର୍ମୀମାନେ ମାଡ଼ ମାରିଛନ୍ତି। ଉପନିର୍ବାଚନ ଲାଗି ବଳାତ୍କାର ଅଭିଯୁକ୍ତଙ୍କୁ ଟିକେଟ ଦିଆଯିବାକୁ ସେ ବିରୋଧ କରିଥିଲେ। ଏହାକୁ ନେଇ କିଛି କଂଗ୍ରେସ କର୍ମୀ ବିରୋଧକରିବା ସହ ନେତ୍ରୀଙ୍କୁ ମାଡ଼ ମାରିିଥିବା...
କୋଭିଡ୍ ହସ୍ପିଟାଲରେ ଡାକ୍ତର ଆନ୍ଦୋଳନ
ନୂଆଦିଲ୍ଲୀ, ୧୨।୧୦: ମହାମାରୀ କରୋନା କାଳରେ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ନର୍ସ (କୋଭିଡ୍ ଯୋଦ୍ଧା)ଙ୍କୁ ଦିଲ୍ଲୀ ସରକାରଙ୍କ ହତାଦର ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି। ୪ ମାସ ହେଲା ଦରମା ନ ପାଇ...
Archives


