ପୁଣି ସପ୍ତାହେ ବଢ଼ିଲା ଲକ୍ଡାଉନ
ନୂଆଦିଲ୍ଲୀ,୧୬।୫: ଦିଲ୍ଲୀରେ ଲକ୍ଡାଉନ ଯୋଗୁ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ଗତିରେ ସାମାନ୍ୟ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜ୍ୟରେ ପୁଣି ଥରେ ଲକ୍ଡାଉନର ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି…
୪୦ ହଜାର ଜୀବନ ନେଉଛି ଡେଙ୍ଗୁ
ମେ’ ୧୬ରେ ଭାରତରେ ଜାତୀୟ ଡେଙ୍ଗୁ ଦିବସ ପାଳନ କରାଯାଇଥାଏ। ଡେଙ୍ଗୁ ଜ୍ୱର ସମ୍ପର୍କରେ ସଚେତନତା ସୃଷ୍ଟି ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏଡିସ୍ ପ୍ରଜାତିର ମଶା ଏଡିସ ଏଜିପ୍ଟି ଦ୍ୱାରା ଡେଙ୍ଗୁ ବ୍ୟାପିଥାଏ। ଶରୀରରେ ଡେଙ୍ଗୁ ଭୂତାଣୁ ପ୍ରବେଶ କରିବାର…
ହସ୍ପିଟାଲରେ ବେଡ୍-ଅକ୍ସିଜେନ୍ ନାହିଁ: ଶ୍ମଶାନରେ କାଠ ଅଭାବ…
ନୋଏଡା,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କ ଲାଗି ହସ୍ପିଟାଲରେ ବେଡ୍ର ଅଭାବ ଦେଖାଦେଇଛି। ସେହିପରି ଅକ୍ସିଜେନ୍ ନ ଥିବାରୁ ବହୁ ଆକ୍ରାନ୍ତ ଛଟପଟ ହୋଇ ମରୁଛନ୍ତି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି…
ଏହି ରାଜ୍ୟର ମହିଳାମାନେ କରୁଛନ୍ତି ‘କରୋନା ମାଇ’ ପୂଜା
ବାରାଣସୀ,୧୬।୫: କରୋନା ଭାଇରସ୍ ମହାମାରୀ ସାରା ଦେଶରେ ତାଣ୍ଡବ ରଚୁଛି। ସାରା ରାଜ୍ୟରେ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, କେତେକ ରାଜ୍ୟରେ ଲକ୍ଡାଉନ ମଧ୍ୟ ବିଫଳ ହେଉଥିବା…
ଆମ୍ବୁଲାନ୍ସ୍ରେ ରୋମାନ୍ସ: ଧରାପଡ଼ି ୩ ଯୁବକ, ଜଣେ ଯୁବତୀ ଜେଲ୍ ଗଲେ…
ବାରାଣସୀ,୧୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କୁ ନେବା ଆଣିବା ଲାଗି ଆମ୍ବୁଲାନ୍ସ୍ ବି ମିଳୁନି। ମାତ୍ର ଆମ୍ବୁଲାନ୍ସ୍ ଭିତରେ ରୋମାନ୍ସ୍ କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ି ୩ ଯୁବକ ଏବଂ ଜଣେ ଯୁବତୀଙ୍କୁ…
ମେ’ ୨୪ ଯାଏ ବଢ଼ିଲା କରୋନା କର୍ଫ୍ୟୁ: ରାସ୍ତାକଡ଼ ଦୋକାନୀଙ୍କୁ ହଜାରେ, ଗରିବଙ୍କୁ ମିଳିବ ରାଶନ
ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶରେ କରୋନାର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଦୈନିକ ସଂକ୍ରମଣ ହଜାର ହଜାର ସଂଖ୍ୟାରେ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ…
ଡିୟୁରେ କରୋନା ଆତଙ୍କ: ୨୫ କର୍ମଚାରୀଙ୍କ ମୃତ୍ୟୁ…
ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ(ଡିୟୁ)ରେ ଆତଙ୍କ ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ବର୍ଗଙ୍କୁ ୟୁନିଭରସିଟି ଟିଚରର୍ସ ଓ୍ବେଲଫେୟାର ଫଣ୍ଡ୍ ପକ୍ଷରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ମୂଳକ…
ଘରୋଇ ହସ୍ପିଟାଲରେ ମାଗଣାରେ ହେବ କରୋନା ଚିକିତ୍ସା: ମୁଖ୍ୟମନ୍ତ୍ରୀ
ପଣଜୀ,୧୬।୫: ଗୋଆରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ କିଛି ଦିନ ହେବ ହସ୍ପିଟାଲରେ ଅକ୍ସିଜେନ ଅଭାବରୁ ଅନେକ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଯାହାକୁ ନେଇ ପ୍ରଶାସନର କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହେଲେ ଏହି ଅଭିଯୋଗକୁ…
ଗୋଆରେ ପହଞ୍ଚିଲା ବାତ୍ୟା ‘ତଉକତେ’…
ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ବାତ୍ୟା ‘ତଉକତେ’ ରବିବାର ଗୋଆର ଉପକୂଳବର୍ତ୍ତୀ ଅଞ୍ଚଳରେ ପହଞ୍ଚିଛି। ଏହାର ପ୍ରଭାବରେ ଗୋଆରେ ପ୍ରବଳ ବର୍ଷା ଲାଗେି ରହିଛି। ଧୀରେଧୀରେ ପବନର ବେଗ ବଢୁଥିବାରୁ ଗଛ ଭାଙ୍ଗି ପଡ଼ି ରାସ୍ତା…
ବ୍ଲାକ୍ ଫଙ୍ଗସ୍ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…
ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍ ଫଙ୍ଗସ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍ ଫଙ୍ଗସ୍ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍ ଫଙ୍ଗସ୍ରେ ସଂକ୍ରମିତ ହୋଇଥିବା ଆଖିକୁ ଅପରେଶନ…
ହସ୍ପିଟାଲରେ ମିଳୁନି ବେଡ୍: ଘରେ ମରୁଛନ୍ତି ଲୋକେ…
ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ ସୃଷ୍ଟି…
କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସ ଏମ୍ପିଙ୍କ ପରଲୋକ…
ନୂଆଦିଲ୍ଲୀ,୧୬।୫: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ରାଜ୍ୟସଭା ଏମ୍ପି ରାଜୀବ ସାତଭ୍ଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା। ଏସମ୍ପର୍କରେ କଂଗ୍ରେସ ପ୍ରବକ୍ତା ରଣଦୀପ୍ ସୁର୍ଜଓ୍ବୋଲା ଟୁଇଟ୍ କରି ସୂଚନା ଦେଇଛନ୍ତି। ଏପ୍ରିଲ୍ ୨୨ରେ ରାଜୀବଙ୍କ ନମୁନା…

