କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…
ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ…
ସରକାରଙ୍କ ଟିକା ନୀତି ତୃତୀୟ ଲହରକୁ ଡାକିଆଣିବ
ନୂଆଦିଲ୍ଲୀ, ୧୬।୫(ପି.ଟି.): ଏକ ଉପଯୁକ୍ତ ଜାତୀୟ ଟିକା ରଣନୀତି ପ୍ରସ୍ତୁତି ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଆହ୍ବାନ ଦେଇଛନ୍ତି। ସରକାରଙ୍କ ବିନାଶକାରୀ ଟିକା ନୀତି ଦେଶରେ କରୋନାର ବିଧ୍ୱଂସକାରୀ ତୃତୀୟ ଲହରକୁ ଡାକିଆଣିବ ବୋଲି ସେ କହିଛନ୍ତି। ଗଙ୍ଗାନଦୀରୁ…
ମୋଦି ବିରୋଧୀ ପୋଷ୍ଟର: ୧୫ ଗିରଫ
କରୋନା ମହାମାରୀ ନିୟନ୍ତ୍ରଣ ଓ ଟିକା ପରିଚାଳନାର ବିଫଳତାକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସମାଲୋଚିତ ହୋଇଛନ୍ତି। କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳ ସରକାରଙ୍କ ଭୁଲ ନୀତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିକା ନୀତିକୁ…
୧୦ ରାଜ୍ୟରେ ୮୫% ସଂକ୍ରମଣ
ନୂଆଦିଲ୍ଲୀ, ୧୬।୫(ପି.ଟି.): ମୋଟ କରୋନା ସଂକ୍ରମଣର ୮୫ ପ୍ରତିଶତ ୧୦ଟି ରାଜ୍ୟରେ ଦେଖିବାକୁ ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୧ ରାଜ୍ୟରେ ସକ୍ରିୟ ମାମଲା ୧ ଲକ୍ଷରୁ ଅଧିକ ରହିଥିବାବେଳେ ୮ ରାଜ୍ୟରେ ୫୦,୦୦୦ରୁ ୧ ଲକ୍ଷ ମଧ୍ୟରେ…
‘ରୋଗୀଙ୍କୁ ଅତ୍ୟଧିକ ଷ୍ଟିରଏଡ୍ ଦେବା ବ୍ଲାକ୍ ଫଙ୍ଗସ୍ର ମୁଖ୍ୟ କାରଣ’
ନୂଆଦିଲ୍ଲୀ/ଚଣ୍ଡିଗଡ଼, ୧୫।୫: ବ୍ଲାକ୍ ଫଙ୍ଗସ୍ ରୋଗ ହଠାତ୍ ବଢ଼ିବା ସହ ଏହା ମୃତ୍ୟୁହାରକୁ ମଧ୍ୟ ବଢ଼ାଇ ଦେଇଛି। ଏହାକୁ ନେଇ ଚିନ୍ତା ବଢ଼ୁଥିବା ବେଳେ କରୋନା ରୋଗୀଙ୍କୁ ଅତ୍ୟଧିକ ଷ୍ଟିରଏଡ୍ ଦେବା ବ୍ଲାକ୍ ଫଙ୍ଗସ୍ର ଅନ୍ୟତମ ମୁଖ୍ୟ କାରଣ ବୋଲି ଏମ୍ସ…
କେନ୍ଦ୍ର ଯୋଗାଇଥିବା ଭେଣ୍ଟିଲେଟରର ହେବ ତଦନ୍ତ
ନୂଆଦିଲ୍ଲୀ, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସମ୍ବଳ ବୃଦ୍ଧି ଉପରେ ସେ ଗୁରୁତ୍ୱ ଦେବା ସହ ଘରକୁ ଘର ଯାଇ ପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି। ସ୍ଥାନୀୟ ସ୍ତରରେ ବିଶେଷ…
ବାଲିରେ ପୋତିଥିଲେ ୨ ହଜାର ଶବ
ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫ା୫: ଭାଜପା ଶାସିତ ଉତ୍ତରପ୍ରଦେଶରେ ପ୍ରବାହିତ ଗଙ୍ଗାନଦୀ କୂଳର ୧୧୪୦ କି.ମି. ଅଞ୍ଚଳରେ ୨ ହଜାରରୁ ଊର୍ଦ୍ଧ୍ୱ କୋଭିଡ୍ ରୋଗୀଙ୍କ ମୃତଦେହ ଠାବ କରାଯାଇଛି। ପ୍ରଥମେ ଉଭୟ କେନ୍ଦ୍ର ଓ ୟୁପି ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିଲେ। ମୃତଦେହଗୁଡ଼ିକ ଭାସି ଭାସି…
‘ଯିଏ କହୁଥିଲା, ଗଙ୍ଗା ଡାକିଛନ୍ତି, ସେ ମା’ ଗଙ୍ଗାଙ୍କୁ କନ୍ଦାଇଛନ୍ତି’
ନୂଆଦିଲ୍ଲୀ,୧୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗଙ୍ଗା ନଦୀରେ ମୃତଦେହ ଭାସିବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରିଛନ୍ତି। ରାହୁଲ ଟୁଇଟରେ ‘ଯିଏ କହୁଥିଲା, ଗଙ୍ଗା ଡାକିଛନ୍ତି, ସେ ମା’ ଗଙ୍ଗାଙ୍କୁ କନ୍ଦାଇଛନ୍ତି’ ଉଲ୍ଳେଖ କରିଛନ୍ତି। ରାହୁଲ ମୋଦିଙ୍କ ନାମ…
ଝାଡୁ ଧରି ହସ୍ପିଟାଲ ଚଟାଣ ସଫା କଲେ ମନ୍ତ୍ରୀ
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ଭୟଙ୍କର ରୂପ ନେବାରେ ଲାଗିଛି। କରୋନାରେ ଧନୀ, ଗରିବ, ନେତା ଆକ୍ରାନ୍ତ ହୋଇ ହନ୍ତସନ୍ତ ହେବାରେ ଲାଗିଛନ୍ତି । ଏଭଳି ସ୍ଥିତିରେ ସୋସିଆଲ ମିଡିଆରେ ଘୂରି ବୁଲୁଛି ଏକ ଭିଡିଓ । ଭିଡିଓକୁ ଦେଖି ଲୋକେ ଖୁବ୍…
ମାତ୍ର ୧୭ ମିନିଟ୍ରେ ବିବାହ, ଯୌତୁକ ଆକାରରେ ବର ମାଗିଲେ ଏକ ନିଆରା ଜିନିଷ; ଜାଣିଲେ କରିବେ ପ୍ରଶଂସା
ଲକ୍ଷ୍ନୌ,୧୫।୫: ଉତ୍ତରପ୍ରଦେଶର ସାହାଜହାଁପୁରରେ ମାତ୍ର ୧୭ ମିନିଟ୍ରେ ଏକ ବିବାହ ସମ୍ପନ୍ନ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ବର କନ୍ୟାକୁ ଯୌତୁକ ଆକାରରେ ଏକ ନିଆରା ଜିନିଷ ମାଗିଥିଲେ। ଯାହା ଶୁଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ। ଏପରି ନିଆରା ବିବାହ…
ରାଜଧାନୀରେ ଆରମ୍ଭ ହେଲା ଅକ୍ସିଜେନ୍ ବ୍ୟାଙ୍କ୍: ୨ ଘଣ୍ଟାରେ ପହଞ୍ଚିବ ଘରେ …
ନୂଆଦିଲ୍ଲୀ,୧୫।୫: କରୋନା ଆକ୍ରାନ୍ତଙ୍କ ଅକ୍ସିଜେନ୍ ଅଭାବ ପୂରଣ କରିବା ଲାଗି ରାଜଧାନୀ ଦିଲ୍ଲୀରେ ଅକ୍ସିଜେନ୍ ବ୍ୟାଙ୍କ ଶନିବାରଠାରୁ ଆରମ୍ଭ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ସୂଚନା ଦିଆଯାଇଛି। ଘରେ କ୍ୱାରାଣ୍ଟାଇନ୍ରେ ଥିବା ଆକ୍ରାନ୍ତଙ୍କୁ ମାତ୍ର ୨ ଘଣ୍ଟାରେ…
ଏହି ରାଜ୍ୟରେ ମେ’୩୦ ଯାଏ ଲକ୍ଡାଉନ
କୋଲକାତା,୧୫।୫: ରାଜ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ପଶ୍ଚିମବଙ୍ଗ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଲକ୍ଡାଉନ ଘୋଷଣା କରିଛନ୍ତି। ରାଜ୍ୟରେ ମେ’ ୧୬ରୁ ୩୦ ମେ’ ଯାଏ ଲକ୍ଡାଉନ ଘୋଷଣା କରାଯାଇଛି। ଲକ୍ଡାଉନ…

