ଲକ୍ଡାଉନ୍କୁ ଉଲ୍ଲଂଘନ ପଡ଼ିଲା ମହଙ୍ଗା: ୫୧,୮୭୮ ଅମାନିଆଙ୍କୁ ଜରିମାନା, ୫୧୭୪ଜଣଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ଉପୁଜିଛି ଯେ, କରୋନାରେ ମୃତ୍ୟୁ…
୯ ମାସରେ ୧୪ ଥର ପ୍ଲାଜମା ଦାନ କରିସାରିଲେଣି ଏହି ବ୍ୟକ୍ତି; ବନ୍ଧୁମାନେ ଡାକୁଛନ୍ତି ‘ପ୍ଲାଜମା ବ୍ୟାଙ୍କ’
ନୂଆଦିଲ୍ଲୀ,୧୫।୫: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମଣ ନିୟନ୍ତ୍ରଣକୁ ଆସିବାର ନାଁ ଧରୁନାହିଁ। ଦୈନିକ ହଜାର ହଜାର ସଂଖ୍ୟାରେ ଲୋକ ସଂକ୍ରମିତ ହେଉଥିବା ବେଳେ କିଛି ଜୀବନ ବଞ୍ଚାଇବାକୁ ସଂଘର୍ଷ କରୁଛନ୍ତି। ସେହିଭଳି କିଛି ଅନ୍ୟଙ୍କ ଜୀବନ ବଞ୍ଚାଇବା…
ରବିବାର ଡିଆର୍ଡିଓ ଯୋଗାଇବ ୧୦ ହଜାର ଡୋଜ୍ ୨-ଡିଜି…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ ଔଷଧ…
କରୋନାରେ ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କର ମୃତ୍ୟୁ…
କୋଲକାତା,୧୫।୫: କରୋନାରେ ଆକ୍ରାନ୍ତ ହୋଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସିମ ବନ୍ଦୋପାଧ୍ୟାୟଙ୍କ ମୃତ୍ୟୁ ଘଟିଛି। ଗତ ଏକମାସ ଧରି ସେ କରୋନାରେ ଆକ୍ରାନ୍ତ ହୋଇ ମେଡ଼ିକୋ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶନିବାର ସକାଳେ ତାଙ୍କର…
୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…
ମୁମ୍ବାଇ,୧୫।୫: ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍ ଡିପ୍ରେସନ୍ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ ଉପକୂଳ…
ଭାକ୍ସିନ୍ କିଣା-ଅକ୍ସିଜେନ୍ ପ୍ଲାଣ୍ଟ୍ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍ କେୟାର୍ସ ଫଣ୍ଡ୍: ସୁପ୍ରିମ୍କୋର୍ଟରେ ଆବେଦନ…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍କୋର୍ଟରେ ଏକ…
ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟାକୁ କେନ୍ଦ୍ରର ଚ୍ୟାଲେଞ୍ଜ
ନୂଆଦିଲ୍ଲୀ, ୧୫।୫(ଆଇଏଏନ୍ଏସ୍): ସୁପ୍ରିମକୋର୍ଟ ଗତ ୫ ତାରିଖରେ ମରାଠା କୋଟା ଉପରେ ରାୟ ଦେଲାବେଳେ ସମ୍ବିଧାନର ୧୦୨ତମ ସଂଶୋଧନକୁ ନେଇ କରିଥିବା ବ୍ୟାଖ୍ୟାକୁ କେନ୍ଦ୍ର ସରକାର ଚ୍ୟାଲେଞ୍ଜ କରିଛନ୍ତି। ରିଭ୍ୟୁ ପିଟିଶନରେ କେନ୍ଦ୍ର ସରକାର କହିଛନ୍ତି, ସାମାଜିକ ଓ ଶିକ୍ଷାଗତ ଭାବେ…
ସହରରୁ ଗାଁ କରୋନା କାୟା
ନୂଆଦିଲ୍ଲୀ,୧୫ା୫: ଗ୍ରାମାଞ୍ଚଳର ଲୋକେ ଅସୁସ୍ଥ ହେଲେ ଉନ୍ନତ ସ୍ବାସ୍ଥ୍ୟସେବା ଆଶାରେ ସହରକୁ ଚିକିତ୍ସା ପାଇଁ ଯାଇଥାଆନ୍ତି। କିନ୍ତୁ ବଡ଼ ବଡ଼ ସହରରେ ମହାମାରୀର ଦ୍ୱିତୀୟ ଲହର ବୋଝ ସମ୍ଭାଳି ନ ପାରି ସ୍ବାସ୍ଥ୍ୟ ଭିତ୍ତିଭୂମି ଭୁଶୁଡ଼ି ପଡ଼ିଥିବାରୁ ଗାଁରେ ରହୁଥିବା ସଂକ୍ରମିତମାନେ…
ପୃ୍ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି। ସେହିପରି…
ୟୁପି ଜେଲ୍ରେ ଗ୍ୟାଙ୍ଗଷ୍ଟରଙ୍କୁ ହତ୍ୟା
ଚିତ୍ରକୂଟ,୧୪।୫: ଉତ୍ତରପ୍ରଦେଶର ଚିତ୍ରକୂଟ ଜେଲ୍ରେ ଶୁକ୍ରବାର ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ ଜଣ ବିଚାରାଧୀନ କଏଦୀ ପ୍ରାଣ ହରାଇଛନ୍ତି। ଅନଶୁଲ୍ ଦୀକ୍ଷିତ ନାମକ କଏଦୀ ଗ୍ୟାଙ୍ଗଷ୍ଟର ମୁକିମ୍ କାଲାଙ୍କ ଉପରକୁ ଗୁଳି ଚଳାଇବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଗୁଳିମାଡ଼ରେ…
ତାରିଖ ଘୋଷଣା କଲା ବ୍ୟାଟେଲଗ୍ରାଉଣ୍ଡ୍
ନୂଆଦିଲ୍ଲୀ,୧୪।୫ : ପବ୍ଜୀ ଗେମ୍ର ନୂଆ ଅବତାର ‘ ବ୍ୟାଟେଲଗ୍ରାଉଣ୍ଡ ମୋବାଇଲ ଇଣ୍ଡିଆ ’ର ପ୍ରି-ରେଜିଷ୍ଟ୍ରେଶନ ତାରିଖ ଘୋଷଣା କରିଛି ଭିଡିଓ ଗେମ୍ ଡେଭଲପର କ୍ରାଫ୍ଟନ। ଆସନ୍ତା ୧୮ ତାରିଖରୁ ଗେମ୍ ଆରମ୍ଭ ହେବ ପ୍ରି-ରେଜିଷ୍ଟ୍ରେଶନ। ଏହି ଗେମ୍ ଉଭୟ ଆନରଏଡ…
ଆମ୍ବୁଲାନ୍ସକୁ ରୋକ ନାହିଁ
ହାଇଦ୍ରାବାଦ,୧୪।୫ : ଅନ୍ୟ ରାଜ୍ୟରୁ ଚିକିତ୍ସା ଲାଗି ଆସୁଥିବା ଆମ୍ବୁଲାନ୍ସକୁ ରୋକନାହିଁ। ରାଜ୍ୟ ସରକାରଙ୍କୁ ଶୁକ୍ରବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି ତେଲଙ୍ଗାନା ହାଇକୋର୍ଟ। ଏହି ନିର୍ଦ୍ଦେଶ ସମ୍ପର୍କରେ ରାଜ୍ୟର ବିଭିନ୍ନ ସୀମାରେ ମୁତୟନ ଥିବା ପୋଲିସ ଅଧିକାରୀଙ୍କୁ ଜଣାଇ ଦେବାକୁ ମୁଖ୍ୟ…

